State

ବର୍ଷ ଶେଷ ସୁଦ୍ଧା ସ୍ୱୟଂଚାଳିତ ଡ୍ରାଇଭିଂ ଟେଷ୍ଟ୍ ଟ୍ରାକ୍ ସାରିବା ପାଇଁ ଓଡ଼ିଶା ସରକାର ଲକ୍ଷ୍ୟ ରଖିଛନ୍ତି: ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ସରକାର ଚଳିତ ବର୍ଷ ଶେଷ ସୁଦ୍ଧା ରାଜ୍ୟବ୍ୟାପୀ ସ୍ୱୟଂଚାଳିତ ଡ୍ରାଇଭିଂ ଟେଷ୍ଟ୍ ଟ୍ରାକ୍ ନିର୍ମାଣ କାର୍ଯ୍ୟ ସାରିବା ପାଇଁ କାର୍ଯ୍ୟ କରୁଛନ୍ତି` ବିଭିନ୍ନ ସ୍ଥାନରେ ପ୍ରକଳ୍ପ କାର୍ଯ୍ୟ ଚାଲିଛି ବୋଲି ଗୁରୁବାର ରାଜ୍ୟ ବିଧାନସଭାରେ ବାଣିଜ୍ୟ ଏବଂ ପରିବହନ…

ପ୍ରତିବାଦର ଆଉ ଏକ ନୂଆ ଉପାୟ ଆପଣାଇଲେ କଂଗ୍ରେସ ବିଧାୟକ, ଚା’ ପିଇ କଲେ ପ୍ରତିବାଦ

ଭୁବନେଶ୍ବର : ଦିନ ତମାମ ଆନ୍ଦୋଳନ ଧସ୍ତାଧସ୍ତି ପରେ ବି ସଂଧ୍ୟାରେ ଆଉ ଏକ ଅଭିନବ ପନ୍ଥା ଆପଣାଇଛନ୍ତି କଂଗ୍ରେସ ବିଧାୟକ । ସମାନ ରଙ୍ଗର ଟି ସାର୍ଟ ପିନ୍ଧି ହୋଟେଲ ମେ ଫେୟାରରେ ଏକତ୍ର ଚା ପିଇଛନ୍ତି । ସାମ୍ନା…

୩ ଦିନ ପରେ ଅସମ୍ଭାଳ ତାତି, ୫ ଜିଲ୍ଲାକୁ ଗ୍ରୀଷ୍ମପ୍ରବାହ ଚେତାବନୀ

ଭୁବନେଶ୍ବର: ରାଜ୍ୟରେ ଟାଇଁଟାଇଁ ଖରା ସହ ବୃଦ୍ଧି ପାଉଛି ପାରଦର ସ୍ତର। ଆଗାମୀ ତିନି ଦିନ ମଧ୍ୟରେ ୨ ରୁ ୪ ଡିଗ୍ରି ତାପମାତ୍ରା ବୃଦ୍ଧି ପାଇବା ସହ ପୁଣି ରାଜ୍ୟରେ ଅସମ୍ଭାଳ ତାତି ଅନୁଭବ ହେବ। ୩ ଦିନ ପରେ…

କମାଣ୍ଡରଙ୍କୁ ନକ୍ସଲଙ୍କ ଚିଠି: ‘କୌଣସି ଠିକଣା ସୁରକ୍ଷିତ ନାହିଁ’

ମାଲକାନଗିରି: ନକ୍ସଲ ସଂଗଠନରେ କିପରି ଆତଙ୍କ ଓ ଭୟ ଖେଳିଯାଇଛି ଏହାର ଏକ ପ୍ରମାଣ ଗତ ବିଜାପୁର ଏନକାଉଣ୍ଟରରେ ଘଟଣାସ୍ଥଳରୁ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ ବେଳେ ନକ୍ସଲଙ୍କ ଏକ ଚିଠିରୁ ଜଣାପଡିଛି। ଯବାନ ନକ୍ସଲଙ୍କର ଦୁଇ ଫରଦର ଏକ ଚିଠିକୁ ଜବତ…

କେନ୍ଦୁପତ୍ର ହିତାଧିକାରୀଙ୍କ କଲ୍ୟାଣ ପାଇଁ ‘ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ତୋଳାଳି ଯୋଜନା’

ଭୁବନେଶ୍ବର: କେନ୍ଦୁପତ୍ର ହିତାଧିକାରୀମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର, ୨୦୨୪ କେନ୍ଦୁପତ୍ର ଶସ୍ୟ ବର୍ଷ ପାଇଁ ୮,୫୯,୪୪୯ ଜଣ କେନ୍ଦୁପତ୍ର ତୋଳାଳିମାନଙ୍କ ପାଇଁ ଶତକଡା ୨୫ ହାରରେ ୫୨.୬୩ କୋଟି ଟଙ୍କ। ଲାଭାଂଶ ପ୍ରଦାନ କରିବାପାଇଁ ଘୋଷଣା କରିଛନ୍ତି। ୮,୫୯,୪୪୯ ଜଣ…

ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ ଗିରଫ

ଭୁବନେଶ୍ଵର: ଖୋର୍ଦ୍ଧା ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ ଗିରଫ ହୋଇଛନ୍ତି। ବୁଧବାର ସୂର୍ଯ୍ୟମଣିଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ ନିଜସ୍ବ ବାସଭବନ ଓ…

ବିଧାନସଭା ଅଚଳ କରିଦେବାକୁ କଂଗ୍ରେସକୁ ଆସିଛି ନିର୍ଦ୍ଦେଶ: ଆଇନ୍‌ ମନ୍ତ୍ରୀ

ଭୁବନେଶ୍ବର: ବିଧାନସଭା ହେଉଛି ପବିତ୍ର ଗୃହ, ଯେଉଁଠି ରାଜ୍ୟର ବିକାଶ ପାଇଁ ନୀତି ପ୍ରଣୟନ ହେବ କଥା। କିନ୍ତୁ ସେଠି ନିଜର ରାଜନୈତିକ ସ୍ୱାର୍ଥକୁ ଚରିତାର୍ଥ କରିବା ପାଇଁ ଦୀର୍ଘ ଦିନ ହେବ ହାଇ ଡ୍ରାମା କରାଯାଉଛି। ଗତ ୭ ମାର୍ଚ୍ଚ…

ବିରୋଧୀ ଦଳର ବିଧାୟକ ବିଶୃଙ୍ଖଳିତ ଆଚରଣ ଜାରି ରଖିଥିଲେ: ବାଚସ୍ପତି

ଭୁବନେଶ୍ବର: ବିଧାନସଭା ଅଧିବେଶନ ଜାରି ଥିବା ସମୟରେ ବିରୋଧୀ ଦଳର ବିଧାୟକମାନେ କରୁଥିବା ହଙ୍ଗାମା ନେଇ ବାଚସ୍ପତି ସୁରମା ପାଢ଼ୀ ବୁଧବାର ଦିନ ବିବୃତି ରଖିଛନ୍ତି। ସେ କହିଛନ୍ତି, ୭ ତାରିଖ ଗୃହ କାର୍ଯ୍ୟର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭରୁ ବିରୋଧୀ ସଦସ୍ୟ…

ଆମର ଦାବିରୁ ଆମେ କେବେ ଓହରିବୁ ନାହିଁ: ତାରା ପ୍ରସାଦ ବାହିନୀପତି

ଭୁବନେଶ୍ବର: ବିଧାନସଭା ବାହାରେ କଂଗ୍ରେସ କର୍ମୀଙ୍କ ଆନ୍ଦୋଳନ ସମୟରେ ପୁଲିସ ଓ କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି । ଏ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି। ସେ କହିଛନ୍ତି, ମୁଁ ଏନେଇ ଥାନାରେ ଏତଲା…

ବିଧାୟକ ତାରାପ୍ରସାଦ ବାହିନୀପତି ଏବଂ ରମେଶ ଜେନା ଗୃହରୁ ନିଲମ୍ବିତ

ଭୁବନେଶ୍ଵର: କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ଏବଂ ରମେଶ ଜେନା ବିଧାନସଭାରୁ ନିଲମ୍ବିତ ହୋଇଛନ୍ତି। ବୁଧବାର ଉଭୟ ବିଧାୟକଙ୍କୁ ୭ ଦିନ ପାଇଁ ଗୃହରୁ ନିଲମ୍ବନ କରିଛନ୍ତି ବାଚସ୍ପତି ସୁରମା ପାଢୀ। ବିଶୃଙ୍ଖଳିତ ଆଚରଣ ପାଇଁ ଉଭୟ ନିଲମ୍ବିତ ହୋଇଛନ୍ତି। ବାଚସ୍ପତିଙ୍କ…