State

ଆଉ ଦୁଇଦିନ ତାତି, ରବିବାର କାଳବୈଶାଖୀର ସମ୍ଭାବନା

ଭୁବନେଶ୍ୱର,୨୪ା୪: ଗୁରୁବାର ଓଡ଼ିଶାର କିଛି ଅଞ୍ଚଳ ପାଇଁ ଗ୍ରୀଷ୍ମ ଲହରୀ ଚେତାବନୀ ଜାରି କରାଯାଇଛି। ରାଜ୍ୟର ଅନେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଆଲର୍ଟ ଜାରି କରିଛି। ଆଇଏମଡି ପୂର୍ବାନୁମାନ…

ଦୀଘାରେ ଜଗନ୍ନାଥ ମନ୍ଦିର ଉଦ୍‌ଘାଟନୀ ଦିନ ରୋଷ କାର୍ଯ୍ୟରେ ସାମିଲ ହେଲେ କାର୍ଯ୍ୟାନୁଷ୍ଠାନ

ପୁରୀ,୨୪।୪: ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଦିଘାରେ ନିର୍ମାଣ ହୋଇଥିବା ଜଗନ୍ନାଥ ମନ୍ଦିର ଆସନ୍ତା 30 ତାରିଖ ଅକ୍ଷୟ ତୃତୀୟାରେ ଉଦଘାଟନ ହେବ। ଏହି କାର୍ଯ୍ୟକ୍ରମରେ ପୁରୀ ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ପକ୍ଷରୁ ଅବଢ଼ା ଓ ଶୁଖିଲା ମହାପ୍ରସାଦ ପ୍ରସ୍ତୁତକାରୀଙ୍କ ଏକ…

ଓଡ଼ିଶା ଅକ୍ଷୟ ଶକ୍ତି: ୧୧୯୧.୪୭ କୋଟିର ପୁଞ୍ଜିନିବେଶ ପ୍ରସ୍ତାବକୁ ନୀତିଗତ ଅନୁମୋଦନ

ଭୁବନେଶ୍ବର: ରାଜ୍ୟ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ଅକ୍ଷୟ ଶକ୍ତି ନୀତି-୨୦୨୨ ଆଧାରରେ ଦଶମ ସିଙ୍ଗଲ୍ ୱିଣ୍ଡୋ କମିଟି (ଏସ୍.ଡବ୍ଲ୍ୟୁ.ସି)ର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୧୧୯୧.୪୭ କୋଟି ଟଙ୍କାର ପୁଞ୍ଜିନିବେଶ…

ନୌସେନା ନିଯୁକ୍ତି ପ୍ରକ୍ରିୟାରେ ବଡ଼ଧରଣର ଦୁର୍ନୀତି: ୩ ଅଭିଯୁକ୍ତ ଗିରଫ

ଖୋର୍ଦ୍ଧା: ଭାରତୀୟ ନୌସେନାର ନିଯୁକ୍ତି ପ୍ରକ୍ରିୟାରେ ବଡ଼ଧରଣର ଦୁର୍ନୀତି ହୋଇଥିବା ନେଇ ଜଣାପଡ଼ିଛି। ଅଗ୍ନିବୀର ପରୀକ୍ଷାରେ ପାସ୍ କରାଇ ଦେବା ପାଇଁ ଆଶାୟୀ ପ୍ରାର୍ଥୀମାନଙ୍କ ଠାରୁ ଟଙ୍କା ଲାଞ୍ଚ ନେଇ ୩ ଜଣ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ…

ପୂରଣ ହେବ ୩୨ ହଜାର ପୁଲିସ ପଦବି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର କହିଛନ୍ତି, ଓଡିଶାର ପୁଲିସ ବାହିନୀକୁ ଦକ୍ଷ ଓ ଶୃଙ୍ଖଳିତ କରି ଗଢ଼ିତୋଳିବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ। ସେ କହିଛନ୍ତି ଯେ, ବର୍ତ୍ତମାନ ରାଜ୍ୟ ପୁଲିସ ବାହିନୀରେ ପ୍ରାୟ ୧୬ ହଜାର ପଦବି…

ସୁଲଭ ଆବାସ ହେଉଛି ବସ୍ତିମୁକ୍ତ ସହରର ଚାବିକାଠି: ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ଵର : ବସ୍ତି ଉଚ୍ଛେଦ ଓ ସମସ୍ତ ନାଗରିକଙ୍କ ପାଇଁ ସମ୍ମାନଜନକ ଜୀବନଯାପନ ସୁନିଶ୍ଚିତ କରିବାରେ ସୁଲଭ ଆବାସର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଗୁରୁତ୍ବାରୋପ କରିଛନ୍ତି । କ୍ରେଡାଇ ଓଡ଼ିଶା…

ନ୍ୟାଶନାଲ ପାର୍କ ମାନ୍ୟତା ପାଇଲା ଶିମିଳିପାଳ ଜାତୀୟ ଉଦ୍ୟାନ

କେନ୍ଦୁଝର : ମୟୂରଭଞ୍ଜ ଜିଲାର ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟକୁ ଗୁରୁବାରଠାରୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିଛି। ଏହା ଆଜି ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନ (ନ୍ୟାଶନାଲ)ର ମାନ୍ୟତା ପାଇ ନ ଥିଲା। ତେବେ ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ…

ଲିଫ୍ଟରେ ଚାପିହୋଇ ରୋଗୀ ମୃତ

ଭଦ୍ରକ: ଲିଫ୍ଟରେ ଚାପିହୋଇ ଚାଲିଗଲା ରୋଗୀଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ। ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ ନରସିଂହପୁର ଗ୍ରାମର ମୀନତି ପରିଡା। ଶ୍ୱାସ ଓ ଥାଇରଏଡ଼ ସମସ୍ୟା ଥିବାରୁ ଗୁରୁବାର ସେ…

ମହାନଦୀରେ ଗାଧୋଇବା ବେଳେ ଅଘଟଣ: ଦୁଇ ମୃତ, ଜଣେ ଉଦ୍ଧାର

କଟକ: ମହାନଦୀରେ ପୁଣି ଅଘଟଣ ଘଟିଛି। ଯୋବ୍ରା ଆନିକଟ ନିକଟରେ ଆଜି ଅପରାହ୍‌ଣରେ ୨ ଜଣ ବୁଡ଼ିଯାଇଛନ୍ତି। ଅନ୍ୟଜଣକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ମୃତକମାନେ ହେଲେ ସାଈ ବେହେରା ଓ ପିଙ୍କୁନ୍‌ ଜେନା। ସୂଚନା ଅନୁସାରେ କଟକର ମହାନଦୀର ଯୋବ୍ରା…

ରାସନ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ: ଅରୁଣ କଲେ କଟାକ୍ଷ

ପୁରୀ: ପୁରୀର ତାଳବଣିଆଠାରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୫ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ୬ ଲକ୍ଷ ରାସନ କାର୍ଡ ବାଣ୍ଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାତ୍ମା ଗାନ୍ଧୀ କହୁଥିଲେ, ‘ଭାରତ ଗ୍ରାମରେ ବାସ କରେ’। ଏଥିରେ…