State

କଟକରେ ରେଳ ଦୁର୍ଘଟଣା, ୧୧ ବଗି ଲାଇନଚ୍ୟୁତ

କଟକ: ରବିବାର ଦିନ କଟକର ଚୌଦ୍ୱାର ଅଞ୍ଚଳର ନିର୍ଗୁଣ୍ଡି ରେଳ ଷ୍ଟେସନ ନିକଟରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସର ଅନେକ ବଗି ଲାଇନଚ୍ୟୁତ ହୋଇଛି। ସୂଚନା ଅନୁଯାୟୀ, ଟ୍ରେନଟି ରେଳ ଧାରଣାରୁ ଲାଇନଚ୍ୟୁତଛି । ଏହାପରେ ପରେ ଟ୍ରେନରେ ଥିବା ଯାତ୍ରୀମାନେ ବ୍ୟସ୍ତବିବ୍ରତ ହୋଇ…

ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଛାତ୍ରଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ଭୁବନେଶ୍ୱର : ଉତ୍କଳ ବିଶ୍ଵବିଦ୍ୟାଳୟରେ ଅଭାବନୀୟ ଘଟଣା ଘଟିଛି । ମଧୁସୂଦନ ଛାତ୍ରାବାସରେ ଜଣେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତକ ହେଲେ ଫିଲୋସୋଫି ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ମୃତଦେହ…

ଏପ୍ରିଲ ୧ରୁ ଓଡିଶା ସରକାର ପାଳିବେ ଓଡିଆ ପକ୍ଷ

ଭୁବନେଶ୍ବର: ଏପ୍ରିଲ ୧ରୁ ଓଡିଶା ସରକାର ପାଳିବେ ଓଡିଆ ପକ୍ଷ । ଚଳିତ ବର୍ଷ ଧୁମଧାମରେ ଓଡ଼ିଆ ପକ୍ଷ ପାଳନ କରିବେ ମୋହନ ସରକାର । ଏନେଇ ଏପ୍ରିଲ ୧ ଓଡିଶା ଦିବସରୁ ଏପ୍ରିଲ ୧୪ ତାରିଖ ମହାବିଷୁବ ସଂକ୍ରାନ୍ତି ଯାଏଁ…

କାଲିଠୁ ୩ ତାରିଖ ଯାଏଁ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ

ପୁରୀ : ଆସନ୍ତାକାଲିଠୁ ୪ ଦିନ ବନ୍ଦ ରହିବ ରତ୍ନଭଣ୍ତାର ମରାମତି କାର୍ଯ୍ୟ । କାଲିଠୁ ୩ ତାରିଖ ପର୍ଯ୍ୟନ୍ତ ରତ୍ନଭଣ୍ତାର ମରାମତି ତଥା ସଂରକ୍ଷଣ କାମ ବନ୍ଦ ରହିବ । ଖସାପଡ଼ାଲାଗି ଓ ବନକଲାଗି ନୀତି ପାଇଁ କାମ ବନ୍ଦ…

ଗିରଫ ହେଲେ ୱାଟକୋ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁ

ଭୁବନେଶ୍ଵର: ଗିରଫ ହେଲେ ଭୁବନେଶ୍ବର ଜଳଯୋଗାଣ ଓ ସ୍ବେରେଜ୍ ବୋର୍ଡ (ୱାଟକୋ)ର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗତକାଲି ଭିଜିଲାନ୍ସ ଶ୍ରୀ ସାହୁଙ୍କ ବାସଭବନ…

ବିଧାୟକଙ୍କ ନିଲମ୍ବନ ବିରୋଧରେ ରାଜ୍ୟପାଳଙ୍କୁ ଭେଟିଲେ କଂଗ୍ରେସ ସଦସ୍ୟ

ଭୁବନେଶ୍ୱର : ରାଜ୍ୟପାଳଙ୍କୁ ଭେଟିଲେ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ସମେତ କଂଗ୍ରେସର ବିଧାୟକ ଏଵଂ ବରିଷ୍ଠ କଂଗ୍ରେସ ନେତା । ରାଜ୍ୟରେ ଭୁଶୁଡ଼ି ପଡ଼ିଛି ଆଇନଶୃଙ୍ଖଳା । ରାଜ୍ୟରେ ମହିଳା, ଛୋଟ ଝିଅମାନେ ଅସୁରକ୍ଷିତ, ମହିଳା ଓ ଛୋଟ…

ଭୁବନେଶ୍ୱର ବିମାନବନ୍ଦରରୁ ସାପ ଓ କଇଁଛ ଜବତ, ଜଣେ ଗିରଫ

ଭୁବନେଶ୍ଵର: ଭୁବନେଶ୍ବର ବିମାନ ବନ୍ଦରରେ କଇଁଛ ସହ ଅନେକ ସରୀସୃପ ଉଦ୍ଧାର । ଝିଟିପିଟି, ଗୋଧି, ବୋଡ଼ା ସାପ ଆଦିକୁ ଉଦ୍ଧାର କଲା କଷ୍ଟମ ବିଭାଗ । ବ୍ୟାଂକକ୍‌ରୁ ଭାୟା ଭୁବନେଶ୍ବର ଦେଇ ଚେନ୍ନାଇ ଚାଲାଣ ହେଉଥିବା ବେଳେ ଜବତ କଲା…

୪ ଦିନ ପରେ ବର୍ଷା, ୭ ଦିନ ଭିତରେ ଦକ୍ଷିଣ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର : ୪ ଦିନ ପରେ ବର୍ଷା । ଆସନ୍ତା ୨ ତାରିଖ ବେଳକୁ ବର୍ଷା ସମ୍ଭାବନା । ଆଦ୍ରତାର ପରିମାଣ ବୃଦ୍ଧି ସହ ବାୟୁର ଦିଶା ପରିବର୍ତନକୁ ନେଇ ୨ କିମ୍ବା ୩ ତାରିଖ ବେଳକୁ ଉତ୍ତର ଆଭ୍ୟନ୍ତରିଣ ଓଡ଼ିଶାର…

ଆସନ୍ତା ୧୨ ତାରିଖରେ ଓଡ଼ିଶା ଆସିବେ ଜେପି ନଡ୍ଡା

ଭୁବନେଶ୍ଵର: ଆସନ୍ତା ୧୨ ତାରିଖରେ ଓଡ଼ିଶା ଆସିବେ ଜେପି ନଡ୍ଡା । ଏନେଇ ସୂଚନା ଦେଇଛନ୍ତି ବିଜେପି ସାଂସଦ ସୁକାନ୍ତ ପାଣିଗ୍ରାହୀ । ବିଜେପିର ସାଂଗଠନିକ କାର୍ଯ୍ୟରେ ଯୋଗ ଦେବେ ନଡ୍ଡା । ତେବେ ନଡ୍ଡାଙ୍କ ଗସ୍ତ ପରେ ରାଜ୍ୟ ବିଜେପି…

ବାଂଲାଦେଶୀ ଖୋଜିବାକୁ ସ୍ପେଶାଲ WING, ମାଷ୍ଟର ମାଇଣ୍ଡକୁ ପଠାଗଲା ଜେଲ

ଭୁବନେଶ୍ୱର : ଓଡିଶାରେ ବାଂଲାଦେଶୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି I ଏବେ ବାଂଲାଦେଶୀ ଖୋଜି ବାହାର କରିବାକୁ ତତ୍ପର ହୋଇଛନ୍ତି ସରକାର I ବାଂଲାଦେଶୀ ଖୋଜିବାକୁ ସ୍ପେଶାଲ WING ଗଠନ କରାଯାଇଛି I ଜଣେ ବାଂଲାଦେଶୀ ଆସିବା ପାଇଁ ୩୫ ହଜାର…