State

ଉତ୍ତରା ବସ୍ ଦୁର୍ଘଟଣା, ଆହତ ୧୨ ତୀର୍ଥଯାତ୍ରୀ ସ୍ଵତନ୍ତ ବସ୍ ଯୋଗେ ଗଲେ ପୁରୀ

ଭୁବନେଶ୍ଵର: ଭୁବନେଶ୍ବର ଉତ୍ତରା ଛକରେ ବସ୍ ଓଲଟିବା ଘଟଣା । ଚିକିତ୍ସା ପରେ ଡିସଚାର୍ଜ ହୋଇଥିବା ୧୨ ଜଣ ତୀର୍ଥଯାତ୍ରୀଙ୍କୁ ଭୁବନେଶ୍ୱର RTO-1ଙ୍କ ପକ୍ଷରୁ ସ୍ଵତନ୍ତ୍ର ବସ୍ ଯୋଗେ ପୁରୀ ପଠାଇବାର ବ୍ୟବସ୍ଥା କରାଯାଇଛି। ସେହିଭଳି, MVIଙ୍କ ଦ୍ଵାରା ଦୁର୍ଘଟଣାର କାରଣ…

ଖଣି ଲୁଟ୍ କରିଥିବା ଲୋକଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ: କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ

ସୁନ୍ଦରଗଡ଼/ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ଏମସିଏଲ ଖଣି କ୍ଷେତ୍ର ଗୋପାଳପୁର- ଅଞ୍ଚଳରେ ଚାଲିଥିବା ସବୁଠୁ ବଡ଼ ଖଣି ଲୁଟ୍‌ ଘଟଣା ଥାନାରେ ପହଞ୍ଚିଛି ମାମଲା । ହେମଗିରି ଥାନାରେ ଲିଖିତ ଅଭିଯୋଗ କରିଛି ମାଇନିଂ ବିଭାଗ। ଜୁନିୟର ମାଇନିଂ ଅଫିସର ମଙ୍ଗଲ ହେମ୍ବ୍ରମ…

ବ୍ରିଟେନରେ ସମ୍ମାନିତ ହେଲେ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ବର: ବ୍ରିଟେନରେ ସମ୍ମାନ୍ନିତ ହେଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁଣି ବିଦେଶରେ ନିଜର ଚମକ ଦେଖାଇଲେ । ତେବେ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ତଥା ଅନ୍ତର୍ଜାତୀୟସ୍ତରରେ ଖ୍ୟାତିନାମା ଅର୍ଜନ କରିଥିବା ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବ୍ରିଟେନରେ ପ୍ରଥମ…

ଶ୍ରୀମନ୍ଦିର ସେବାୟତଙ୍କ ଦାଦାଗିରି: ସାମ୍ବାଦିକାଙ୍କୁ ପ୍ରାଣାନ୍ତକ ଆକ୍ରମଣ ଅଭିଯୋଗ

ପୁରୀ: ଶ୍ରୀମନ୍ଦିର ସେବାୟତଙ୍କ ଦାଦାଗିରି ବଢ଼ିଥିବା ଚର୍ଚ୍ଚା ହେଉଛି। ସେବାୟତମାନଙ୍କର ଶ୍ରୀମନ୍ଦିରରେ ଦୌରାତ୍ମ ବଢ଼ିଯାଇଥିବା ଭକ୍ତମାନେ ଅନେକ ସମୟରେ ଅଭିଯୋଗ ଆଣିଛନ୍ତି। ସେବାୟତମାନେ ଗଣମାଧ୍ୟମର ପ୍ରତିନିଧିଙ୍କୁ ମଧ୍ୟ ଛାଡୁ ନାହାନ୍ତି। ଆଜି ଅପରାହ୍‌ଣରେ ଗଣମାଧ୍ୟମର ପ୍ରତିନିଧିଙ୍କୁ ସେବାୟତମାନେ ପ୍ରାଣାନ୍ତକ ଆକ୍ରମଣ କରିଛନ୍ତି।…

ଅପ୍ରେଲ୍‌ ୭ରେ କଳିଙ୍ଗ ଷ୍ଟାଡିୟମରେ ବିଶାଳ ଯୋଗ ମହୋତ୍ସବର ଆୟୋଜନ

ଭୁବନେଶ୍ୱର: ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆସନ୍ତାକାଲି (ସୋମବାର) ଏକ ବିଶାଳ ‘ଯୋଗ ମହୋତ୍ସବ’ ଆୟୋଜନ କରାଯିବ। ଏହି ସମାରୋହ ସହିତ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସର ୭୫ ଦିନିଆ ଅବଗଣନା ଆରମ୍ଭ ହେବାକୁ ଯାଉଛି। କେନ୍ଦ୍ର…

ବିଜେଡିରେ କିଏ ଏହି ବାହ୍ୟ ଶକ୍ତି?

ଭୁବନେଶ୍ବର: କିଏ ଏହି ବାହ୍ୟ ଶକ୍ତି? କାହା କଥାରେ ଚାଲୁଛି ବିଜେଡି? ଓ୍ବାକଫ୍ ବିଲକୁ ବିଜେଡିର ବିରୋଧ ନେଇ, ସଭାପତି ନବୀନ ଘୋଷଣା କଲା ପରେ, କାହିଁକି ବିଲକୁ ସମର୍ଥନ ଜଣାଇଲେ ସସ୍ମିତ୍ ? ଏନେଇ ଚାଲିଛି ବିଜେଡି ଭିତରେ ତର୍ଜମା…

ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ଘଡ଼ଘଡ଼ି ସହ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ପୁଣି ଲଘୁଚାପ ସମ୍ଭାବନା । ୪୮ ଘଣ୍ଟା ଭିତରେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା । ଦକ୍ଷିଣପୂର୍ବ ବଙ୍ଗୋପସାଗରର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ଯାଏ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା…

ବଢିଲା ରାସନ ସହ ଆଧାର ଲିଙ୍କର ସମୟସୀମା

ଭୁବନେଶ୍ୱର: ବଢିଲା ରାସନ କାର୍ଡ ସହ ଆଧାର ଲିଙ୍କର ସମୟସୀମା । ବର୍ତ୍ତମାନ ସରକାର ଉପଭୋକ୍ତାଙ୍କୁ ରାସନକାର୍ଡରେ ଆଧାର ଲିଙ୍କ୍ କରିବା ପାଇଁ ୩ ମାସର ସମୟ ଦେଇଛନ୍ତି । କେନ୍ଦ୍ରୀୟ ଖାଦ୍ୟ, ସୁରକ୍ଷା ବିଭାଗ ଏକ ଅଧିସୂଚନାରେ କହିଛନ୍ତି ଏବେ…

ପିଏମ୍‌ ଜନମନ ଯୋଜନା: ଓଡ଼ିଶାର ୨୬ଟି ସଡ଼କ ଓ ୨ଟି ସେତୁ ପ୍ରକଳ୍ପକୁ ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର : ଓଡ଼ିଶାର ୨୬ଟି ସଡ଼କ ଓ ୨ଟି ସେତୁ ପ୍ରକଳ୍ପକୁ ମଞ୍ଜୁର କଲେ କେନ୍ଦ୍ର ସରକାର । ପିଏମ ଜନମନ ଯୋଜନାରେ ସଡ଼କ ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଏହି ଯୋଜନାରେ ରାଜ୍ୟରେ ୬୩.୨୭୧ କିଲୋମିଟର ରାସ୍ତା ନିର୍ମାଣ କରାଯିବ…

‘ବିଜେଡି ଏବେ ଅସ୍ତଗାମୀ ସୂର୍ଯ୍ୟ, ଆଉ ନବୀନ ଗୃହବନ୍ଦୀ’

ଭୁବନେଶ୍ବର: ଓ୍ବାକଫ୍ ବିଲ ନେଇ ବିଜେଡିର ମତ, ବଢାଇଛି ରାଜନୀତି ତାତି । ବିଜେଡିକୁ ନେଇ ଏବେ ଚାରିଆଡେ ଆଲୋଚନା । ଚାଲିଛି କ’ଣ ଦଳରେ? କାହିଁକି ମୁହଁ ଖୋଲୁନାହାନ୍ତି ସୁପ୍ରିମୋ ନବୀନ ପଟ୍ଟନାୟକ? ମନଇଚ୍ଛା କାମ କରୁଛନ୍ତି ଦଳୀୟ କର୍ମଚାରୀ…