ପ୍ରଭାସିନୀ ଓ ଦେବୀଙ୍କୁ ହୋମ୍ଗାର୍ଡ ଚାକିରି ସହ ୧୦ଲକ୍ଷ ଲେଖାଏ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : କଟକରେ କାର୍ଯ୍ୟରତ ୨ ପୋଲିସ କର୍ମଚାରୀ ଜଗବନ୍ଧୁ ମାହାଲି ଏବଂ ଲୋକନାଥ ଶବର ଗତ ୨୨ ତାରିଖରେ ପିସିଆର୍ ଭ୍ୟାନ୍ରେ ଯିବା ସମୟରେ ଦୁର୍ଘଟଣା ଘଟି ପ୍ରାଣ ହରାଇଥିଲେ। ଡ୍ୟୁଟିରେ ଥିବା ସମୟରେ ଉଭୟଙ୍କ ମୃତ୍ୟୁ ଘଟିଥିବାରୁ ସେମାନଙ୍କ…