State

ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ: ମୁହଁ ଖୋଲିଲେ ପୁରୀ ଦଇତାପତି

ପୁରୀ : ପଶ୍ଚିମବଙ୍ଗ ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ ନେଇ ମୁହଁ ଖୋଲିଲେ ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର। କହିଲେ, ପୁରୀ ଛଡ଼ା ଆଉ କେଉଁଠି ବ୍ରହ୍ମ ନାହିଁ । ଜଗନ୍ନାଥ ଧାମ କହିଲେ କେବଳ ପୁରୀକୁ ବୁଝାଏ ।…

ଚଳିତ ରବି ଋତୁରେ ୧୪ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ଚଳିତ ରବି ଋତୁରେ ୧୪ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି। ମନ୍ତ୍ରୀସ୍ତରୀୟ ବୈଠକ ପରେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏନେଇ ସୂଚନା ଦେଇଛନ୍ତି। ତେବେ ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ସାଟେଲାଇଟ୍‌ ସର୍ଭେ ଚାଲିଛି…

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ : ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ, ପାସ ହାର-୯୪.୯୩ %

କଟକ : ଆଜି ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ । କଟକ ବୋର୍ଡ଼ ମୁଖ୍ୟାଳୟରେ ଅପରାହ୍ନ ୪ ଟାରେ ପ୍ରକାଶ ପାଇଲା ରେଜଲ୍ଟ. । ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ…

ପୁଣି କିଟରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା, ଦୁଃଖ ପ୍ରକାଶ କଲେ ରାଜ୍ୟ ସରକାର

ଭୁବନେଶ୍ୱର: କିଟ୍‌ ବିଶ୍ୱବିଦ୍ୟାଳୟର ଜଣେ ୧୮ ବର୍ଷୀୟ ନେପାଳୀ ଛାତ୍ରୀ(ପ୍ରୀଶା ଶାହା)ଙ୍କ ଆତ୍ମହତ୍ୟା ଘଟଣା ଗୁରୁବାର ରାତିରେ ସାମ୍ନାକୁ ଆସିଛି। ପ୍ରଥମ ବର୍ଷର ଏହି ଛାତ୍ରୀଙ୍କ ମୃତଦେହ ତାଙ୍କ ହଷ୍ଟେଲ ରୁମ୍‌ର ସିଲିଂ ଫ୍ୟାନ୍‌ରେ ଝୁଲୁଥିବା ଅବସ୍ଥାରେ ମିଳିଥିଲା। ତୁରନ୍ତ ତାଙ୍କୁ…

ପାରାଦୀପରେ ହେବ ନୂଆ ଏୟାରପୋର୍ଟ; ୧୫ ଜିଲ୍ଲାରେ ନିର୍ମାଣ ହେବ ହେଲିପୋର୍ଟ

ଭୁବନେଶ୍ୱର : ରାଜ୍ୟରେ ବିମାନ ଚଳାଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ “ବିମାନ ଚଳାଚଳ ଏବଂ ନେଟୱାର୍କ ନିର୍ମାଣ ପରିଚାଳନା” ସମ୍ବନ୍ଧରେ ଆଲୋଚନା କରିଥିଲେ । ଏହି ବୈଠକରେ, ପାରାଦୀପରେ ଏକ ଗ୍ରୀନଫିଲ୍ଡ…

ପାଣିପାଗ: ମେ ୭ ଯାଏଁ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଚଳିତ ମାସର ପ୍ରଥମ ସପ୍ତାହରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି, ମେ’ ୨ ତାରିଖ ପାଇଁ ମୟୂରଭଞ୍ଜ, ଗଞ୍ଜାମ…

ରାଜ୍ୟପାଳଙ୍କୁ ଭେଟି ‘ମାଇଁ ଷ୍ଟାମ୍ପ’ ପ୍ରଦାନ କଲେ ଓଡ଼ିଶା ମଣ୍ଡଳ ମୁଖ୍ୟ ମହାଡ଼ାକପାଳ

ଭୁବନେଶ୍ବର: ଓଡ଼ିଶା ମଣ୍ଡଳର ମୁଖ୍ୟ ମହାଡାକପାଳ ନିର୍ମଳଜିତ ସିଂହ (ଆଇପିଓଏସ୍ ୧୯୯୭) ଏବଂ ଡାକ ସେବା ନିର୍ଦ୍ଦେଶକ ଅମିତ କୁମାର ଝା, (ଆଇପିଓଏସ୍ ୨୦୧୫) ଆଜି ରାଜଭବନଠାରେ ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଗସ୍ତ ସମୟରେ…

ପୁଣି KIITରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା, ସୂଚନା ଦେଲେ ପୋଲିସ କମିଶନର

ଭୁବନେଶ୍ୱର, ୧।୫: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି (KIIT) ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ସାମ୍ନାକୁ ଆସିଛି। ଏହା ବିଶ୍ୱବିଦ୍ୟାଳୟର ପରିଚାଳନା ଓ ଛାତ୍ରୀଙ୍କ ସୁରକ୍ଷା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଘଟଣାସ୍ଥଳରେ ଇନ୍ଫୋସିଟି ଥାନା…

ଆଜିଠାରୁ ୩ ମାସ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ

କେନ୍ଦ୍ରାପଡ଼ା: କୁମ୍ଭୀରଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରଜନନ ଋତୁ ଯୋଗୁ ମେ’୧ ଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ୩ ମାସ ଧରି କେନ୍ଦ୍ରାପଡ଼ା ଜିଲ୍ଲାରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଛି। ଏନେଇ ପୂର୍ବରୁ ସୂଚନା ପ୍ରଦାନ କରାଯାଇଥିଲା। ପର୍ଯ୍ୟଟକଙ୍କ…

ଅନ୍ତର୍ଜାତୀୟ ଶ୍ରମିକ ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଏବଂ ପ୍ରଭାତୀ ପରିଡା ଅନ୍ତର୍ଜାତୀୟ ଶ୍ରମିକ ଦିବସ ଅବସରରେ ଶ୍ରମିକ ବର୍ଗଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ଏକ୍ସରେ…