State

ୱାକଫ୍‌ ବିଲ୍‌ ଭୋଟିଂରେ ବିଜେଡିର ଦ୍ବିମତ: ଉଷ୍ମ ହେଲା ରାଜ୍ୟ ରାଜନୀତି

ଭୁବନେଶ୍ବର: କେନ୍ଦ୍ରସରକାରଙ୍କ ଦ୍ବାରା ସଂସଦର ଉଭୟ ଗୃହରେ ପାରିତ ହୋଇଯାଇଛି, ବିବାଦୀୟ ଓ୍ବାକଫ୍ (ସଂଶୋଧିତ) ବିଲ୍ । ଉଭୟ ଗୃହରେ ବିଜେପି ନେତୃତ୍ବାଧିନ ଏନଡିଏ ସରକାର ବହୁମତ ହାସଲ କରିଛି । କିନ୍ତୁ ଗତ ଦୁଇ ଦିନ ଧରି ଓ୍ବାକଫ୍ ବିଲକୁ…

ଠିକାଦାରଙ୍କ ବିଲ୍ ଟଙ୍କା ନଦେବା ପଡ଼ିଲା ମହଙ୍ଗା, ୩ଟି ଅଫିସର ଆସବାବପତ୍ର ଜବତ ନିର୍ଦ୍ଦେଶ

ସମ୍ବଲପୁର : ଠିକାଦାରଙ୍କ ବିଲ୍ ଟଙ୍କା ନଦେବା ପଡ଼ିଲା ମହଙ୍ଗା । ୩ଟି ଅଫିସର ଆସବାବ ପତ୍ର ଜବତ ନେଇ କୋର୍ଟଙ୍କ ନିର୍ଦ୍ଦେଶ । ବୁର୍ଲାସ୍ଥିତ ଉପର ମହାନଦୀ ବେସିନର ବେସିନ ମ୍ଯାନେଜର ତଥା ମୁଖ୍ଯଯନ୍ତ୍ରୀଙ୍କ କାର୍ଯ୍ଯାଳୟ, ହୀରାକୁଦ ଡ୍ଯାମ ସର୍କଲର…

ମେଘନାଦ ପାଚେରୀରେ ମଗରମୁଣ୍ଡ ଭାଙ୍ଗିବା ଘଟଣାରେ ନିଆଯିବ କାର୍ଯ୍ୟାନୁଷ୍ଠାନ

ପୁରୀ: ଶ୍ରୀମନ୍ଦିର ମେଘନାଦ ପାଚେରିରେ ଥିବା ଏକ ମଗରମୁଣ୍ଡକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଭାଙ୍ଗି ଦିଆଯାଇଛି । ଶ୍ରୀମନ୍ଦିର ଦକ୍ଷିଣପାର୍ଶ୍ବ ମେଘନାଦ ପାଚେରୀରେ ନାଳ କାର୍ଯ୍ୟ ଶ୍ରୀମନ୍ଦିର ୱାର୍କସ୍‌ ଡିପାର୍ଟମେଣ୍ଟ କରୁଥିବା ବେଳେ ମଗରମୁଣ୍ଡ ଭାଙ୍ଗିଯାଇଥିବା ଜଣାପଡ଼ିଛି । ଯାହାକୁ ନେଇ…

ରାଜଧାନୀରେ ଡବଲ୍ ଏନକାଉଣ୍ଟର, ପୋଲିସ ଗୁଳିରେ ୨ କୁଖ୍ୟାତ ଅପରାଧୀ ଆହତ

ଭୁବନେଶ୍ୱର : ଫ୍ଲାୱାର ସମଝେ କ୍ୟା । ପୋଲିସ କମିଶନରଙ୍କ ମୁହଁରେ ପୁଷ୍ପା ଫିଲ୍ମର ଡାଇଲଗ । ଦୁଇ ଦୁଇ ଲୁଟେରାଙ୍କୁ ଏନକାଉଣ୍ଟର ପରେ ପୋଲିସ କମିଶନରଙ୍କ ଚେତାବନୀ । ଏନାକାଉଣ୍ଟର ମାଧ୍ୟମରେ ଲୁଟେରାଙ୍କୁ କଡା ଜବାବ। ଏବେ ନସୁଧୁରିଲେ କଡ଼ା…

ବଢ଼ିଲା ସଚିବ ଓ ବରିଷ୍ଠ ଅଧିକାରୀଙ୍କ ଜିଲ୍ଲା ଗସ୍ତ ଅବଧି

ଭୁବନେଶ୍ୱର : ସଚିବ ଓ ବରିଷ୍ଠ ଅଧିକାରୀଙ୍କ ଜିଲ୍ଲା ଗସ୍ତ ଅବଧିକୁ ବଢ଼ାଇଛନ୍ତି ରାଜ୍ୟ ସରକାର । ଏପ୍ରିଲ ୩୦ ଯାଏଁ ଏହି ଅବଧିକୁ ବଢ଼ାଇଛନ୍ତି ସରକାର । ଏହି ସମୟ ମଧ୍ୟରେ ବରିଷ୍ଠ ଅଧିକାରୀମାନେ ନିର୍ଦ୍ଧାରିତ ଜିଲ୍ଲାକୁ ଅତି କମରେ…

ୱାକଫ୍‌ ବିଲ୍‌: ବିବେକ ଅନୁସାରେ ଭୋଟ୍‌ ଦେବାକୁ ନିଷ୍ପତ୍ତି ନେଲା ବିଜେଡି

ନୂଆଦିଲ୍ଲୀ: ସଂସଦରେ ବଜେଟ୍‌ ଅଧିବେଶନର ଆଉ ଦୁଇ ଦିନ ବାକି ଥିବା ବେଳେ ଗୁରୁବାର ରାଜ୍ୟସଭାରେ ଓ୍ୱାକଫ୍‌ (ସଂଶୋଧନ) ବିଲ୍‌ ଉପସ୍ଥାପନ ହୋଇଛି। ଏହାପୂର୍ବ ଦିନ ଲୋକସଭାରେ ୧୨ ଘଣ୍ଟାର ଜୋରଦାର ଆଲୋଚନା ପରେ ପାସ ହୋଇଥିଲା। ଏବେ ରାଜ୍ୟସଭାରେ ଏହାର…

ପାରମ୍ପରିକ ହସ୍ତତନ୍ତ ପୋଷାକ ପିନ୍ଧିଲେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟର କର୍ମଚାରୀ

ଭୁବନେଶ୍ବର: ଓଡ଼ିଆ ପକ୍ଷ ଅବସରରେ ଗୁରୁବାର ଦିନ ‘ଆମ ପୋଷାକ ଆମ ପରିଚୟ’ ଦିବସ ଭାବେ ପାଳନ କରାଯାଉଥିବା ବେଳେ ଏହାର ଅନୁପାଳନ ପୂର୍ବକ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ପାରମ୍ପରିକ ହସ୍ତତନ୍ତ ପୋଷାକ ପରିଧାନ…

ରାଜ୍ୟସଭାରେ ୱକଫ୍ ବିଲ୍ ଆଲୋଚନା ବେଳେ ବିଜେଡିର ବିରୋଧ

ନୂଆଦିଲ୍ଲୀ/ଭୁବନେଶ୍ବର: ରାଜ୍ୟସଭାରେ ୱାକଫ୍ ବିଲ୍ ଆଲୋଚନା ବେଳେ ବିଜେଡି ଏହାକୁ ବିରୋଧ କରିଛି। ଆଲୋଚନାରେ ଭାଗ ନେଇ ସାଂସଦ ମୁନା ଖାନ୍ ଏହାକୁ ବିରୋଧ କରିଛନ୍ତି। ସେ କହିଛନ୍ତି, ୱକଫ୍ ସମ୍ପତ୍ତି ସୁରକ୍ଷିତ ରହିବା ନେଇ ପ୍ରଥମେ ମନ୍ତ୍ରୀ ସ୍ପଷ୍ଟ କରନ୍ତୁ।…

ପୁଣି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ, ଆହ୍ବାନ ଦେଲେ ପିସିସି ସଭାପତି

ଭୁବନେଶ୍ବର: ପୁଣି ଥରେ ଆନ୍ଦୋଳନ ଡାକରା ଦେଲାଣି କଂଗ୍ରେସ । ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦେଇଛନ୍ତି ପିସିସି ସଭାପତି ଭକ୍ତଚରଣ ଦାସ । ଏନେଇ ରାଜ୍ୟରେ କୋଣଅନୁକୋଣରେ ରହିଥିବା ସମସ୍ତ କଂଗ୍ରେସ କର୍ମୀ ଏବଂ ନେତା, ଆସନ୍ତା ଏପ୍ରିଲ ୧୫ରେ ମଶାଲ…

ନବମ ଶ୍ରେଣୀ ଛାତ୍ରଙ୍କ ଉତ୍ପାତ: ଷଷ୍ଠଶ୍ରେଣୀ ଛାତ୍ରକୁ ବନ୍ଦ କୋଠରୀରେ ଦେଲେ ନିର୍ଯାତନା

ମୟୂରଭଞ୍ଜ: ବ୍ଲେଡରେ ହାତ କାଟି କ୍ଷତ ସ୍ଥାନରେ ମାରିଲେ ଲୁଣ । ବନ୍ଦ କଠୋରୀରେ ଦେଲେ ନିର୍ଯାତନା । ମୟୂରଭଞ୍ଜ ଜିଲ୍ଳା ଖୁଣ୍ଟା ଥାନା ବାସିପିଠାର ଏକ ସ୍କୁଲରୁ ଆସିଛି ଏଭଳି ସାଙ୍ଘାତିକ ଅଭିଯୋଗ । ସ୍କୁଲ ହଷ୍ଟେଲରେ ରହୁଥିବା ବାରିପଦା…