୧.୧୩ କୋଟି କ୍ରିପ୍ଟୋ ଇନଭେଷ୍ଟମେଣ୍ଟ ଠକେଇ ମାମଲାରେ ଅଭିଯୁକ୍ତ ନୀଲେଶ କର ଦୋଷୀ ସାବ୍ୟସ୍ତ
ବାଲେଶ୍ବର : କ୍ରିପ୍ଟୋ ଇନଭେଷ୍ଟମେଣ୍ଟ ଠକେଇ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କୁ ବାଲେଶ୍ୱର ଜିଲ୍ଲା ଅଦାଲତ ୭ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଓଡ଼ିଶା ଜମାକାରୀ ସ୍ୱାର୍ଥ ସୁରକ୍ଷା ଆଇନ, ୨୦୧୧ ଅନୁଯାୟୀ ଗଠିତ ନିର୍ଦ୍ଦିଷ୍ଟ ଅଦାଲତ…