State

ଏମ୍ସ ଭୁବନେଶ୍ୱରର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣ୍ଣ ସମର୍ଥନ ପ୍ରତିଶ୍ରୁତି

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ୱାସ ଏବଂ ଏମ୍ସ ଭୁବନେଶ୍ୱର ଅଧ୍ୟକ୍ଷ ଡ. ଶୈଳେଶ କୁମାର ଗତକାଲି ଲୋକସେବା ଭବନରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି । ଏହି ଅବସରରେ, ଡ. ବିଶ୍ୱାସ…

ଦିଘାରେ ଜଗନ୍ନାଥଙ୍କ ମନ୍ଦିରକୁ ନେଇ ଶ୍ରୀ ମନ୍ଦିର କାର୍ଯ୍ୟାଳୟରେ ବୈଠକ, ମତାମତ ପାଇଁ ସେବାୟତ ନିଯୋଗକୁ ଚିଠି

ପୁରୀ : ପଶ୍ଚିମବଙ୍ଗ ଦିଘାରେ ଜଗନ୍ନାଥଙ୍କ ମନ୍ଦିରକୁ ନେଇ ଶ୍ରୀ ମନ୍ଦିର କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକଙ୍କ ଅଧକ୍ଷତାରେ ବୈଠକ ଶେଷ ହୋଇଛି l ବୈଠକରେ ମହାପ୍ରଭୁଙ୍କ ତିନି ବାଡ଼ର ବାଡ଼ଗ୍ରାହୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଏଲୋଚନା ହୋଇଥିଲା l ବୈଠକରେ ୪ଟି ବିନ୍ଦୁକୁ…

ଦୀଘାରେ ‘ଜଗନ୍ନାଥ ଧାମ’ ନାଁ ବିବାଦ ପ୍ରସଙ୍ଗ: ପୁରୀ ସାଂସଦ ସମ୍ବିତ ପାତ୍ରଙ୍କ ଦୃଢ଼ ପ୍ରତିବାଦ

ଭୁବନେଶ୍ୱର: ଦୀଘାରେ ‘ଜଗନ୍ନାଥ ଧାମ’ ନାଁ ବିବାଦ ପ୍ରସଙ୍ଗ ଜୋର ଧରିଛି। ଦୀଘାର ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ହେବା ପର ଠାରୁ ଥମୁନି ବିବାଦ। ଚାରିଆଡେ ଅସନ୍ତୋଷ ତେଜିଛି। ପଣ୍ଡାପଢିଆରଙ୍କ ଠାରୁ ନେଇ ସେବାୟତ ପର୍ଯ୍ୟନ୍ତ ସମସ୍ତେ ଏହାକୁ ବିରୋଧ କରିଛନ୍ତି।…

୪ ଆନ୍ତଃ ରାଜ୍ୟ ଠକ ଗିରଫ, ମେଡ଼ିକାଲ କଲେଜରେ ଆଡ଼ମିଶନ କରାଇଦେବାକୁ କହି ନେଇଥିଲେ ଟଙ୍କା

ଭୁବନେଶ୍ୱର : ଭୁବନେଶ୍ୱର ସ୍ପେଶାଲ କ୍ରାଇମ୍ ୟୁନିଟ ଦ୍ୱାରା ୪ ଆନ୍ତ ରାଜ୍ୟ ଠକ ଗିରଫ । ମେଡ଼ିକାଲ କଲେଜରେ ଆଡ଼ମିଶନ କରାଇଦେବାକୁ କହି ଠକେଇ କରିଥିବା ଅଭିଯୋଗରେ ୪ ଜଣ ଗିରଫ । ନିଟ ପରୀକ୍ଷା ପୂର୍ବରୁ ୪ ଜଣଙ୍କୁ…

‘ଜଗନ୍ନାଥ ଧାମ ନାଁ, ଗ୍ରହଣୀୟ ନୁହେଁ’, ବର୍ଷିଲେ ସୁଦର୍ଶନ

ଭୁବନେଶ୍ବର: ଦୀଘାର ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ହେବା ପର ଠାରୁ ଥମୁନି ବିବାଦ । ଚାରିଆଡେ ଅସନ୍ତୋଷ ତେଜିଛି । ପଣ୍ଡାପଢିଆରଙ୍କ ଠାରୁ ନେଇ ସେବାୟତ ପର୍ଯ୍ୟନ୍ତ ସମସ୍ତେ ଏହାକୁ ବିରୋଧ କରିଛନ୍ତି । ଜଗନ୍ନାଥ ମନ୍ଦିର କଲେ, ହେଲେ କାହିଁକି…

ସିଡିପିଓଙ୍କ ଅମାପ ସମ୍ପତ୍ତି, ଭୁବନେଶ୍ୱରରେ ରହିଛି ୩୩୦୦ ବର୍ଗ ଫୁଟର ତିନି ମହଲା ଘର

କଟକ : ଭିଜିଲାନ୍ସ ଜାଲରେ ଶିଶୁ ବିକାଶ ଅଧିକାରୀ ଶକୁନ୍ତଳା ଦାସ । ଜଣେ ନବନିଯୁକ୍ତ ଅଙ୍ଗନବାଡ଼ି ହେଲପରଙ୍କ ଦରମା କରାଇଦେବା ପାଇଁ ଗତକାଲି ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଥିଲେ ସିଡିପିଓ ଶକୁନ୍ତଳା…

ରାଜା ଚକ୍ରର ଓକିଲଙ୍କ ନାଁରେ ମାନହାନୀ ମୋକଦ୍ଦମା ଦାୟର କଲେ ମନମୋହନ ସାମଲ

ବାଲେଶ୍ବର: ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନୀ ମକଦ୍ଦମା । ମକଦ୍ଦମା ଦାଏର କଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ରାଜା ଚକ୍ରଙ୍କ ଓକିଲ ସିତାଂଶୁ ଦ୍ବିବେଦୀଙ୍କ ନାଁରେ ମକଦ୍ଦମା । ବାଲେଶ୍ବର ଏସଡିଜିଏମ୍‌ଙ୍କ କୋର୍ଟରେ ମକଦ୍ଦମା ହେଲା…

କେନ୍ଦ୍ରକୁ ଗଲେ ବରିଷ୍ଠ ଆଇଏଏସ ଅଧିକାରୀ ନିକୁଞ୍ଜ ଧଳ, ଦାୟିତ୍ବ ମୁକ୍ତ କଲେ ଓଡ଼ିଶା ସରକାର

ଭୁବନେଶ୍ଵର: ବରିଷ୍ଠ ଆଇଏଏସ ଅଧିକାରୀ ତଥା ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଓଡ଼ିଶା ସରକାର ଦାୟିତ୍ବ ମୁକ୍ତ କରିଛନ୍ତି । ସେ କେନ୍ଦ୍ରରେ ସଂସଦୀୟ ବ୍ୟାପର ମନ୍ତ୍ରଣାଳୟର ଓଏସଡି ଭାବେ କାର୍ଯ୍ୟ କରିବେ । ନିକୁଞ୍ଜ…

ରାଜ୍ୟରେ ହେବ ଆଉ ୬ଟି ନୂଆ ହୋଟେଲ୍‌ ଏବଂ ରିସର୍ଟ

ଭୁବନେଶ୍ବର: ରାଜ୍ୟରେ ଆଉ ୬ଟି ନୂଆ ହୋଟେଲ୍‌ ଓ ରିସର୍ଟ ଖୋଲାଯିବ । ଏନେଇ ଶୁକ୍ରବାର ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସିଙ୍ଗଲ୍‌ ୱିଣ୍ଡୋ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଏହି ହୋଟେଲ ଆଉ ରିସର୍ଟ ଗୁଡିକ…

ବରିଷ୍ଠ ଆଇପିଏସ୍ ସ୍ତରରେ ନୂଆ ନିଯୁକ୍ତି

ଭୁବନେଶ୍ଵର: ବରିଷ୍ଠ ଆଇପିଏସ୍ ସ୍ତରରେ ନୂଆ ନିଯୁକ୍ତି ଦେଇଛନ୍ତି ସରକାର । ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଏହି ନିଯୁକ୍ତି କାର୍ଯ୍ୟକାରୀ ହୋଇଛି। ସୁଶାନ୍ତ କୁମାର ନାଥ, ଆଇପିଏସ୍ (ଆରଆର-୧୯୯୩), ଯିଏ କେନ୍ଦ୍ରୀୟ ଡେପୁଟେସନରୁ ପ୍ରତ୍ୟାବର୍ତ୍ତନ ପରେ ଗୃହ…