State

ଲାଗୁ ହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ: ୟୁନିଭରସିଟିକୁ ମିଳିବ ଅଧିକ ସ୍ୱାୟତ୍ତତା

ଭୁବନେଶ୍ବର: ରାଜ୍ୟରେ ଲାଗୁ ହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଧେୟକ,୨୦୨୪ । ଆଜି ରାଜ୍ୟପାଳଙ୍କ ସ୍ୱୀକୃତି ମିଳିବା ପରେ ଲାଗୁ ହୋଇଛି । ଚଳିତ ବଜେଟ୍ ଅଧିବେଶନରେ ବିଧାନସଭାରେ ପାରିତ ହୋଇଥିବା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଧେୟକ,୨୦୨୪କୁ ଆଜି ରାଜ୍ୟପାଳ ହରିବାବୁ…

ଓଡ଼ିଆ ନବବର୍ଷ କ୍ୟାଲେଣ୍ଡର ଉନ୍ମୋଚିତ, ଶ୍ରୀମନ୍ଦିର ପ୍ରଶାସନର ସୂଚନା କେନ୍ଦ୍ରରେ କ୍ରୟ ପାଇଁ ଉପଲବ୍ଧ

ପୁରୀ : ଓଡିଆ ନବବର୍ଷ ଅବସରରେ ପ୍ରକାଶ ପାଇଛି ଶ୍ରୀମନ୍ଦିର ପର୍ବପର୍ବାଣି ଓ ଯାନିଯାତ୍ରା କ୍ୟାଲେଣ୍ଡର । ପୂର୍ବରୁ ଏହି କ୍ୟାଲେଣ୍ଡର ମୁଦ୍ରଣ ପରେ ଦେବାର୍ପଣ ହୋଇଥିବା ବେଳେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଶ୍ରୀମନ୍ଦିର ସିଂହଦ୍ବାର…

ରାଉରକେଲାରେ ଚାଞ୍ଚଲ୍ୟ; ଗଳାକଟା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା: ଦିନକୁ ଦିନ ଅଶାନ୍ତ ହେବାରେ ଲାଗିଛି ରାଉରକେଲା । ଦିନକ ପରେ ସହରରେ ଆଉ ଏକ ହତ୍ୟାକାଣ୍ଡ ଘଟିଛି । ଗଳାକଟା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ରଘୁନାଥପାଲି ଥାନା ଏସଟିଆଇ ଛକ ନିକଟରୁ ମୃତଦେହ ଉଦ୍ଧାର…

ପୋଷ୍ଟ ମାଷ୍ଟରଙ୍କ ଘରୁ ଲୁଟ ଅଭିଯୋଗ, ଦମ୍ପତିଙ୍କୁ ବାନ୍ଧି ଲୁଟିନେଲେ ୫ ଲକ୍ଷ ଟଙ୍କା

ସୋର: ଦମ୍ପତିଙ୍କୁ ବାନ୍ଧି ୫ ଲକ୍ଷ ଟଙ୍କା ଲୁଟିନେଲେ । ପୋଷ୍ଟ ମାଷ୍ଟର ଘରୁ ଲୁଟ ଅଭିଯୋଗ ହୋଇଛି । ବାଲେଶ୍ୱର ଜିଲ୍ଲା ଅନନ୍ତପୁର ଫାଣ୍ଡି ତେଣ୍ଟେଇ ଗାଁର ପୋଷ୍ଟ ମାଷ୍ଟର ବାଟକୃଷ୍ଟ ମଳିକଙ୍କ ଘରୁ ଡକାୟତି । ଆଖିରେ ପଟି…

ସମ୍ବଲପୁରରେ ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ଗୁରୁତର

ସମ୍ବଲପୁର: ସମ୍ବଲପୁରରେ ଏନକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସର ଏନ୍‌କାଉଣ୍ଟର । ରଙ୍ଗିଆଟିକ୍ରାରେ ଅପରାଧୀ ସୀତାରାମ ଷଡ଼ଙ୍ଗୀକୁ ଏନକାଉଣ୍ଟର କରିଛି ପୋଲିସ । ସୀତାରାମର ବାମ ଗୋଡ଼ରେ ବାଜିଛି ଗୁଳି । ତାକୁ ଗୁରୁତର ଅବସ୍ଥାରେ ବୁର୍ଲାକୁ ସ୍ଥାନାନ୍ତର କରାଯାଇଛି ।…

ଗେମିଂ ଆପ: ୨୫ ଲକ୍ଷ ଫ୍ରିଜ, ଜଣେ ଗିରଫ

ବଲାଙ୍ଗିର: ଗେମିଂ ଆପ୍ଲିକେସନରେ ଲୋକଙ୍କୁ ଖେଳାଇ ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ ହୋଇଛି। ସାଇବର ସେଲ୍‌‌ ପକ୍ଷରୁ ସଇଁତଳା ଅଞ୍ଚଳର ଜଣେ ଯୁବକକୁ ଗିରଫ କରାଯାଇଛି। ଅଭିଯୁକ୍ତ ଯୁବକ ଜଣକ ୱେବ ଡୋମେନ ଗେମିଂ ଆପ୍ଲିକେସନ୍‌‌ ଖୋଲି ଖେଳାଉଥିବା ଅଭିଯୋଗ ହୋଇଛି।…

ଏପ୍ରିଲ ୧୩ରେ ଭୁବନେଶ୍ୱର ପାଳିବ ୭୭ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ବର : ଆସନ୍ତାକାଲି (ଏପ୍ରିଲ ୧୩)ରେ ରାଜଧାନୀ ଭୁବନେଶ୍ୱରର ଜନ୍ମଦିନ। ଭୁବନେଶ୍ୱର ପାଳିବ ୭୭ତମ ପ୍ରତିଷ୍ଠା ଦିବସ। ସମସ୍ତ ସରକାରୀ ବିଭାଗ ସମେତ ବିଏମସି ଓ ୬୭ଟି ୱାର୍ଡରେ କାର୍ଯ୍ୟକ୍ରମ ଆୟୋଜିତ ହେବ। ଏଥିପାଇଁ ବିଏମସି ପକ୍ଷରୁ ପ୍ରତି ୱାର୍ଡକୁ ୨୫…

କୋଟିଆ ଝାଡୁ ଗଲା ଛତିଶଗଡ଼

କୋରାପୁଟ: ଓରମାସ ଓ ପଟାଙ୍ଗୀ ବ୍ଲକ ପ୍ରଶାସନ ପକ୍ଷରୁ ଆଜି ସଂଧ୍ୟାରେ କୋଟିଆରୁ ପଟାଙ୍ଗୀ ଏଗ୍ରୋ ପ୍ରଡକ୍ଟ ପ୍ରଡ୍ୟୁସର ସହଯୋଗରେ ଛତିଶଗଡ ଯାଇଛି କୋଟିଆ ଝାଡୁ। କୋରାପୁଟ ଜିଲ୍ଲାର ପାହାଡ଼ରେ ମିଳୁଥିବା ସ୍ୱତନ୍ତ୍ର ଘାସରୁ ଫୁଲଝାଡୁ ପ୍ରସ୍ତୁତ କରାଯାଇ ବ୍ୟବହାର କରାଯାଏ।…

‘ଗ୍ଲୋବାଲ ମଡେଲ ଇଣ୍ଡିଆ’ରେ ଚମକିଲେ କୋରାପୁଟିଆ ଝିଅ ହୀନାରାଣୀ

କୋରାପୁଟ: ଗ୍ଲୋରିଅସ୍ ଓଡିଶା ପାଳନ ଅବସରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ଫେସନ୍ ଇନକ୍ଲୁଜିଭିଟୀ ସୋ ୩ୟ ସଂସ୍କରଣ ପ୍ରତିଯୋଗିତା ପୁରୀ ଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ କୋରାପୁଟର ହୀନାରାଣୀ ପଟ୍ଟନାୟକ ଓଡ଼ିଶାରୁ ପ୍ରତିନିଧିତ୍ବ କରି ଭାଗ ନେଇ କରି ଶ୍ରେଷ୍ଠ ପୁରସ୍କାର…

ଅମୃତ ଭାରତ ଯୋଜନା ଅଧୀନରେ ସରକାର ସାରା ଦେଶରେ ୧୦୪ଟି ରେଳ ଷ୍ଟେସନର ପୁନଃବିକାଶ କଲେଣି

ନୂଆଦିଲ୍ଲୀ: ଅମୃତ ଭାରତ ଯୋଜନା ଅଧୀନରେ ସରକାର ଏପର୍ଯ୍ୟନ୍ତ ସାରା ଦେଶରେ ୧୦୪ଟି ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟ ସମାପ୍ତ କରିସାରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି। ସେ କହିଥିଲେ ଯେ ଏହି ଯୋଜନା ଅଧୀନରେ, ସାରା ଦେଶରେ…