State

ଖୋର୍ଦ୍ଧାରେ ଶିଳ୍ପ ପ୍ରକଳ୍ପ ଗୁଡିକର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ୧୧ଟି ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଥମେ ହଳଦୀପଦା ଅସ୍ଥାୟୀ ହେଲିପ୍ୟାଡ୍‌ ରେ ଆଜି ଦିନ ୧୨ଟାରେ ଅବତରଣ କରିଥିଲେ ମୁଖ୍ୟମନ୍ତ୍ରୀ । ସେଠାରେ ସେ କାଳିବେତୀ ଓ…

ରାଜ୍ୟର ୭ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର: ଆଗାମୀ କିଛି ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ସୁନ୍ଦରଗଡ଼, ନୂଆପଡ଼ା…

ରେଭେନ୍ସାରେ ଅଣଛାତ୍ର ପ୍ରବେଶକୁ ବିରୋଧ କୁଳପତିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରଙ୍କ ଆମରଣ ଅନସନ

କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟରେ ଛାତ୍ର ଅନଶନ । ବିଶ୍ବବିଦ୍ୟାଳୟ ପରିସରରେ ଅନେକ ସମୟରେ ଅଣଛାତ୍ର ପ୍ରବେଶ କରି ବିଶୃଙ୍ଖଳା ସୃଷ୍ଟି କରୁଥିବା ଅଭିଯୋଗ ହୋଇଛି । ଏହାସହ ଛାତ୍ର ମାନଙ୍କୁ ଆକ୍ରମଣ କରୁଥିବା ଅଭିଯୋଗ କରି କୁଳପତିଙ୍କ କାର୍ଯ୍ୟାଳୟ ସମ୍ମୁଖରେ…

କାରାଗାରରେ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଦେଲେ ୨୨ ନକ୍ସଲ

ରାୟପୁର: ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ନେଇ କଏଦୀମାନଙ୍କ ଉଦ୍ୟମ । ଛତିଶଗଡ଼ ଅନ୍ତର୍ଗତ କାଙ୍କେର ଜିଲ୍ଲା କାରାଗାରରେ ବନ୍ଦୀ ଥିବା ୨୨ ଜଣ ନକ୍ସଲ କଏଦୀ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେଉଛନ୍ତି । ଗତ ତିନି ବର୍ଷ…

ସମ୍ବଲପୁରରେ ପୋଲିସ ଡିଜି : ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ମାଓବାଦୀଙ୍କୁ ଦେଲେ ଆହ୍ବାନ

ସମ୍ବଲପୁର: ସମ୍ବଲପୁରରେ ପୋଲିସ ଡିଜି । ସମ୍ବଲପୁରରେ ପହଂଚି ପ୍ରଥମେ ମା ସମଲେଶ୍ବରୀଙ୍କ ଦର୍ଶନ କରିଥିଲେ । ପରେ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ଓ ଏସପି ମୁକେଶ ଭାମୁଙ୍କ ସହ ଆଲୋଚନା କରିଥିଲେ । ଏହାପରେ ଉତ୍ତରାଞ୍ଚଳ ଆଇଜିଙ୍କ କାର୍ଯ୍ୟାଳୟରେ…

ପାଟଣାଗଡ଼ ପାର୍ସଲ ବୋମା ଘଟଣା; ପୁଞ୍ଜିଲାଲଙ୍କ ହେବ ପୁନଃ ସାକ୍ଷ୍ୟଗ୍ରହଣ

ପାଟଣାଗଡ଼: ବହୁଚର୍ଚ୍ଚିତ ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ଘଟଣା । ମାଷ୍ଟରମାଇଣ୍ଡ ପୁଞ୍ଜିଲାଲ ମେହେରଙ୍କ ହେବ ପୁନଃ ସାକ୍ଷ୍ୟଗ୍ରହଣ । ଏନେଇ ଅଭିଯୁକ୍ତ ପୁଞ୍ଜିଲାଲକୁ ବଲାଙ୍ଗୀର କାରାଗାରରୁ ଅଣାଯାଇ ପାଟଣାଗଡ଼ ଏସଡିଜେଏମ୍‌ କୋର୍ଟରେ ହାଜର କରାଯାଇଛି । ଏହା ପୂର୍ବରୁ…

ଲାଞ୍ଚୁଆ ଇଞ୍ଜିନିୟରଙ୍କୁ ବାନ୍ଧିଲା ଭିଜିଲାନ୍ସ, ଯାଞ୍ଚବେଳେ ୩ ଲକ୍ଷ ୫୬ ହଜାର ଟଙ୍କା ଜବତ

ଭୁବନେଶ୍ବର : ଲାଞ୍ଚୁଆ ଇଞ୍ଜିନିୟରଙ୍କୁ ବାନ୍ଧିଲା ଭିଜିଲାନ୍ସ । ଆସିଷ୍ଟାଣ୍ଟ ଇଞ୍ଜିନିୟର ନରେଶ ଦାସ ଗିରଫ । ଭୁବନେଶ୍ବର ରୁରାଲ ୱାର୍କସର ଆସିଷ୍ଟାଣ୍ଟ ଇଞ୍ଜିନିୟର ନରେଶ ଦାସ । ୧ ଲକ୍ଷ ଟଙ୍କା ଲାଞ୍ଚ ନେଲାବେଳେ ଧରିଥିଲା ଭିଜିଲାନ୍ସ । ବିଲ୍…

ତାଳଚେରରେ ଏନକାଉଣ୍ଟର, କୁଖ୍ୟାତ ଅପରାଧୀ ସୁଶାନ୍ତ ନାୟକ ଗୁରୁତର

ତାଳଚେର: ତାଳଚେରରେ ଏନକାଉଣ୍ଟର । କୁଖ୍ୟାତ ଅପରାଧୀ ସୁଶାନ୍ତ ନାୟକ ଗୁରୁତର । ସ୍କଟ୍ ଲ୍ୟାଣ୍ଡପୁର ଜଙ୍ଗଲରେ ଏନକାଉଣ୍ଟର ହୋଇଛି। ସୁଶାନ୍ତର ବାମ ଗୋଡ଼ରେ ବାଜିଛି ଗୁଳି । ଗୁରୁତର ଅବସ୍ଥାରେ ସୁଶାନ୍ତକୁ ଅନୁଗୁଳ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ପୋଲିସକୁ…

କୋର୍ଟରେ ହାଜର ହେଲେ ବିଜେଡି ନେତା ରାଜା ଚକ୍ର

ବାଲେଶ୍ବର: କୋର୍ଟରେ ହାଜର ହେଲେ ରାଜା ଚକ୍ର। କ୍ରାଇମବ୍ରାଞ୍ଚ ଆଜି ଓପିଆଇଡି କୋର୍ଟରେ ରାଜା ଚକ୍ରଙ୍କୁ ହାଜର କରିଛି। ଗତକାଲି କ୍ରାଇମବ୍ରାଞ୍ଚ ୫ ଦିନିଆ ରିମାଣ୍ଡ ଆବେଦନ କରିଥିଲା। ଗତ ୧୩ ତାରିଖରେ ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ…

ସରିଲା ବିଧାନସଭା ବିଜେଟ୍ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ କଲେ ବାଚସ୍ପତି

ଭୁବନେଶ୍ୱର : ସରିଲା ବିଧାନସଭା ବିଜେଟ୍ ଅଧିବେଶନ । ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ କଲେ ବାଚସ୍ପତି । ବେଶ୍ ରୋଚକ ଥିଲା ବଜେଟ୍ ଅଧିବେଶନ । ଚଳିତ ଅଧିବେଶନରେ ମୋଟ ୨୫ଟି କାର୍ଯ୍ୟ ଦିବସ ଅନୁଷ୍ଠିତ ହୋଇଛି ।…