State

‘ସୁଭଦ୍ରା’ ଟଙ୍କାରୁ ବଞ୍ଚିତ ଡଙ୍ଗରିଆ ମହିଳା

କଲ୍ୟାଣସିଂହପୁର: ସୁଭଦ୍ରା ଟଙ୍କା ପାଇଁ ସଂଘର୍ଷ କରିବାକୁ ପଡ଼ୁଛି ନିୟମଗିରି ପାହାଡ଼ରେ ବସବାସ କରୁଥିବା ଆଦିମ ଜନଜାତି ଡଙ୍ଗରିଆ ମହିଳାଙ୍କୁ। ବାରମ୍ବାର ଆବେଦନ ସତ୍ତ୍ବେ କଲ୍ୟାଣସିଂହପୁର ବ୍ଲକ ପାର୍ସଲୀ ପଞ୍ଚାୟତର ଅନେକ ଗ୍ରାମର ଡଙ୍ଗରିଆ ମହିଳା ସୁଭଦ୍ରା ଯୋଜନା ସହାୟତା ଅର୍ଥ…

ବିଦେଶରେ ଉତ୍କଳ ଦିବସ, ପ୍ରଶାନ୍ତ ନନ୍ଦ ପାଇଲେ ‘ଉତ୍କଳ ବିଶ୍ୱ ଗୌରବ ସମ୍ମାନ’

ଭୁବନେଶ୍ବର : ଲଣ୍ଡନରେ ଉତ୍କଳ ଦିବସ ପାଳିଲେ ଓଡ଼ିଆ। ଓଡ଼ିଶା ସୋସାଇଟି ଅଫ୍ ୟୁନାଇଟେଡ୍‌ କିଙ୍ଗଡମ୍(ଓଏସୟୁକେ) ପକ୍ଷରୁ ଶନିବାର ଲଣ୍ଡନର ହାରୋଲ୍ଡ ହିଲ୍‌ସ୍ଥିତ ଡ୍ରାପର୍ସ ଏକାଡେମୀରେ ୯୦ତମ ଉତ୍କଳ ଦିବସ ମହାସମାରୋହରେ ପାଳନ କରାଯାଇଛି। ଦିନ ଗୋଟାଏରୁ ରାତି ୧୦ଟା ପର୍ଯ୍ୟନ୍ତ…

ରାମମନ୍ଦିର ଆଗରୁ ଶିଶୁଅପହରଣ ମାମଲା, ଜଣଙ୍କୁ ଅଟକ ରଖି ପଚରା ଉଚୁରା କରୁଛି ପୋଲିସ

ଭୁବନେଶ୍ୱର : ରାମମନ୍ଦିର ଆଗରୁ ଶିଶୁଅପହରଣ ମାମଲା । କମିଶନରେଟ ପୋଲିସ ଜଣଙ୍କୁ ଅଟକ ରଖି ପଚରା ଉଚୁରା କରୁଛି। ସିସିଟିଭି ଫୁଟେଜ, ହ୍ୟୁମାନ ଇଣ୍ଟେଲିଜେନସକୁ ଆଧାର କରି ପୋଲିସ ତଦନ୍ତ କରୁଛି । ଖୁବ୍ ଶୀଘ୍ର ଅପହରଙ୍କରୀଙ୍କୁ ଧରିବେ କହିଛନ୍ତି…

କୋଇଲା ପରେ ମାଙ୍ଗାନିଜ୍ ଖଣିରେ ଏନଫୋର୍ସମେଣ୍ଟ ଟିମର ଚଢ଼ାଉ

ସୁନ୍ଦରଗଡ଼: ପ୍ରଥମେ କୋଇଲା ଖଣି ପରେ ଏବେ ସୁନ୍ଦରଗଡରେ ମାଙ୍ଗାନିଜ ଲୁହାପଥର ଖଣିରେ ସ୍ପେଶାଲ ଏନଫୋର୍ସମେଣ୍ଟ ଟିମ୍ ର ଚଢାଉ । ସୁନ୍ଦରଗଡ଼ର ତେଲେନଡିହି ପରେ କୋଇଡ଼ା ଖଣି ଅଞ୍ଚଳରେ ପହଞ୍ଚିଛି ସ୍ପେଶାଲ ଏନଫୋର୍ସମେଣ୍ଟ ଟିମ୍ । ଏହି ଚଢାଉରେ ଏନଫୋର୍ସମେଣ୍ଟ…

ନବୀନ ୭ ଦିନ ମଧ୍ୟରେ କ୍ଷମା ମାଗନ୍ତୁ : ଭକ୍ତ ଦାସ

ଭୁବନେଶ୍ୱର: ଭିକେ ପାଣ୍ଡିଆନଙ୍କୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ସହ ତୁଳନା କରିବାର ପ୍ରସଙ୍ଗ ନେଇ କଂଗ୍ରେସ ବିଜେଡିକୁ କଡ଼ା ଜବାବ ଦେଇଛି। ବିଜେଡିକୁ କଡ଼ା ଚେତାବନୀ ଦେଇ ପିସିସି ସଭାପତି ଭକ୍ତ ଦାସ କରିଛନ୍ତି ନବୀନ ପଟ୍ଟନାୟକ ଏନେଇ…

ଦୁଇ ମାସ ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ବର: ଦୁଇ ମାସ ଯାଏଁ ସମୁଦ୍ରକୁ ଯାଇପାରିବେ ନାହିଁ ମତ୍ସ୍ୟଜୀବୀ । ରାଜ୍ୟର ପୂର୍ବ ଉପକୂଳ ଗୁଡିକରେ ଆସନ୍ତା ୧୫ ତାରିଖରୁ ସାମୁଦ୍ରିକ କଟକଣା ଲାଗୁ ହେବ । ଏନେଇ ଓଡ଼ିଶା ସରକାରଙ୍କ ମତ୍ସ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ୧୧ ତାରିଖରେ ନୋଟିସ…

ପରିବର୍ତ୍ତନକୁ ଗ୍ରହଣ କରିବାକୁ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୋମବାର ଦିନ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସଏଚଜି) ସଦସ୍ୟମାନଙ୍କୁ ସମ୍ବୋଧିତ କରି ତାଙ୍କର ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ସେ କହିଛନ୍ତି, ଗୋଟିଏ ସଂଗଠନ ପ୍ରାୟତଃ ଜଣେ ବ୍ୟକ୍ତିଙ୍କ ନେତୃତ୍ୱରେ…

ଶ୍ରୀକ୍ଷେତ୍ରରେ ପଣାସଂକ୍ରାନ୍ତି, ଆରମ୍ଭ ହେଲା କୁସ୍ତି ଅଭ୍ୟାସ

ପୁରୀ: ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି ତଥା ମହାବୀର ଜୟନ୍ତୀ । ଓଡିଆଙ୍କ ପାଇଁ ନୂତନ ବର୍ଷର ଆରମ୍ଭ । ଆଜିଠାରୁ ଓଡ଼ିଆ ନୂଆ ବର୍ଷ ଆରମ୍ଭ ହଉଥିବା ବେଳେ ନୂଆ ଓଡ଼ିଆ କ୍ୟାଲେଣ୍ଡର ସହିତ ଶ୍ରୀମନ୍ଦିରରେ…

ତାରିଣୀପୀଠର ଉନ୍ନତୀକରଣ ପାଇଁ ୨୧୫ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦୁଝର ଜିଲାରେ ଅବସ୍ଥିତ ତାରିଣୀ ମନ୍ଦିର ପାଇଁ ୨୧୫ କୋଟି ଟଙ୍କାର ଡିପିଆର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ମା’ ତାରିଣୀଙ୍କୁ ଓଡ଼ିଆ ନୂଆ ବର୍ଷର ଦର୍ଶନ ବେଳେ ମୁଖ୍ୟମନ୍ତ୍ରୀ ଏହା ପ୍ରକାଶ କରିଛନ୍ତି ।…

ଖଣି ଚୋରି ମାମଲା; ‘ତଦନ୍ତରେ ପ୍ରମାଣ ଆସିଲେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ବର: ସୁନ୍ଦରଗଡ ଜିଲ୍ଲା ହେମଗିରିର ତେଲେନଡିହି, ରତନସରା, ଭୋଗ୍ରାକଚ୍ଛାର ଆଦି ଅଞ୍ଚଳରେ କୋଇଲା ଖଣି ଲୁଟ ଘଟଣାରେ ପ୍ରତିକ୍ରିୟା ରଖି କେନ୍ଦ୍ରମନ୍ତ୍ରୀ ଜୁଏଲଓରାମ କହିଛନ୍ତି । ସେ କହିଛନ୍ତି ଯେ, ଘଟଣାକୁ ନେଇ ତଦନ୍ତ ଚାଲିଛି ଏଥିରେ ପ୍ରମାଣ ସ୍ପଷ୍ଟ ହେଲେ…