State

ସ୍ତ୍ରୀକୁ ହତ୍ୟା କରି ସ୍ୱାମୀ ଅଟକ

କୁଚିଣ୍ଡା: କୁଚିଣ୍ଡା ଉପଖଣ୍ଡ ମହୁଲପାଲି ଥାନା କୁସୁମୀ ନିକଟସ୍ଥ ବେଣିଆପୋଷୀ ଗ୍ରାମରେ ରାଧା କିସାନ ନାମ୍ନୀ ୩୧ବର୍ଷୀୟ ଯୁବତୀକୁ ତା ସ୍ୱାମୀ ନିର୍ମମ ଭାବେ ହତ୍ୟା କରିବା ଘଟଣା ସଂପୃକ୍ତ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ଏହି ଘଟଣାରେ ପୁଲିସ ଶବକୁ…

ସରିଲା ଟ୍ରାକ ମରାମତି, ଚୌଦ୍ବାର ନିର୍ଗୁଣ୍ଡିରେ ସ୍ୱାଭାବିକ ହେଲା ଟ୍ରେନ ଚଳାଚଳ

ଚୌଦ୍ବାର : ସରିଲା ଟ୍ରାକ ମରାମତି। ଡାଉନ ଟ୍ରାକରେ ଗଡ଼ିଲା ଟ୍ରେନ୍ । ଚୌଦ୍ବାର ନିର୍ଗୁଣ୍ଡି ନିକଟରେ ସକାଳ ୭ଟା ୧୫ ସୁଦ୍ଧା ସରିଲା ଟ୍ରାକ ମରାମତି କାମ । ମରାମତି ପାଇଁ ୧୨ ଘଣ୍ଟା ରୁ ଅଧିକ ସମୟ ଲାଗିଥିଲା।…

ଜାଲ୍ ଜାତି ପ୍ରମାଣପତ୍ର ଦେଇ ମନ୍ତ୍ରୀ ହୋଇଛନ୍ତି ମୁକେଶ ମହାଲିଙ୍ଗ: କଂଗ୍ରେସ

ଭୁବନେଶ୍ଵର: ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଛି କଂଗ୍ରେସ। ଜାଲ୍‌ ଜାତି ପ୍ରମାଣପତ୍ର ଦେଇ ପାଠପଢିବାସହ ସରକାରୀ ଚାକିରି, ବିଧାୟକ ପଦ ଓ ଏବେ ମନ୍ତ୍ରୀ ପଦ ହାତେଇଥିବା ଅଭିଯୋଗ ଆଣିଛନ୍ତି କଂଗ୍ରେସ ନେତା ଅଭିଷେକ ମହାନନ୍ଦ। ଜାଲ…

ଆଜିଠାରୁ ୭ ଦିନ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ତାତିରେ ଲାଗିବ ବ୍ରେକ୍ । କାଳବୈଶାଖୀ ବର୍ଷା ଆଣିବ ଆଶ୍ବସ୍ତି । ଆଜି ଠାରୁ ପୂରା ୬ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ହେବ। ଆଜି ଘଡ଼ଘଡ଼ି…

୧୫-୨୦ ଦିନ ଭିତରେ ନୂଆ ଅବକାରୀ ନୀତି: ଅବକାରୀ ମନ୍ତ୍ରୀ

ଭୁବନେଶ୍ଵର: ୧୫ରୁ ୨୦ ଦିନ ଭିତରେ ନୂଆ ଅବକାରୀ ନୀତି ଆସିବ। ନୂଆ ଅବକାରୀ ନୀତି ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଯେଉଁଥିପାଇଁ ମାସେ ପୁରୁଣା ଅବକାରୀ ନୀତି ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ନୂଆ ଅବକାରୀ ନୀତି…

ରାଜ୍ୟରେ ପ୍ରତିଷ୍ଠା ହେବ ୯ ଟି ନୂତନ ମେଡିକାଲ କଲେଜ

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ନିମନ୍ତେ ରାଜ୍ୟରେ ଗଠନ ହେବ ୯ ଟି ନୂତନ ମେଡିକାଲ କଲେଜ । ନୂତନ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ଅନୁମତି ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଅଶେଷ ଧନ୍ୟବାଦ ଜଣାଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ…

ରାଜାଚକ୍ରଙ୍କର ୧୪ଟି ଟିପର ଓ ଗୋଟିଏ ଜେସିବିକୁ କୋରାପୁଟରୁ ଜବତ କଲା ଇଓଡବ୍ଲ୍ୟୁ

କୋରାପୁଟ/କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆଣ୍ଡ୍ ଟ୍ରାନ୍ସପୋର୍ଟିଂ କୋ-ଅପରେଟିଭ ସୋସାଇଟି ଲିମିଟେଡରେ ବହୁ କୋଟି ଟଙ୍କାର ଆର୍ଥିକ ହେରଫେର ମାମଲାରେ ଗିରଫ ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ ରାଜାଙ୍କର ବ୍ୟାବସାୟିକ ସାମ୍ରାଜ୍ୟ କୋରାପୁଟକୁ ଲମ୍ବିଛି। ଗତକାଲି…

କ୍ରାଇମବ୍ରାଞ୍ଚ କବଜାରେ ଅନ୍ତଃରାଜ୍ୟ ସାଇବର ଠକ, ଗିରଫ ହେଲେ ୭ ଜଣ ଅଭିଯୁକ୍ତ

ଭୁବନେଶ୍ୱର : କ୍ରାଇମବ୍ରାଞ୍ଚ କବଜାରେ ଅନ୍ତଃରାଜ୍ୟ ସାଇବର ଠକ । ୧ .୪କୋଟି ଟଙ୍କାର ସାଇବର ଠକେଇ କରି ଗିରଫ ହେଲେ ୭ ଜଣ ଅଭିଯୁକ୍ତ । ସମସ୍ତ ଅଭିଯୁକ୍ତଙ୍କୁ କର୍ଣ୍ଣାଟକ ଓ ତାମିଲନାଡୁରୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ବିଭିନ୍ନ…

ଆଜି ପବିତ୍ର ‘ଇଦ୍-ଉଲ୍-ଫିତର’

ଭୁବନେଶ୍ୱର: ମୁସଲମାନ ସମ୍ପ୍ରଦାୟର ପବିତ୍ର ପର୍ବ ଇଦ୍-ଉଲ୍-ଫିତର। ଦୀର୍ଘ ୧ମାସ ଧରି ରୋଜା ଅର୍ଥାତ ଉପବାସ ରଖିଥିବା ମୁସଲମାନ ସମ୍ପ୍ରଦାୟର ଭାଇ ଭଉଣୀମାନ ଉପବାସ ଭଙ୍ଗକରି ନିରାଡମ୍ବର ଭାବେ ଏହି ପର୍ବକୁ ପାଳନ କରୁଛନ୍ତି। ପରସ୍ପରକୁ ଇଦର ଶୁଭେଚ୍ଛା ଜଣାଇଛନ୍ତି। ଖୁସିରେ…

ପୁଣି ଏନକାଉଣ୍ଟରରେ ଜଣେ ନକ୍ସଲ ମୃତ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲରା ୧୭ ଜଣ ନକ୍ସଲଙ୍କ ଏନକାଉଣ୍ଟରରେ ମୃତ୍ୟୁ ଘଟିଥିଲା। ଆଜି ପୁଣି ସୁକମାର ବାସାଗୁଡା ଥାନା ଅଂଚଳର ଟେକମେଟା ଜଂଗଲରେ ଏନକାଉଣ୍ଟରରେ ଜଣେ ନକ୍ସଲର ମୃତ୍ୟୁ ହୋଇଛି। ବିସ୍ବସ୍ତ ସୂତ୍ରରୁ ଖବର ପାଇ ବିଜାପୁର ଡିଆରଜି,…