୩୦ ଜଣ ଓଏଏସ୍ ଅଧିକାରୀଙ୍କୁ ଆଇଏଏସ୍ ପାହ୍ୟାକୁ ପଦୋନ୍ନତି
ଡେସ୍କ: ୩୦ ଜଣ ଓଡିଶା ପ୍ରଶାସନିକ ସେବା ଅଧିକାରୀଙ୍କୁ ଭାରତୀୟ ପ୍ରଶାସନିକ ସେବାକୁ ପଦୋନ୍ନତି ମିଳିଛି। ପ୍ରଶାସନିକ ସେବା (ନିଯୁକ୍ତି) ନିୟମ, ୧୯୫୪ ଅନୁଯାୟୀ ଜାରି କରାଯାଇଥିବା ଏହି ପଦୋନ୍ନତି ୨୦୨୩ ଏବଂ ୨୦୨୪ର ଚୟନିତ ତାଲିକା ପାଇଁ ଉପଲବ୍ଧ ଖାଲି…