State

ଅସ୍ତ୍ର ପରିତ୍ୟାଗ କଲେ ୫ ନକ୍ସଲ, ପାଇଲେ ସରକାରୀ ସହାୟତା

ମାଲକାନଗିରି: ସୀମାନ୍ତ ଛତିଶଗଡର ନାରାୟଣପୁର ଜିଲ୍ଲା ପୁଲିସ ନିକଟରେ ୫ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଜିଲ୍ଲା ପୁଲିସ କାର୍ଯ୍ୟାଳଯରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏସପି ପ୍ରଭାତ କୁମାରଙ୍କ ସମ୍ମୁଖରେ ବନ୍ଧୁକ ଓ ବୋମା ସହ ଏହି ୫ ମାଓବାଦୀ…

ଭୁବନେଶ୍ୱର ଏମ୍ସରେ କେନ୍ଦ୍ରୀୟ ଗବେଷଣା ପରୀକ୍ଷାଗାର ଉଦ୍‌ଘାଟିତ

ଭୁବନେଶ୍ୱର: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ସାର ଓ ରସାୟନ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଆଜି ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ପ୍ରତିଷ୍ଠାନ(ଏମ୍ସ) ପରିଦର୍ଶନ କରି ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିଛନ୍ତି। ତାଙ୍କର ଏହି ଗସ୍ତ ପୂର୍ବ…

ଶିଶୁଭବନର ୭ ମହଲା କୋଠା ଲୋକାର୍ପିତ

କଟକ: ଶିଶୁଭବନରେ ସାତ ମହଲା କୋଠା ଦୀର୍ଘ ୯ ବର୍ଷ ପରେ ଉଦ୍‌ଘାଟିତ ହୋଇଛି। ୨୦୧୬ ଫେବ୍ରୁଆରି ୩ ତାରିଖରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିବା ବେଳେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ…

ମଝି ସମୁଦ୍ରରୁ କୋଟିଏ ଟଙ୍କାର ଗୁଆ ଜବତ

ଜଗତସିଂହପୁର: ମଝି ସମୁଦ୍ରରେ ବାଂଲାଦେଶ-ଭାରତ ସୀମାରେଖାରେ ସନ୍ଦିଗ୍ଧ ଅବସ୍ଥାରେ ବୁଲୁଥିବା ଏକ ମାଛଧରା ବୋଟ୍‌କୁ ଜବତ କରିଛି ଭାରତୀୟ ତଟରକ୍ଷୀ ବାହିନୀ (କୋଷ୍ଟଗାର୍ଡ)। ମାଛଧରା ବୋଟ୍‌ରେ ଥିବା ୧୪ ଜଣଙ୍କୁ ଅଟକ ରଖାଯିବା ସହ ଚୋରା ଚାଲାଣ ହେଉଥିବା ପ୍ରାୟ କୋଟିଏ…

ପାଠ ପଢିଲେ ସାଂସଦ ଓ ବିଧାୟକ: ଶିଖିଲେ ‘୩-ସ’ ସରକାର, ସଂଗଠନ ଓ ସୁସମ୍ପର୍କ

ଭୁବନେଶ୍ବର : ଶନିବାର ପୁରୀରେ ଆରମ୍ଭ ହୋଇଛି ବିଜେପିର ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଏହି ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରିଛନ୍ତି। ଦଳୀୟ ସାଂସଦ, ବିଧାୟକ ଓ କର୍ମୀ ଏହି ପ୍ରଶିକ୍ଷଣ ଶିବିରରେ ଯୋଗଦେଇ…

ଅଲିଭ ରିଡଲେ କଇଁଛ ଛୁଆଙ୍କ ସମୁଦ୍ର ମଧ୍ୟକୁ ଯିବା ପ୍ରକ୍ରିୟା ଆରମ୍ଭ

ବ୍ରହ୍ମପୁର : ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଣ ସମୂଦ୍ର ଉପକୂଳରେ ଲକ୍ଷ ଲକ୍ଷ ସଂଖ୍ୟାରେ ଅଲିଭ ରିଡଲେ କଇଁଛ ଛୁଆ ସମୁଦ୍ର ମଧ୍ୟକୁ ଯିବା ଆରମ୍ଭ କରିଛନ୍ତି। କିଛିଦିନ ପୂର୍ବେ ଏହି କଇଁଛଙ୍କ ଅଣ୍ଡା ଫୁଟିବା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ…

ଜୟନାରାୟଣଙ୍କ ପୁଣି ବିସ୍ଫୋରକ ବୟାନ: ଗୋଟିଏ ହୁଇସିଲରେ ଭାଙ୍ଗିଯିବ ବିଜେଡି

ଭୁବନେଶ୍ୱର,୧୨।୪: ରାଜ୍ୟରେ ୱକ୍‌ଫ ଝଡ଼ ଥମିବାର ନାଁ ନେଉନାହିଁ। ବିଜେଡିର ଗୋଟିଏ ପରେ ଗୋଟିଏ ନେତା ମୁହଁ ଖୋଲିବା ଆରମ୍ଭ କରି ଦେଇଛନ୍ତି। ଏଭଳି ସ୍ଥିତିରେ ବିଜେଡି ଚର୍ଚ୍ଚାରେ ଏଣ୍ଟ୍ରି ମାରିଛନ୍ତି ଭାଜପାର ବରିଷ୍ଠ ନେତା ଜୟ ନାରାୟଣ ମିଶ୍ର। ଗୋଟିଏ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ୧୪ ଲକ୍ଷ ଠକେଇ ଘଟଣା ଗୁଜରାଟରୁ ଦୁଇ ସାଇବର ଠକ ଗିରଫ

ବ୍ରହ୍ମପୁର,୧୨ା୪ : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କୁ ଗତ ଫେବୃଆରୀ ମାସରେ ଡିଜିଟାଲ ଆରେଷ୍ଟ ଭୟ ଦେଖାଇ ସାଇବର ଗ୍ୟାଙ୍ଗ ୧୪ ଲକ୍ଷ ଟଙ୍କା ନେଇଯାଇଥିଲେ। ଏନେଇ କୁଳପତିଙ୍କ ଅଭିଯୋଗକ୍ରମେ ବ୍ରହ୍ମପୁର ଏସ୍‌ପିଙ୍କ ତତ୍ତ୍ୱାବଧାନରେ ଏକ ଟିମ୍‌ ଗଠନ…

କୋଟିଏ ଟଙ୍କାର ଗୁଆ ଜବତ; ୧୪ ଜଣ ଅଟକ, ମାଛଧରା ବୋଟ ଜବତ

ପାରାଦୀପ: ଭାରତୀୟ ତଟରକ୍ଷୀ ବାହିନୀ (ଆଇସିଜି) ପକ୍ଷରୁ ପାରାଦୀପ ସମୁଦ୍ରରୁ ବିପୁଳ ପରିମାଣର ଗୁଆ ଜବତ କରାଯାଇଛି। ବାଂଲାଦେଶ ସହ ଜଡିତ ଭାରତର ଅନ୍ତର୍ଜାତୀୟ ସାମୁଦ୍ରିକ ସୀମା ରେଖା ନିକଟରେ ସନ୍ଦେହଜନକ ଭାବରେ ଗତି କରୁଥିବା ଏକ ମାଛଧରା ଡଙ୍ଗା ଅଟକାଇଥିଲେ…

କଫ ସିରଫ୍ ଓ ୩୦ କେଜି ଗଞ୍ଜେଇ ସହ ୩ ଗିରଫ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଜୋଙ୍କା ଥାନା ପୋଲିସକୁ ସଫଳତା । ୩୦ କେଜି ଗଞ୍ଜେଇ, କଫ ସିରଫ ବିଭିନ୍ନ ପ୍ରକାର ନିଶା ବଟିକା ଜବତ କରିଛି । ଏହି ଘଟଣାରେ ଦୁଇ ଜଣ ମହିଳାଙ୍କ ସହ ତିନି ଜଣଙ୍କୁ ଗିରଫ କରି…