State

ଶ୍ରୀରାମ ନବମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପବିତ୍ର ଶ୍ରୀରାମ ନବମୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ପବିତ୍ର ଶ୍ରୀରାମ ନବମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ…

ପରିବାରର ପ୍ରତିଟି ସଦସ୍ୟଙ୍କୁ ମିଳିବ ଗୋଟିଏ ଲେଖାଏ ଆୟୁଷ୍ମାନ କାର୍ଡ: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର,୫।୪: ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ମିଳିବ। ୧ କୋଟି ୩ ଲକ୍ଷ ପରିବାରକୁ ଯୋଜନାରେ ସାମିଲ କରାଯିବ। ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ ମିଳିଥିଲା। କିନ୍ତୁ ନୂଆ ଯୋଜନାରେ ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଏ…

ପ୍ରତିଷ୍ଠା ଦିବସରୁ ଆମ୍ବେଦକର ଜୟନ୍ତୀ ଯାଏଁ ବିଜେପିର ଜନସଂପର୍କ କାର୍ଯ୍ୟକ୍ରମ

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି) ରବିବାର ଠାରୁ ପ୍ରତିଷ୍ଠା ଦିବସ ପାଳନ କରିବ। ଏହି କାର୍ଯ୍ୟକ୍ରମ ଦୁଇଦିନ ଧରି ଚାଲିବ। ରାମନବମୀ ଥିବାରୁ ଏଥର ପ୍ରତିଷ୍ଠା ଦିବସ ଦୁଇ ଦିନ ଯାଏଁ ଜାରି ରହିବ। ଏଥି ସହିତ ଆସନ୍ତାକାଲି (ରବିବାର)…

ବର୍ଷିଲେ ଯୋଗୀ: ୱାକଫ୍ ବୋର୍ଡ଼ ନାଁରେ ଆଉ ହରିଲୁଟ୍ ହେବନି ଲୋକଙ୍କ ଜମି

ଲକ୍ଷ୍ନୌ: ୱାକଫ୍ ବୋର୍ଡ଼ ନେଇ ବଡ ବୟାନ ଦେଇଛନ୍ତି ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ସଂସଦରେ ୱାକଫ୍ ବିଲ୍ ପାରିତ ହେବା ପରେ ୱାକଫ୍ ବୋର୍ଡ଼ ନାଁରେ ଜମିକୁ ମନଇଚ୍ଛା ହଡପ କରୁଥିବା ଏବଂ ସାଧାରଣ ଜମିକୁ ଅକ୍ତିଆର କରୁଥିବା…

୫ଦିବସୀୟ ଯାତ୍ରାରେ ବାହାରିଲେ ପ୍ରଭୁ ଲିଙ୍ଗରାଜ

ଭୁବନେଶ୍ବର: ପବିତ୍ର ଅଶୋକାଷ୍ଟମୀ ଅବସରରେ ପ୍ରସିଦ୍ଧ ଏକାମ୍ରକ୍ଷେତ୍ରାଧୀଶ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ୫ଦିବସୀୟ ରଥଯାତ୍ରା ଶନିବାର ଠାରୁ ଆରମ୍ଭ ହୋଇଯାଇଛି। ଆଜି ଭୋର ସକାଳୁ ଆରମ୍ଭ ହୋଇଥିବା ବିଭିନ୍ନ ନୀତିକାନ୍ତି ପରେ ଅପରାହ୍‌ଣରେ ମହାପ୍ରଭୁଙ୍କ ରଥ ଗଡ଼ିଛି। ଭକ୍ତମାନେ ମଧ୍ୟ ମହାପ୍ରଭୁଙ୍କ ରଥକୁ…

ବିଧାୟକ ଜୟନାରାୟଣ ମିଶ୍ରଙ୍କ ପିଛା ଛାଡୁନି ବିବାଦ

ସମ୍ବଲପୁର: ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ପିଛା ଛାଡୁନି ବିବାଦ କିମ୍ବା ସେ ବିବାଦକୁ ଡାକୁଛନ୍ତି ବୋଲି ସହରରେ ଚର୍ଚ୍ଚା ଲାଗି ରହିଛି। ବିବାଦ ସହିତ ଜୟନାରାୟଣଙ୍କ ପୁରୁଣା ସମ୍ପର୍କ ରହିଥିବାବେଳେ ପୁଣି ଏକ ବିବାଦରେ ତାଙ୍କର ସଂପୃକ୍ତିକୁ ନେଇ ଚାରିଆଡେ…

ଓଡ଼ିଆ ପକ୍ଷ: ଐତିହ୍ୟ ଗଣଦୌଡ଼ରେ ଦୌଡ଼ିଲେ ନେତା-ଅଭିନେତା

ଭୁବନେଶ୍ବର: ଓଡ଼ିଆ ପକ୍ଷ ପାଳନ ଅବସରରେ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଐତିହ୍ୟ ଗଣଦୌଡ଼ କାର୍ଯ୍ୟକ୍ରମର ଆୟୋଜିତ ହୋଇଛି। ଭୁବନେଶ୍ୱରର ଖଣ୍ଡଗିରି ଠାରୁ ଆରମ୍ଭ ହୋଇ କଳିଙ୍ଗ ଷ୍ଟୁଡ଼ିଓ ଛକ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିବା ଏହି ଗଣଦୌଡ଼ରେ ଉଚ୍ଚଶିକ୍ଷା,…

ସସ୍ମିତ ପାତ୍ରଙ୍କ ନିଷ୍ପତ୍ତି ବଦଳାଇବା ପଛରେ ନବୀନଙ୍କ ମୁଖ୍ୟ ପରାମର୍ଶଦାତା: ଦେବାଶିଷ

ଭୁବନେଶ୍ବର: ବହୁ ପ୍ରତୀକ୍ଷିତ ୱାକଫ୍‌ ସଂଶୋଧନ ବିଲ୍‌ ସଂସଦରେ ଗୃହୀତ ହୋଇଛି। ଲୋକସଭା ପରେ ଏହି ବିଲ୍‌ ରାଜ୍ୟସଭାରେ ଗୃହୀତ ହୋଇଥିଲା। ରାଜ୍ୟସଭାରେ ଏହି ବିଲ୍‌କୁ ୧୨୮ ଜଣ ସାଂସଦ ସମର୍ଥନ ଜଣାଇଥିଲେ। ମାତ୍ର ୯୫ ଜଣ ସାଂସଦ ବିରୋଧ କରିଥିଲେ।…

ଶ୍ରୀରାମ ଜନ୍ମ ନୀତି ; ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ : ରବିବାର ପବିତ୍ର ଶ୍ରୀରାମନବମୀ। ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ରାମନବମୀ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀରାମ ଜନ୍ମ ନୀତି ଅନୁଷ୍ଠିତ ହେବ। ସ୍ୱତନ୍ତ୍ର ନୀତି ପାଳନ ହେବା ପାଇଁ ୫ ଘଣ୍ଟା ସାଧାରଣ ଦର୍ଶନ…

ଆଉ ନବୀନଙ୍କ ଉପରେ ଭରସା କରିପାରୁନାହାନ୍ତି ନେତା, ବିଜେଡିର ଭବିଷ୍ୟତ ଅନ୍ଧାରମୟ

ଭୁବନେଶ୍ବର: ୱାକଫ୍‌ ସଂଶୋଧନ ବିଲ୍‌କୁ ସସ୍ମିତ ପାତ୍ରଙ୍କ ସମର୍ଥନ ପରେ ବିଜେଡିରେ ଦେଖା ଦେଇଥିବା ଦଳୀୟ କନ୍ଦଳ ଉପରେ ପ୍ରତିକ୍ରିୟା ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ ଭି.କେ.ପାଣ୍ଡିଆନଙ୍କୁ କଟାକ୍ଷ କରି କହିଛନ୍ତି, ଦଳକୁ ପଛରେ ରହି…