State

ପ୍ରଶାନ୍ତ ଶତପଥୀଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ

ବାଲେଶ୍ୱର: ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶେଷ ଦର୍ଶନ କରିଛନ୍ତି । ଗୁରୁବାର ସକାଳେ ମୁଖ୍ୟମନ୍ତ୍ରୀ ବାଲେଶ୍ୱର ଇସାଣୀ ଗାଁରେ ପହଞ୍ଚି…

ପାକିସ୍ତାନ ବିରୋଧରେ ଭାରତର ବଡ଼ କାର୍ଯ୍ୟାନୁଷ୍ଠାନ, ସିନ୍ଧୁ ଜଳଚୁକ୍ତି ରଦ୍ଦ, ବନ୍ଦ ହେଲା ଅଟାରୀ ସୀମା

ନୂଆଦିଲ୍ଲୀ : ପହଲଗାମ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ ଅତି କଠୋର ପଦକ୍ଷେପ ଗ୍ରହଣ କରିଛି । ଦୁଇ ଦେଶ ମଧ୍ୟରେ ନେହେରୁ ସରକାରଙ୍କ ସମୟରେ ସ୍ବାକ୍ଷରିତ ସିନ୍ଧୁଜଳ ଚୁକ୍ତିକୁ ରଦ୍ଦ କରାଯାଇଛି । ଏହା ସହିତ ଓ୍ବାଘା-ଅଟାରୀ ସୀମାକୁ ବନ୍ଦ…

ଆରଆଇ, ଅମିନ ପରୀକ୍ଷା ଫଳ: ସବୁ ପରୀକ୍ଷାର୍ଥୀ ପ୍ରିଲିମ୍ ପାସ୍

ଭୁବନେଶ୍ୱର: ଆରଆଇ, ଅମିନ ପରୀକ୍ଷା ଫଳ ପ୍ରକାଶ ପାଇଛି। ସବୁ ପରୀକ୍ଷାର୍ଥୀ ପ୍ରିଲିମ୍ ପାସ୍ କରିଛନ୍ତି।ସମସ୍ତ ପରୀକ୍ଷାର୍ଥୀ ପାସ୍ କରିଥିବା ଓଏସଏସଏସସି ସୂଚନା ଦେଇଛି । ୨୦୨୪ ସେପ୍ଟେମ୍ୱର ୨୦ରୁ ଅକ୍ଟୋବର ୮ ତାରିଖ ପର୍ଯ୍ୟନ୍ତ ପ୍ରିଲିମ୍ ପରୀକ୍ଷା ହୋଇଥିଲା। ପ୍ରିଲିମନାରୀ…

ବିଭିନ୍ନ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ

ଭୁବନେଶ୍ୱର: ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନସ୍ଥ ଓଡ଼ିଶା କୃଷି ଶିଳ୍ପ ନିଗମ, ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ ଶକ୍ତି ବିଭାଗ ଅଧିନସ୍ଥ ଓଡ଼ିଶା ଜଳ ବିଦ୍ୟୁତ ନିଗମ (ଓଏଚପିସି) ଏବଂ ଓଡ଼ିଶା ଶକ୍ତି ଉତ୍ପାଦନ…

ଅଙ୍ଗନୱାଡି ସୁପର୍‌ଭାଇଜର୍‌ଙ୍କ ପାଇଁ ସର୍ବନିମ୍ନ ଶିକ୍ଷାଗତ ଯୋଗ୍ୟତା ସ୍ନାତକ: କ୍ୟାବିନେଟ୍ ନିଷ୍ପତ୍ତି

ଭୁବନେଶ୍ବର: କ୍ୟାବିନେଟ୍‌ରେ ବୁଧବାର ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅନୁମୋଦନ ହୋଇଛି । ମହିଳା ଏବଂ ଶିଶୁ କଲ୍ୟାଣ ସେବାକୁ ଆଗକୁ ବଢାଇବା ପାଇଁ ଓଡ଼ିଶା ଶିଶୁ ଏବଂ ମହିଳା କଲ୍ୟାଣ ସେବା ନିୟମରେ ଏକ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରାଯାଇଛି, ଯାହା ଦ୍ୱାରା…

ଜଳୁଛି ସାରା ଓଡିଶା,ଆହୁରି ୩ ଦିନ କଲବଲ କରିବ ତାତି

ଭୁବନେଶ୍ବର: ସାରା ଓଡ଼ିଶା ଜଳୁଛି। ତାତିର ତାଉରେ ଓଡ଼ିଶାବାସୀ ସିଜୁଛନ୍ତି। ରାଜ୍ୟରେ ଅସମ୍ଭାଳ ତାତିକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବା ବେଳେ ଆହୁରି ୩ ଦିନ ଅସହ୍ୟ ଗରମ ଓ ଗୁଳୁଗୁଳି କଲବଲ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ…

୧୩ ବର୍ଷୀୟ ନାବାଳକ ପେଟରୁ ବାହାରିଲା ସାଇକେଲ ହାଣ୍ଡେଲର ପ୍ଲାଷ୍ଟିକ ମୁଠା

ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ଉତ୍କଳ ହସ୍ପିଟାଲରେ ଏକ ଜଟିଳ ଅସ୍ତ୍ରୋପଚାର ଜରିଆରେ ୧୩ ବର୍ଷୀୟ ନାବାଳକ ପେଟରୁ ବାହାରିଛି ସାଇକେଲ ହାଣ୍ଡେଲର ପ୍ଲାଷ୍ଟିକ ମୁଠା। ଅନୁଗୁଳ ଜିଲା ତାଳଚେର ଅଞ୍ଚଳର ଏହି ନାବାଳକ ଦୁର୍ଘଟଣାର ଶିକାର ହେବା ଫଳରେ ସାଇକେଲ ହାଣ୍ଡେଲ…

ପ୍ରଥମ ପର୍ଯ୍ୟାୟରେ ୨୦ ନୂଆ ଏନଏସି ଗଠନ ହେବ

ଭୁବନେଶ୍ବର: ରାଜ୍ୟରେ ନୂଆ ଏନଏସି ଗଠନ ପାଇଁ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ୨୦ ଏନଏସି ପାଇଁ ଜିଲ୍ଲାରୁ ରିପୋର୍ଟ ଆସିଛି। ରିପୋର୍ଟ ମିଳିବା ପରେ ଏହାର ତର୍ଜମା ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପଞ୍ଚାୟତିରାଜ ବିଭାଗକୁ ପଠାଯାଇଛି…

ରାଜ୍ୟରେ ଗଠିତ ହେଲା ୩ଟି ସିଭିଲ୍‌ ଜଜ୍ କୋର୍ଟ

ଭୁବନେଶ୍ବର : ରାଜ୍ୟରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲାର ବାଲିଆପାଳ, ସୁନ୍ଦରଗଡ ଜିଲାର ଲେଫ୍ରିପଡା, ସମ୍ବଲପୁର ଜିଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି। ଓଡିଶା ଉଚ୍ଚ ନ୍ୟାୟାଳୟ…

ଏପର୍ଯ୍ୟନ୍ତ ଅଂଶୁଘାତର କୌଣସି ମୃତ୍ୟୁ ନିଶ୍ଚିତ ହୋଇନାହିଁ – ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: ସାରା ଓଡ଼ିଶାରେ ଜାରି ଗ୍ରୀଷ୍ମ ପ୍ରବାହ ମଧ୍ୟରେ , ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ବୁଧବାର ଦିନ ନିଶ୍ଚିତ କରିଛନ୍ତି ଯେ, ଗତକାଲି ସୁଦ୍ଧା ରାଜ୍ୟର ବିଭିନ୍ନ ହସ୍ପିଟାଲରେ ୬୬ ଜଣ ଅଂଶୁଘାତ ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା।…