State

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର: ଆସନ୍ତା ୧୦ରେ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଆସନ୍ତା ୧୦ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ ଅମିତ ଶାହ। ଜଟଣୀ ଯାଇ ଫରେନସିକ ବିଶ୍ୱବିଦ୍ୟାଳୟର…

ରାଜ୍ୟରେ ୪ ଦିନ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ। ତେବେ ରାଜ୍ୟରେ ମେ ୬ ତାରିଖ ପର୍ଯ୍ୟନ୍ତ ବଜ୍ରପାତ ସହିତ ଝଡ଼ବର୍ଷା, ପବନ ବହିବା, କୂଆପଥର ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (IMD)ପକ୍ଷରୁ ସୂଚନା ରହିଛି।…

ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ଚାଲିଥିଲା ଦେଶୀ ମଦ ତିଆରି, ୪ ଗିରଫ

ଭୁବନେଶ୍ୱର: ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ପ୍ରସ୍ତୁତ ହେଉଥିବା ଦେଶୀ ମଦ ଫ୍ୟାକ୍ଟ୍ରିକୁ ଠାବ କରିଛି ପୋଲିସ । ଏଭଳି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ଦାରୁଠେଙ୍ଗ ଜଙ୍ଗଲରେ । ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୯ ଲକ୍ଷ ଟଙ୍କା ହେବ…

୪ନିଗମ ସହ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ବର: ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଚାରୋଟି ନିଗମ ସହ ବୁଝାମଣାପତ୍ର ସ୍ଵାକ୍ଷର କରିଛି…

ଜଗତପୁରରେ ଚାଲିଛି ନକଲି ଓ୍ବାସିଂ ପାଉଡର କାରଖାନା ; ଓ୍ବାସିଂ ପାଉଡର, ଲେବଲ ଷ୍ଟିକର ଜବତ

କଟକ: କଟକ ଜଗତପୁରରେ ନକଲି ୱାସିଂ ପାଉଡର କାରଖାନା ଠାବ । ଅପମିଶ୍ରଣ ସହ ବ୍ରାଣ୍ଡେଡ୍ କଂପାନୀ ନାଁରେ ତିଆରି କରି ବିକାଯାଉଥିଲା । ଜଗତପୁର ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌ ମିଳିତ ଚଢାଉ କରିଥିଲା । ଜଗତପୁର ଅଣ୍ଢେଇ ସାହିରେ…

କିଟ୍ ରେ ପୁଣି ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ପ୍ରତିକ୍ରିୟା ରଖିଲେ ଦୁଇ ମନ୍ତ୍ରୀ

ଭୁବନେଶ୍ବର: ଗୁରୁବାର ରାତିରେ କିଟ୍ ବିଶ୍ବବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ, ଘଟଣାରେ…

ଟେକନିକାଲ ଟିମ ଯାଞ୍ଚ ପାଇଁ ପୁରୁଣା ବ୍ରାହ୍ମଣୀ ପୋଲ ଯାନବାହାନ ଚଳାଚଳ ବନ୍ଦ

ରାଉରକେଲା: ଆଜି ସକାଳୁ ବନ୍ଦ ରହିଛି ପାନପୋଷ ପୁରୁଣା ବ୍ରାହ୍ମଣୀ ବ୍ରିଜ୍‌ରେ ଯାନ ବାହାନ ଚଳାଚଳ। ଏହି ବ୍ରିଜ୍ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ରହିବାର ସମ୍ଭାବନା ରହିଛି। ସମସ୍ତ ଚାରି ଚକିଆ ଏବଂ ତିନି ଚକିଆ ଯାନ ଚଳାଚଳକୁ ବନ୍ଦ…

କିଟ୍‌ରେ ଛାତ୍ରୀ ମୃତ୍ୟୁ; ଘଟଣାର ତଦନ୍ତ ପାଇଁ କୂଟନୈତିକ ପଦକ୍ଷେପ ଆରମ୍ଭ କରିଛୁ: ନେପାଳ ମନ୍ତ୍ରୀ

ଭୁବନେଶ୍ବର: କିଟ୍‌ ବିଶ୍ବବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା । ଘଟଣାରେ ଉଦ୍‌ବେଗ ସହ ଦୁଃଖ ପ୍ରକାଶ କଲେ ନେପାଳ ବୈଦେଶିକ ମନ୍ତ୍ରୀ ଆରଜୁ ରାଣା ଦେଉବା । ଟ୍ବିଟ୍ କରି ମୃତ ଛାତ୍ରୀଙ୍କ ଅମର ଆତ୍ମାର ସଦଗତି…

ଚଳିତ ରଥଯାତ୍ରା ହେବ ଆହୁରି ଶୃଙ୍ଖଳିତ: ପାର୍କିଂସ୍ଥଳ ଜଗିବେ ଘରୋଇ ସୁରକ୍ଷା କର୍ମୀ, ଖର୍ଚ୍ଚ ହେବ ୧୪ ଲକ୍ଷ ଟଙ୍କା

ପୁରୀ : ଚଳିତ ରଥଯାତ୍ରାକୁ ଆହୁରି ଶୃଙ୍ଖଳିତ ଓ ସୂଚାରରୂପେ ଶେଷ କରିବାକୁ ପ୍ରଥମ ଥର ପାଇଁ ମୁତୟନ ହେବେ ଘରୋଇ ସୁରକ୍ଷା କର୍ମୀ । ଏମାନେ ରଥଯାତ୍ରା ବେଳେ ବିଭିନ୍ନ ପାର୍କିଂସ୍ଥଳ ଜଗିବେ । ଯାନବାହନ ନିୟନ୍ତ୍ରଣରେ ସାହାଯ୍ୟ କରିବେ…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଖୋଜି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ପରାମର୍ଶ

ମୟୂରଭଞ୍ଜ: ଓଡିଶାର ଅନେକ ସ୍ଥାନରେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ସଂଖ୍ୟା ବଢିବାରେ ଲାଗିଛି । ଯାହାକୁ ନେଇ ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ବିଧାୟକ ସନାତନ ବିଜୁଳି ବେତନଟୀ ଏସଡିପିଓ ମିନତୀ ବିଶ୍ୱାଳଙ୍କୁ ଭେଟି ବଡ଼ସାହି ନିର୍ବାଚନ ମଣ୍ଡଳୀ ବିଭିନ୍ନ ଅଞ୍ଚଳରେ ବେଆଇନ ଭାବେ…