State

ଘରେ ଚାଲିଥିଲା ସେକ୍ସ ରକେଟ୍; ବୃଦ୍ଧ ଦମ୍ପତିଙ୍କ ସମେତ ୩ ଗିରଫ

ରାଉରକେଲା: ରାଉରକେଲାର ଜଗଦା ଅଞ୍ଚଳର ଏକ ଘରୁ ସେକ୍ସ ରାକେଟ ଚଳାଉଥିବା ଅଭିଯୋଗରେ ଜଣେ ବୃଦ୍ଧ ଦମ୍ପତି ସମେତ ତିନି ଜଣଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ବ୍ୟକ୍ତିମାନେ ହେଉଛନ୍ତି ଜୋସ୍ନା ବିଶ୍ୱାଳ (୬୨), ତାଙ୍କ ସ୍ୱାମୀ ଉପେନ୍ଦ୍ର ବିଶ୍ୱାଳ (୭୨)…

୫ ଲକ୍ଷ ୮୦ ହଜାର ଟଙ୍କା ଘୋଟାଲା, ସମବାୟ ସମିତି ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ୱର : ଟଙ୍କା ହଡ଼ପ ଅଭିଯୋଗରେ ସମବାୟ ସମିତି ସମ୍ପାଦକ ଗିରଫ । ବାଲେଶ୍ବର ଦୁର୍ଗାଦେବୀ ସମବାୟ ସମିତି ସମ୍ପାଦକ ଗିରୀଶ ଚନ୍ଦ୍ର ବେହେରାଙ୍କୁ ଗିରଫ କଲା ଭିଜିଲାନ୍ସ । ୫ ଲକ୍ଷ ୮୦ ହଜାର ଟଙ୍କା ଘୋଟାଲା କରିଥିବା ଅଭିଯୋଗ…

୭୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିଛନ୍ତି ସରକାର, ଏଫସିଆଇ ନେବ ୪୬ ଲକ୍ଷ

ଭୁବନେଶ୍ବର: ଚଳିତ ବର୍ଷ ୭୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିଛନ୍ତି ସରକାର । ରାଜ୍ୟରେ ଧାନ କିଣା ନେଇ ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଗତ ବର୍ଷ ଅପେକ୍ଷା ୨୬ ଲକ୍ଷ…

ଅଧିକ କୀଟନାଶକ ବ୍ୟବହାର ଯୋଗୁଁଁ ବଢୁଛି କ୍ୟାନସର୍‌‌: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର : ଚାଷରେ ଅଧିକ କୀଟନାଶକ ଏବଂ ସାରର ବ୍ୟବହାର କ୍ୟାନସର ରୋଗୀଙ୍କ ସଂଖ୍ୟା ବଢ଼ାଉଛି ବୋଲି ଗୃହରେ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ବିଧାନସଭା ପ୍ରଶ୍ନୋତ୍ତର କାଳରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଅର୍ଗାନିକ୍…

ସ୍ୱାମୀର ଟାଙ୍ଗିଆ ଚୋଟରେ ଚାଲିଗଲା ସ୍ତ୍ରୀର ଜୀବନ

ବଲାଙ୍ଗିର: ପାରିବାରିକ କଳହର କରୁଣ ପରିଣତି। ସ୍ୱାମୀର ଟାଙ୍ଗିଆ ଚୋଟରେ ଚାଲିଗଲା ସ୍ତ୍ରୀର ଜୀବନ। ଏଠାରେ ସ୍ୱାମୀ ସାଜିଲା ସଇତାନ। ଏହି ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ହତ୍ୟାକାରୀ ସ୍ୱାମୀକୁ ଅଟକ ରଖି ପଚରା ଉଚରା କରୁଛି ଦେଓଗାଁ ପୋଲିସ।…

ପାତ୍ର ପଡ଼ାରେ ବୁଲିଲା ଖଣ୍ଡା, ୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର : ପୁଣି ରାଜଧାନୀରେ ବୁଲିଲା ଖଣ୍ଡା । ପାତ୍ରପଡ଼ାରେ ୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ଚାରି ଛକ ନିକଟରେ ୨ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ । ଗୁରୁତର ଦୁଇ ଯୁବକ ଏମ୍ସରେ ଭର୍ତ୍ତି ହୋଇଛନ୍ତି । ପୂର୍ବ ଶତ୍ରୁତାରୁ…

ଶ୍ରୀମନ୍ଦିର ପାଇଁ ସ୍ଵତନ୍ତ୍ର ସୁରକ୍ଷା ବାହିନୀ ନିଯୁକ୍ତି, ୫ଟି ପର୍ଯ୍ୟାୟରେ ହେବ ଚୟନ ପ୍ରକ୍ରିୟା

ପୁରୀ: ଶ୍ରୀମନ୍ଦିର ପାଇଁ ଆଜି ଠାରୁ ସ୍ଵତନ୍ତ୍ର ସୁରକ୍ଷା ବାହିନୀ ନିଯୁକ୍ତି ଆରମ୍ଭ ହୋଇଛି। ୫ଟି ପର୍ଯ୍ୟାୟରେ ୧୭୨ ଅଫିସର ଓ ୧୪୯୯ ସିପାହୀ ଚୟନ ହେବେ। ଆଜି ୩୨୯ ଜଣ ପୋଲିସ କର୍ମଚାରୀ ପହଞ୍ଚିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଶ୍ରୀମନ୍ଦିରର…

ଯୁବକଙ୍କୁ ପିଟିପିଟି ହତ୍ୟା ,ପରେ ଘର ଆଗରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ବ୍ରହ୍ମଗିରି : ଯୁବକଙ୍କୁ ପିଟିପିଟି ହତ୍ୟା । ହତ୍ୟା ପରେ ଘର ଆଗରେ ଫିଙ୍ଗିଦେଲେ ଦୁର୍ବୃତ୍ତ । ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ତିଆରପାରି ଗାଁରେ ହତ୍ୟାକାଣ୍ଡ ଘଟିଛି । ମୃତ ଯୁବକ ହେଲେ ନକୁଳ ସାମଲ । ନକୁଳଙ୍କର ସେହି…

ଏପ୍ରିଲରେ ନିଆଁ ବର୍ଷିବ, ଜୁନ ଯାଏ ଦେଶ ବ୍ୟାପୀ ପ୍ରଚଣ୍ଡ ଗ୍ରୀଷ୍ମତାପ

ଭୁବନେଶ୍ବର : ଏପ୍ରିଲରେ ନିଆଁ ବର୍ଷିବ। ଅସହ୍ୟ ତାତି ଅନୁଭୂତ ହେବ। ରାଜ୍ୟରେ ଗ୍ରୀଷ୍ମଲହରୀ ସ୍ବାଭାବିକରୁ ଅଧିକ ଦିନ ରହିବ; ପ୍ରଚଣ୍ଡ ଖରା ହେବ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ଅଧିକ ରହିବ। ଉପକୂଳବର୍ତ୍ତୀ ଜିଲାରେ ତାତି ସାମାନ୍ୟ କମ୍ ରହିପାରେ।…

ରାଉରକେଲା ପ୍ରଶାସନ ପକ୍ଷରୁ ଉତ୍ସାହ ଉଦ୍ଦୀପନାର ସହ ଓଡ଼ିଶା ଦିବସ ପାଳିତ

ରାଉରକେଲା: ରାଉରକେଲା ପ୍ରଶାସନ ପକ୍ଷରୁ ଉତ୍ସାହ ଉଦ୍ଦୀପନାର ସହ ଓଡ଼ିଶା ଦିବସ ପାଳିତ ହୋଇଯାଇଛି। ଏହିଅବସରରେ ସହରରେ ଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା। ସକାଳେ ଏକ ଶୋଭାଯାତ୍ରା ଆମ୍ବେଦକର ଛକରୁ ବାହାରି ମଧୁସୂଦନ ମାର୍ଗଠାରେ ଥିବା…