State

ବିକଶିତ ଓଡିଶା ଓ ବିକଶିତ ଭାରତ ଗଠନରେ ବୈଷୟିକ ଶିକ୍ଷାନୁଷ୍ଠାନର ଭୂମିକା ଗୁରୁତ୍ୱପୂର୍ଣ୍ଣ-ରାଜ୍ୟପାଳ

ଭୁବନେଶ୍ୱର: ବିକଶିତ ଓଡ଼ିଶା ଓ ବିକଶିତ ଭାରତର ଗଠନରେ ବୈଷୟିକ ଶିକ୍ଷାନୁଷ୍ଠାନମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି କହିଛନ୍ତି। ଆଜି ଭୁବନେଶ୍ୱରସ୍ଥିତ ରେଳବାଇ ଅଡିଟୋରିୟମଠାରେ ଅନୁଷ୍ଠିତ ଓଡିଶା ବୈଷୟିକ ଓ ଗବେଷଣା ବିଶ୍ୱ ବିଦ୍ୟାଳୟ…

ଓଡିଶାରେ ପ୍ରତିଷ୍ଠା ହେବ ଆଉ ୪ ମେଡିକାଲ କଲେଜ

କଟକ: ଓଡ଼ିଶାର ଆଉ ଚାରୋଟି ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ସୂଚନା ଦେଇଛନ୍ତି। ରାଜ୍ୟରେ ୧୨ଟି ମେଡିକାଲ କଲେଜ ଅଛି। ଖୁବ୍ ଶୀଘ୍ର ଆଉ ଦୁଇଟି କଲେଜ ଲୋକଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ।…

ଏପ୍ରିଲ ୧୨ରେ ଭୁବନେଶ୍ବର ଏମ୍‌ସ କେନ୍ଦ୍ରୀୟ ଗବେଷଣା ପ୍ରୟୋଗଶାଳାର ଉଦ୍‌ଘାଟନ

ଭୁବନେଶ୍ୱର: କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ଏବଂ ରସାୟନ ଏବଂ ସାର ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଶନିବାର ଏମ୍ସ ଭୁବନେଶ୍ୱର ଗସ୍ତରେ ଆସୁଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କ ଗସ୍ତ ଏହି ଜାତୀୟ ପ୍ରତିଷ୍ଠାନର ଅଭିବୃଦ୍ଧି ଏବଂ ଉତ୍କର୍ଷତାର ଯାତ୍ରାରେ ଆଉ ଏକ…

ପ୍ରଫୁଲ୍ଲଙ୍କ ପରେ ନୃସିଂହ ରଖିଲେ କଡ଼ା ବୟାନ

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି)ର ବରିଷ୍ଠ ନେତା ପ୍ରଫୁଲ୍ଲ ମଲ୍ଲିକ ଦଳୀୟ କାର୍ଯ୍ୟକଳାପରେ ଭି.କେ. ପାଣ୍ଡିଆନଙ୍କ ପ୍ରଭାବକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି । ଆଉ ଏହାର କିଛି ଘଣ୍ଟା ପରେ, ଶୁକ୍ରବାର ଦିନ ଆଉ ଜଣେ ବରିଷ୍ଠ ନେତା…

ଦୁଇ ଯାତ୍ରା ମାଲିକଙ୍କୁ ଅଗ୍ରୀମ ଟଙ୍କା ଫେରାଇଲେ ପୀୟୂଷ

ଭୁବନେଶ୍ୱର : ପଡିବ ଯାତ୍ରା ଯୁଦ୍ଧରେ ଯବନିକା ? ଯାତ୍ରା ମାଲିକଙ୍କୁ ଟଙ୍କା ଫେରାଇଛନ୍ତି ଅଭିନେତା ପୀୟୂଷ ତ୍ରିପାଠୀ । ଦୁଇ ଯାତ୍ରା ମାଲିକଙ୍କୁ ଫେରାଇଲେ ଅଗ୍ରୀମ ଟଙ୍କା । ଭୁବନେଶ୍ବର ଏକ ହୋଟେଲକୁ ଯାଇ ଟଙ୍କା ଫେରାଇଛନ୍ତି । ସୂର୍ଯ୍ୟ…

ନବୀନଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ବରିଷ୍ଠ ନେତା ପ୍ରଫୁଲ୍ଲ ମଲ୍ଲିକ

ଭୁବନେଶ୍ୱର: ପାଣ୍ଡିଆନଙ୍କୁ ନେଇ ନବୀନ ଯାହା କହିଲେ ବି ତାହାକୁ ସହଜରେ ମାନିପାରୁନାହାନ୍ତି ବିଜେଡିର ବରିଷ୍ଠ ନେତା | ଆଜି ବରିଷ୍ଠ ବିଜେଡି ନେତା ପ୍ରଫୁଲ୍ଲ ମଲ୍ଲିକ ବିସ୍ଫୋରଣ କରିଛନ୍ତି | ବିଜେଡି ନେତାଙ୍କ ହୋଟେଲ୍ ମେଳି ନେଇ ନବୀନଙ୍କ ତାଗିଦ୍…

ପୂର୍ବ ସରକାରଙ୍କ ଅବହେଳାକୁ ସମାଲୋଚନା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

କଟକ: ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଆରୋଗ୍ୟ ଯୋଜନା ଏବଂ ବୟୋ ବନ୍ଦନା ଯୋଜନାର ଶୁଭାରମ୍ଭ ଅବସରରେ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହାକୁ ଐତିହାସିକ ଯୋଜନା ଭାବେ ବର୍ଣ୍ଣନା କରି କହିଛନ୍ତି ଯେ ପୂର୍ବ ସରକାର ଅମଳରେ ସ୍ୱାସ୍ଥ୍ୟ ଯୋଜନାରେ ପରିବାର…

ବେଆଇନ ଖଣିରେ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଟିମ

ସୁନ୍ଦରଗଡ: ବେଆଇନ ଖଣିର ତଦନ୍ତ ପାଇଁ ଆଜି ସୁନ୍ଦରଗଡର ତେଲେନଡିହିରେ ପହଞ୍ଚିଛି ସ୍ଵତନ୍ତ୍ର ଏନଫୋର୍ସମେଣ୍ଟ ଟିମ୍ । ହେମଗିରିର ତେଲେନଡିହି, ରତନସରା, ଭୋଗ୍ରାକଚ୍ଛାର ଆଦି ଅଞ୍ଚଳରେ କୋଇଲା ଖଣି ଲୁଟ ଘଟଣାରେ ଆଜି ଭୁବନେଶ୍ବରରୁ ଖଣି ଏବଂ ଭୂତତ୍ତ୍ବ ବିଭାଗର ଏକ…

ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା କାର୍ଡର ଶୁଭାରମ୍ଭ କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା

କଟକ: ଓଡ଼ିଶାରେ ଆରମ୍ଭ ହେଲା ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା ଯୋଜନା । ଐତିହାସିକ ବାଲିଯାତ୍ରା ପଡ଼ିଆ ବନିଲା ମୁକସାକ୍ଷୀ । ଯୋଜନାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଏହା ସହିତ ହିତାଧିକାରୀମାନଙ୍କୁ ସ୍ବାସ୍ଥ୍ୟ ବୀମା…

ବସ୍ ଏବଂ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ୩୦ ଆହତ

ଭୁବନେଶ୍ୱର: ଆଠଗଡ଼ର ଛତାବର ସ୍କୋୟାର ନିକଟରେ ଏକ ବସ୍ ଏବଂ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୩୦ ଜଣ ଆହତ ହୋଇଛନ୍ତି। ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ଉତ୍ସବରେ ଯୋଗଦେବା ପାଇଁ କଟକ ଯାଉଥିବା ବେଳେ ଏହି ଦୁର୍ଘଟଣା…