ଫଲ୍ସ ନ୍ୟାରେଟିଭ ପାଇଁ ହାରିଲା ବିଜେଡି, ଓଡ଼ିଶାର ହକ୍ ପାଇଁ ଜାରି ରହିବ ଲଢେଇ: ନବୀନ ପଟ୍ଟନାୟକ
ଭୁବନେଶ୍ୱର: ନବମ ଥର ବିଜେଡି ସଭାପତି ହେବା ପରେ ଆସିଲା ନବୀନଙ୍କ ପ୍ରତିକ୍ରିୟା। ବିଜେଡ଼ି ସଭାପତି ହେବାପରେ ନବୀନ ଜୟ ଜଗନ୍ନାଥ କହି ନିଜ ଉଦବୋଧନ ଆରମ୍ଭ କରିଥିଲେ। ଆପଣଙ୍କ ଭଲ ପାଇବା ନିକଟରେ ମୁଁ ଚିର ଋଣି ବୋଲି କହିଥିଲେ।…