State

ବେଆଇନ ବନ୍ଧୁକ କାରବାର ଘଟଣାର ଗୁରୁତ୍ଵପୂର୍ଣ୍ଣ ତଥ୍ୟ ଖୋଲିବ ଏସଟିଏଫ, ରିମାଣ୍ଡରେ ଯିବେ ୩ ବେପାରୀ

କଟକ: କଟକ ବୟାଳିଶ ମୌଜାରେ ବେଆଇନ ବନ୍ଧୁକ କାରବାର ଘଟଣା । ୩ ବନ୍ଧୁକ ବେପାରୀଙ୍କୁ ୨ଦିନିଆ ରିମାଣ୍ଡରେ ଆଣିଲା କ୍ରାଇମବ୍ରାଞ୍ଚର ଏସଟିଏଫ୍ । ମହମ୍ମଦ ଅଜମ ଓରଫ ବୁଧୁ, ମହମ୍ମଦ ଆଲମ୍ , ମହମ୍ମଦ ଅବିଡ ହୁସେନଙ୍କୁ ରିମାଣ୍ଡରେ ଅଣାଯାଇଛି…

କେନ୍ଦ୍ରୀୟ ଡେପୁଟେସନରେ ଯିବେ IAS ନିକୁଞ୍ଜ ଧଳ, ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ

ଭୁବନେଶ୍ୱର : କେନ୍ଦ୍ରୀୟ ଡେପୁଟେସନରେ ଗଲେ ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ । ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟରତ ଥିବା ଆଇଏଏସ୍ ନିକୁଞ୍ଜ ବିହାରୀ ଧଳଙ୍କୁ କେନ୍ଦ୍ର ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତି ମିଳିଛି ।…

ଅକ୍ଷୟ ତୃତୀୟା ସୁଦ୍ଧା ସରିବ ପୁରୀ ଜଗନ୍ନାଥ ମନ୍ଦିର ରତ୍ନ ଭଣ୍ଡାର ମରାମତି କାମ : ଜଷ୍ଟିସ ବିଶ୍ୱନାଥ ରଥ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ରତ୍ନଭଣ୍ଡାର ମରାମତି କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ । ଆଜି ସକାଳେ ଜଷ୍ଟିସ ବିଶ୍ୱନାଥ ରଥ ମହାପ୍ରଭୁଙ୍କ ଦର୍ଶନ କରି ରତ୍ନଭଣ୍ଡାର ମରାମତି କାର୍ଯ୍ୟର ଅନୁଧ୍ୟାନ…

ପୁଣି ଓଡିଶା ଝାରଖଣ୍ଡ ସୀମାନ୍ତରେ IED ବିସ୍ଫୋରଣ, ବର୍ତ୍ତିଲେ ଯବାନ

ରାଉରକେଲା : ପୁଣି ଲ୍ୟାଣ୍ଡମାଇନ ବିସ୍ଫୋରଣ । ଓଡିଶା ଝାରଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲ ବରଖେରା ନିକଟରେ IED ବ୍ଲାଷ୍ଟ ହୋଇଛି । ସିଆରପିଏଫ ୧୭୪ ବାଟାଲିୟନର ଯବାନ କୁମ୍ବି ଅପରେସନ ସାରି ଫେରୁଥିବା ବେଳେ ଜଣେ ଯବାନ ମହୁମାଛି ଆକ୍ରମଣର…

ସାତକୋଶିଆରେ ଛଡାଗଲା ୭ଟି ଘଡିଆଳ କୁମ୍ଭୀର

ନୟାଗଡ଼: ସାତକୋଶିଆରେ ଛଡାଗଲା ୭ଟି ଘଡିଆଳ କୁମ୍ଭୀର। ନୟାଗଡ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଅଧିନସ୍ଥ କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜର ସୁନାଖଣିଆରେ ସାତକୋଶିଆ ଗଣ୍ଡ ଅଭୟାରଣ୍ୟର ପ୍ରାକୃତିକ ପରିବେଶରେ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ୭ଗୋଟି ଘଡିଆଳ କୁମ୍ଭୀର ମହାନଦୀରେ ଛଡାଯାଇଛି। ସେଥିରେ ୫ଗୋଟି…

ଥମୁନି ଯାତ୍ରା ପାର୍ଟିରେ ବିବାଦ: ବାପି ପଣ୍ଡାଙ୍କ ମନ୍ତବ୍ୟ ପରେ ବର୍ଷିଲେ ଜଗତଜୀବନ ପଣ୍ଡା

ଭୁବନେଶ୍ୱର : ଥମୁନି ଯାତ୍ରା ପାର୍ଟିରେ ବିବାଦ । କଳାକାର ଓ ଯାତ୍ରା ମାଲିକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଥମିବାର ନାଁ ନେଉନି । ଏବେ ବିବାଦରେ ପଶି ଅଭିନେତାଙ୍କୁ ଟାର୍ଗେଟ କରିଛନ୍ତି ଯାତ୍ରା ପାର୍ଟି ପରିଚାଳକ । ଯାତ୍ରା ମାଲିକଙ୍କ…

ରାଜ୍ୟର ଏହି ସହରରେ ଚାଲିବ ୩୦ ସେକେଣ୍ଡରେ ଚାର୍ଜ ହେଉଥିବା ହାଇ-ଟେକ୍ ଇଲେକ୍ଟ୍ରିକ ବସ୍

ଭୁବନେଶ୍ୱର: ଓଡ଼ିଶାରେ ଫ୍ଲାସ୍-ଚାର୍ଜିଂ ଇଲେକ୍ଟ୍ରିକ ବସ୍ ପରିଚାଳନର ପ୍ରସ୍ତାବ ଦେଇଛନ୍ତି କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ। ସ୍ଥାୟୀ ଏବଂ ହାଇ-ଟେକ୍ନୋଲୋଜି ସମ୍ପନ୍ନ ସାର୍ବଜନୀନ ପରିବହନ ଆଡ଼କୁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏହି ପଦକ୍ଷପ ଦ୍ୱାରା…

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦୁଇ ପ୍ରମୁଖ ସଚିବ, ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କ ସହ ହେବ ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ୱର : ଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦୁଇ ପ୍ରମୁଖ ସଚିବ । ଆଜି ଝାରସୁଗଡ଼ା ବିମାନବନ୍ଦରରେ ପହଞ୍ଚିଛନ୍ତି ଡ. ପିକେ ମିଶ୍ର । ଏହାପରେ ସେ ସମ୍ବଲପୁର IIM ଗେଷ୍ଟ ହାଉସରେ ରାତ୍ରିଯାପନ କରିବେ । ଆସନ୍ତାକାଲି ସକାଳ ୯ଟାରେ IIM,…

ଖରାଛୁଟିରେ ପିଲାଙ୍କୁ ଦିଆଯିବ ହୋମୱାର୍କ

ଭୁବନେଶ୍ୱର: ଆସନ୍ତା ମେ’ ୬ ତାରିଖରୁ ସମସ୍ତ ସ୍କୁଲ ଖରା ଛୁଟି ହେବା ନେଇ ଘୋଷଣା ହୋଇସାରିଛି। ମେ ୬ ତାରିଖରୁ ଜୁନ ୧୯ ତାରିଖ ଯାଏଁ ଖରା ଛୁଟି ପାଇଁ ବନ୍ଦ ରହିବ ସ୍କୁଲ। ଏନେଇ ଗଣଶିକ୍ଷା ବିଭାଗର କ୍ୟାଲେଣ୍ଡର…

୭ ଦିନିଆ ମାଲେସିଆ ଗସ୍ତରେ ଯିବେ ରାଜ୍ୟ କୃଷି ବିଭାଗର ୧୪ ଅଧିକାରୀ

ଭୁବନେଶ୍ୱର: ମାଲେସିଆ ଗସ୍ତରେ ଯିବେ ରାଜ୍ୟ କୃଷି ବିଭାଗର ୧୪ ଅଧିକାରୀ । ଏପ୍ରିଲ ୧୯ରୁ ୨୬ ତାରିଖ ଯାଏ ୭ ଦିନିଆ ବିଦେଶ ଗସ୍ତ କରିବେ । ଆଜି ଅନୁଷ୍ଠାନିକା ଭାବେ ଏହି କାର୍ଯ୍ୟକ୍ରମକୁ ଫ୍ଲାଗଅପ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ…