State

ଏପ୍ରିଲ ୨୩ରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ, ଜାରି ରହିବ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା

ଭୁବନେଶ୍ବର: ସ୍କୁଲ ପିଲାଙ୍କ ପାଇଁ ଅପ୍ରେଲ୍‌ ୨୩ ତାରିଖ ଠାରୁ ଖରା ଛୁଟି ଘୋଷଣା ହୋଇଛି। ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ…

ମୃତ ସରକାରୀ କର୍ମଚାରୀଙ୍କ ପରିବାରକୁ ମିଳିବ ଚାକିରି: ସୁପ୍ରିମକୋର୍ଟଙ୍କୁ ଜଣାଇଲେ ଏଜି

ନୂଆଦିଲ୍ଲୀ: ମୃତ ସରକାରୀ କର୍ମଚାରୀଙ୍କ ପରିବାରଙ୍କ ପ୍ରତି ଓଡିଶା ସରକାରଙ୍କ ସମ୍ବେଦନଶୀଳ। ୩ ହଜାରରୁ ଉଦ୍ଧ୍ୱର୍ ମୃତ ସରକାରୀ କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ମିଳିବ ସରକାରୀ ଚାକିରି। ରାଜ୍ୟ ସରକାରଙ୍କ ପକ୍ଷରୁ ଆଡଭୋକେଟ୍‌ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ସୋମବାର ସୁପ୍ରିମକୋର୍ଟରେ ଏହା…

କେନ୍ଦ୍ରୀୟ ଏମ୍ପାନେଲ୍ଡରେ ସାମିଲ ହେଲେ ସତ୍ୟବ୍ରତ ସାହୁ

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ସଚିବ ସମକକ୍ଷ ରାଙ୍କ ଏମ୍ପାନେଲ୍ଡରେ ସାମିଲ ହେଲେ ଓଡ଼ିଶା କ୍ୟାଡର ବରିଷ୍ଠ ଆଇଏଏସ୍ ଅଧିକାରୀ ସତ୍ୟବ୍ରତ ସାହୁ। କ୍ୟାବିନେଟର ନିଯୁକ୍ତି କମିଟି (ଏସିସି) ସତ୍ୟବ୍ରତ ସାହୁଙ୍କ ଏମ୍ପାନେଲମେଣ୍ଟକୁ ଅନୁମୋଦନ କରିଛି। ଯିଏକି ଏବେ ଓଡ଼ିଶା ଗୃହ ବିଭାଗରେ…

ଦଳ ଠିକ୍ ଢଙ୍ଗରେ ନ ଚାଲିଲେ ବିଜେଡିର ଅଧୋପତନ ହେବା ନିଶ୍ଚିତ: କର୍ପୋରେଟର୍ ଅମରେଶ ଜେନା

ଭୁବନେଶ୍ବର: ବିଜେଡି କର୍ପୋରେଟର୍ ଅମରେଶ ଜେନା ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଦଳକୁ ଠିକ୍ ଢଙ୍ଗରେ ପରିଚାଳନା କରାଯାଉନାହିଁ। ଯେଉଁ ୪/୫ଜଣଙ୍କ ଜରିଆରେ ଦଳ ଚାଲୁଛି, ସେମାନେ ନିରପେକ୍ଷ ନୁହନ୍ତି। ଷଡ଼ଯନ୍ତ୍ରକାରୀଙ୍କ ହାତରେ ବିଜେଡି। ମେଳି କରିଥିବା ବରିଷ୍ଠ ନେତାଙ୍କ…

ଜଳୁଛି ପଶ୍ଚିମ ଓଡ଼ିଶା; ଝାରସୁଗୁଡାରେ ତାପମାତ୍ରା ୪୪.୮°

ଭୁବନେଶ୍ୱର: ପ୍ରବଳ ଗ୍ରୀଷ୍ମ ପ୍ରବାହ ସତର୍କତା ମଧ୍ୟରେ ମଙ୍ଗଳବାର ଦିନ ୨.୩୦ ସୁଦ୍ଧା ଝାରସୁଗୁଡାରେ ପାରଦ ୪୪.୮° ସେଲସିୟସକୁ ବୃଦ୍ଧି ପାଇଛି। ସମ୍ବଲପୁର ୪୪.୨° ସେଲସିୟସ ସହିତ ଦ୍ୱିତୀୟ ସ୍ଥାନରେ ରହିଥିଲା ବେଳେ ହୀରାକୁଦ (୪୪° ସେଲସିୟସ) ଏବଂ ରାଉରକେଲା (୪୨.୨°…

ଏପ୍ରିଲ ୨୪ ରେ ନୂଆ ରାସନ କାର୍ଡ ହେବ ବଣ୍ଟନ, ପୁରୀରେ ନୂଆ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁ‌ବନେଶ୍ବର: ଏପ୍ରିଲ ୨୪ ରେ ନୂଆ ରାସନ କାର୍ଡ ବଣ୍ଟନ କରିବେ ସରକାର । ପଞ୍ଚାୟତିରାଜ ଦିବସରେ ବଣ୍ଟା ଯିବ ନୂଆ ରାସନ କାର୍ଡ । ପୁରୀରେ ନୂଆ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ । ପର୍ଯ୍ୟାୟକ୍ରମେ 5 ଲକ୍ଷ 90 ହଜାର…

ଭୟଙ୍କର ଅଗ୍ନିକାଣ୍ଡ: ୪ କୋଟି ଟଙ୍କାର ସମ୍ପତ୍ତି ନଷ୍ଟ

ନୂଆଦିଲ୍ଲୀ : ଗୁଜରାଟ ଦାହୁଦରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିର୍ମାଣାଧୀନ ୭୦ ମେଗାଓ୍ବାଟ୍ ସୋଲାର ପାଓ୍ବାର ପ୍ଲାଣ୍ଟରେ ଏଭଳି ଅଘଟଣ ଘଟିଛି। ଏଥିରେ ପ୍ରାୟ ୪୦୦ କୋଟି ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି। ବହୁ ମୂଲ୍ୟବାନ୍ ଯନ୍ତ୍ରାଂଶ ମଧ୍ୟ ନଷ୍ଟ…

ଖୁବଶୀଘ୍ର ଗ୍ରୀଷ୍ମ ପରିସ୍ଥିତି ପାଇଁ ହେବ ସମୀକ୍ଷା, ଆସନ୍ତା ଦୁଇ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି

ଭୁବନେଶ୍ୱର: ଆସନ୍ତା ଦୁଇ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି। ସୂଚନା ଦେଲେ ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ଆଗୁଆ ଖରା ଛୁଟି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଛି କହିଲେ ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯେ,…

ୟୁପିଏସ୍‌ସି ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଆଙ୍କ ସଫଳତା, ୪୮ତମ ସ୍ଥାନରେ ଓଡ଼ିଆ ଝିଅ ରିତିକା ରଥ

ଭୁ‌ବନେଶ୍ବର: ପ୍ରକାଶ ପାଇଛି କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସ୍‌ସି) ଦ୍ବାରା ପରିଚାଳିତ ସିଭିଲ ସର୍ଭିସ୍‌ ପରୀକ୍ଷା-୨୦୨୪ ର ଫଳ । ଏହି ପରୀକ୍ଷାରେ ଓଡ଼ିଆ ଝିଅ ରିତିକା ରଥ ୪୮ତମ ସ୍ଥାନ ହାସଲ କରିଛନ୍ତି। ସେହିପରି ଦେବିକା ପ୍ରିୟଦର୍ଶିନୀଙ୍କୁ ୯୫ତମ ରାଙ୍କ…

ବନକଲାଗି ନୀତି ପାଇଁ ଆସନ୍ତାକାଲି ଶ୍ରୀମନ୍ଦିର ୫ ଘଣ୍ଟା ବନ୍ଦ

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ବୈଶାଖ କୃଷ୍ଣ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା…