ଭିଆରଏସ୍ ନେଲେ ସୁଜାତା କାର୍ତ୍ତିକେୟନ୍, କେନ୍ଦ୍ର ସରକାରଙ୍କ ପକ୍ଷରୁ ମିଳିଲା ଅନୁମତି
ଭୁବନେଶ୍ୱର : ଭିଆରଏସ୍ ନେଲେ ସୁଜାତା କାର୍ତ୍ତିକେୟନ୍ । ଆଇଏଏସ୍ ସୁଜାତା କାର୍ତ୍ତିକେୟନ୍ ଭିଆରଏସ୍ ପାଇଁ ଆବେଦନ କରିଥିବା ସୂଚନା ମିଳିଛି । ୧୫ ଦିନ ତଳେ ସେ କେନ୍ଦ୍ର ନିକଟରେ ଭିଆରଏସ୍ ପାଇଁ ଆବେଦନ କରିଥିଲେ । କେନ୍ଦ୍ର ସରକାର…