ଗୁଣ୍ଡାଙ୍କ ଭଳି ବ୍ୟବହାର କଲେ କଂଗ୍ରେସ କର୍ମୀ, ଯାହା ଅତି ଅନାବଶ୍ୟକ ଥିଲା: ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଭୁବନେଶ୍ବର: କଂଗ୍ରେସ କର୍ମୀଙ୍କ ବିରୁଦ୍ଧରେ ମାମଲା ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉତ୍ତର ରଖିଛନ୍ତି। ସେ କହିଛନ୍ତି, ଆକ୍ରମଣାତ୍ମକ ରୂପ ନେଇ ଗୁଣ୍ଡାଙ୍କ ଭଳି ବ୍ୟବହାର କଲେ କଂଗ୍ରେସ କର୍ମୀ ଏବଂ ଆଣିଥିବା ଲୋକ, ଏହା ଅତି ଅନାବଶ୍ୟକ ଥିଲା।…