ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ତହସିଲର ବରିଷ୍ଠ କିରାଣୀ
ଆଠମଲ୍ଲିକ; ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୂ । ଲାଞ୍ଚ ନେଉଥିବା ବେଳେ ଅନୁଗୁଳ ଭିଜିଲାନ୍ସ ବିଭାଗ ହାତରେ ଧରା ପଡିଲେ ଆଠମଲ୍ଲିକ ତହସିଲର ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକ । ସୂଚନା ଅନୁସାରେ, ଆଠମଲ୍ଲିକ କେନ୍ଦୁପାଟି ଗାଁର ଚରଣ…
ଆଠମଲ୍ଲିକ; ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୂ । ଲାଞ୍ଚ ନେଉଥିବା ବେଳେ ଅନୁଗୁଳ ଭିଜିଲାନ୍ସ ବିଭାଗ ହାତରେ ଧରା ପଡିଲେ ଆଠମଲ୍ଲିକ ତହସିଲର ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକ । ସୂଚନା ଅନୁସାରେ, ଆଠମଲ୍ଲିକ କେନ୍ଦୁପାଟି ଗାଁର ଚରଣ…
ଭୁବନେଶ୍ୱର : ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ ଗତକାଲି ବିଧାନସଭା ଘେରାଉ କରିଥିଲା କଂଗ୍ରେସ । ଏହି ସମୟରେ କଂଗ୍ରେସ କର୍ମୀ -ପୋଲିସଙ୍କ ଭିତରେ ଖଣ୍ଡଯୁଦ୍ଧ ହୋଇଥିଲା । କାଲିର ଘଟଣା ପରେ ପୋଲିସ ଆକ୍ସନ ଉପରେ ନଜର ରହିଛି ।…
ଭୁବନେଶ୍ୱର: ଆଜି ବି କଂଗ୍ରେସ ପ୍ରତିବାଦ ରାଲି। ନିଲମ୍ବିତ କଂଗ୍ରେସ ବିଧାୟକଙ୍କ ଅଭିନବ ପ୍ରତିବାଦ। ବାଜିଲା ଘଣ୍ଟ, ରାଲିରେ ଚାଲିଲେ ୧୪ ନିଲମ୍ବିତ ବିଧାୟକ। ବିଧାନସଭା ଘେରାଉ ବେଳେ କଂଗ୍ରେସ କର୍ମୀଙ୍କୁ ମାଡ଼ ଘଟଣାରେ କଂଗ୍ରେସ ପ୍ରତିବାଦ ରାଲି କରିଛି। କଂଗ୍ରେସ…
ସାହି ଯାତ ପାଇଁ ଜାଗା ଆଖଡ଼ା ଗୁଡ଼ିକରେ ସକାଳେ ଏବଂ ଅପରାହ୍ନରେ ଚାଲୁଛି ଜୋରଦାର ଅଭ୍ୟାସ । କଳାକାରମାନେ ଖଣ୍ଡା ଓ ଲାଠି ଚାଳନା ଶିଖୁଥିବା ବେଳେ ରାବଣ, ସପ୍ତସିରା, ପର୍ଶୁରାମ, ନାଗା ଓ ମେଢ଼ ଆଦି ନୃତ୍ୟାଭାସ ମଧ୍ୟ ଜୋରସୋରରେ…
ଭୁବନେଶ୍ବର: ଓଡ଼ିଶାରେ ୧୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବିଜେପି ସରକାର ନିଯୁକ୍ତି ଦେଇଛନ୍ତି। ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ଆଜି ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ବିଦ୍ୟାଳୟ ଓ ଗଣଶିକ୍ଷା…
ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା-୨୦୨୫ ର ଫଳ ପ୍ରକାଶ ପାଇବ । ଆସନ୍ତା ମେ‘ ୧୫ ତାରିଖ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବା…
ସମ୍ବଲପୁର: ସମ୍ବଲପୁର ବୁଢ଼ାରଜା ସ୍ଥିତ ମଣପୁରମ୍ ଫାଇନାନ୍ସ କାର୍ଯ୍ୟାଳୟରୁ ସଶସ୍ତ୍ର ଡକାୟତି ଘଟଣା । ଲୁଟର ମାଷ୍ଟରମାଇଣ୍ଡ ସୁବୋଧ ସିଂହକୁ ସମ୍ବଲପୁର ଆଣିଛି ଅଇଁଠାପାଲି ପୋଲିସ । ପଶ୍ଚିମବଙ୍ଗର ପ୍ରେସିଡେନ୍ସି ଜେଲରେ ଥିଲା ମାଷ୍ଟରମାଇଣ୍ଡ ସୁବୋଧ ସିଂହ । ଆଜି ସମ୍ବଲପୁର…
ଭୁବନେଶ୍ୱର : ପୁଣି ବଢିଲା ତାତି,୩ ଦିନ ଯାଏ ତାତିରୁ ନାହିଁ ନିସ୍ତାର।ରାଜ୍ୟରେ ଅସମ୍ଭାଳ ତାତି କୁ ନେଇ ୩ ଦିନ ଯାଏ ହିଟ ୱେଭ ଜାରି କଲା ପାଣିପାଗ ବିଭାଗ । କିଛି ଜିଲ୍ଲାରେ ୪୨ ଡିଗ୍ରୀ ଅତିକ୍ରମ କରିପାରେ…
ଭୁବନେଶ୍ବର : ବିଧାନସଭା ଘେରାଓ ସମୟରେ ଆଜି ପୁଲିସର ଲାଠିଚାର୍ଜରେ ଆହତ ହୋଇଥିବା କଂଗ୍ରେସ କର୍ମୀମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଆହତ କର୍ମୀମାନଙ୍କୁ ହସ୍ପିଟାଲରେ ଭେଟି ସେମାନଙ୍କ ଚିକିତ୍ସା ସମ୍ପର୍କରେ ପଚାରି…
ଭୁବନେଶ୍ବର : ଆସନ୍ତା ଏପ୍ରିଲ ୧ ତାରିଖରୁ ବଦଳିବାକୁ ଯାଉଛି ମଧ୍ୟାହ୍ନ ଭୋଜନର ରୂପରେଖ। ମଧ୍ୟାହ୍ନ ଭୋଜନରେ ଏଣିକି ପିଲାଙ୍କୁ ମିଳିବ ଲଡୁ । ଅଣ୍ଡା ସହ ପୁଷ୍ଟିକର ଲଡୁ ମଧ୍ୟାହ୍ନ ଭୋଜନରେ ଦିଆଯିବ । ସପ୍ତାହକୁ ୩ ଦିନ ମିଳିବ…