State

ରେଳ ଦୁର୍ଘଟଣାରେ ପୀଡ଼ିତ ଯାତ୍ରୀଙ୍କୁ ନେଇ ଗୁଆହାଟୀ ଗଲା ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ବର: କଟକ ଜିଲ୍ଲା ମୁଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ଦୁର୍ଘଟଣାର ଶିକାର ହୋଇଥିବା ଏକ୍ସପ୍ରେସ୍‌ ଟ୍ରେନ୍‌ର ଯାତ୍ରୀମାନେ ସ୍ବତନ୍ତ୍ର ବ୍ୟବସ୍ଥା ମାଧ୍ୟମରେ ନିଜର ଯାତ୍ରା ଆରମ୍ଭ କରିଛନ୍ତି। ଦୁର୍ଘଟଣା ଯୋଗୁଁ ସମସ୍ୟାର ସମ୍ମୁଖୀନ ହୋଇଥିବା ଯାତ୍ରୀମାନଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍‌ କାମାକ୍ଷା…

ଘର ଭିତରୁ ସ୍ୱାମୀ-ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି: ବଲାଂଗୀର ଜିଲ୍ଲା ମୁରିବାହାଲ ଥାନା ଗୁଡିଘାଟ ଗାଁରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ଘର ଭିତରୁ ସ୍ୱାମୀ-ସ୍ତ୍ରୀ ର ମୃତଦେହ ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତି ହେଲେ ପ୍ରେମରାଜ ମାଝୀ ଓ ତାଙ୍କର ସ୍ତ୍ରୀ ଭାନୁମତୀ ମାଝୀ। ସୂଚନା…

ଓପିଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି

ଭୁବନେଶ୍ବର: ଓପିଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି । ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପାଇଁ ପରୀକ୍ଷା ଚାଲିଥିବା ବେଳେ ପ୍ରଶ୍ନ ପତ୍ରରେ ତ୍ରୁଟି ବାହାରିଛି । ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପାଇଁ ପରୀକ୍ଷାରେ ୧୦୦…

ସବୁଠାରୁ ଗରିବ ଓ ଅସହାୟ ଲୋକଙ୍କ ପାଇଁ ଘର ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସତୁରି ଦଶକରୁ ଆଜି ପର୍ଯ୍ୟନ୍ତ ଘର ଖଣ୍ଡିଏ ପାଇବା ଗରିବ ଓ ସାଧାରଣ ଲୋକଙ୍କ ପାଇଁ ବଡ ସମସ୍ୟା ହୋଇ ରହିଛି। ଆଜି ମଧ୍ୟ ଅନେକଙ୍କ ମୁଣ୍ଡ ଗୁଞ୍ଜିବା ପାଇଁ ଘର ଖଣ୍ଡିଏ ବି ନାହିଁ। ଏ ସମସ୍ୟାର ସମାଧାନ…

ଏପ୍ରିଲ ୨ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ବସ୍ତି। ଏପ୍ରିଲ ୨ରୁ ଓଡ଼ିଶାରେ ହାଲୁକା ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଥିବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଏପ୍ରିଲ ୨ରେ କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି…

ଭୁବନେଶ୍ଵରରେ ଇଦ୍ ଓ ରାମ ନବମୀ ପାଇଁ ବ୍ୟାପକ ପ୍ରସ୍ତୁତି, କନଭୟ ପାଟ୍ରୋଲିଂ ଆରମ୍ଭ

ଭୁବନେଶ୍ଵର : ଇଦ୍ ଓ ରାମ ନବମୀ ପାଇଁ ବ୍ୟାପକ ପ୍ରସ୍ତୁତି । ରାମ ନବମୀ ଓ ଇଦ୍ ପାଇଁ ଭୁବନେଶ୍ଵରରେ ହାଇ ସିକ୍ୟୁରିଟି । କମିସନରେଟ ପୋଲିସର ବ୍ୟାପକ କନଭୟ ପାଟ୍ରୋଲିଂ ଆରମ୍ଭ ହୋଇଛି । ସବୁ ଗଳି କନ୍ଦିରେ…

୨୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ଆକାଉଣ୍ଟାଣ୍ଟ ଗିରଫ

ଜଳେଶ୍ୱର: ୨୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ଆକାଉଣ୍ଟାଣ୍ଟ ଗିରଫ । ବଣିଆଡିହା ସମବାୟ ସମିତିର ପୂର୍ବତନ ଆକାଉଣ୍ଟାଣ୍ଟ ଗିରଫ । ପୂର୍ବତନ ଆକାଉଣ୍ଟାଣ୍ଟ ସତ୍ୟ ଅଞ୍ଜନ ଦେଙ୍କୁ ଗିରଫ କଲା ଭିଜିଲାନ୍ସ । ସୂଚନା ଅନୁସାରେ, ବଣିଆଡିହା ସମବାୟ ସମିତିର…

୫୦ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି : ୫୦ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲା SP,ବସ୍ତର DIG ଙ୍କ ନିକଟରେ ୫୦ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ । ସେମାନଙ୍କ ନାଁରେ ୬୮ ଲକ୍ଷ ଟଙ୍କା ପୁରସ୍କାର ଥିଲା ।…

ନିର୍ଗୁଣ୍ଡିରେ ଟ୍ରେନ୍ ଲାଇନଚ୍ୟୁତ: ହେଲ୍ପଲାଇନ ନମ୍ବର ଜାରି

କଟକ: କଟକ ନିର୍ଗୁଣ୍ଡିରେ ଲାଇନଚ୍ୟୁତ ହୋଇଛି କାମାକ୍ଷା ଏକ୍ସପ୍ରେସ୍‌ । ଏଥିରେ ୭ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ରହିଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଥିବା ଏସସିବି ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି । ଆହତମାନଙ୍କୁ ଅନ୍ୟ ଟ୍ରେନ ମାଧ୍ୟମରେ…

କବିସୂର୍ଯ୍ୟନଗରରେ ଗୁଳିମାଡ଼, ଦୁର୍ଦ୍ଦାନ୍ତ ଅପରାଧୀ ମୃତ

ପୋଲସରା : କବିସୂର୍ଯ୍ୟନଗରରେ ଗୁଳିମାଡ଼ । ଦୁର୍ଦ୍ଦାନ୍ତ ଅପରାଧୀ ଲକ୍ଷ୍ମୀନାରାୟଣ ପାଇକରାୟଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ପଥରାପଲ୍ଲୀ ଗାଁ ନିକଟରେ ଗୁଳିମାଡ଼ ହୋଇଛି । କିଛି ଦୁର୍ବୃତ୍ତ ଗୁଳି କରି ହତ୍ୟା କରିଥିବା ସୂଚନା ମିଳିଛି। ମୁଣ୍ଡରେ…