State

ଶପଥ ନେଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ହରିଶ ଟଣ୍ଡନ

କଟକ: ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ହରିଶ ଟଣ୍ଡନ ଆଜି ପୂର୍ବାହ୍‌ଣ ୧୦ଟାରେ ଶପଥ ଗ୍ରହଣ କରିଛନ୍ତି। ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପଟି ନବନିଯୁକ୍ତ ମୁଖ୍ୟ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଓଡ଼ିଶା ହାଇକୋର୍ଟ ପରିସରରେ…

ବନ୍ଦେ ଭାରତ ଏକ୍ସପ୍ରେସ୍‌ ଉପରେ ପଥରମାଡ଼: ୩ ଯାତ୍ରୀ ଆହତ

ରାଉରକେଲା: ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍‌ ଉପରେ ଦୁର୍ବୃତ୍ତମାନେ ବୁଧବାର ଦିନ ପଥରମାଡ଼ କରିଛନ୍ତି। ଫଳରେ ଟ୍ରେନ୍‌ କ୍ଷତିଗ୍ରସ୍ତ ହୋଇଛି। ଟ୍ରେନ୍‌ କୋଚ୍‌ର ଦୁଇଟି ଝରକାର କାଚ ଭାଙ୍ଗି ଯାଇଥିବା ସୂଚନା ମିଳିଛି। ପଥରମାଡ଼ ପରେ ଟ୍ରେନ୍‌ରେ ଥିବା ଯାତ୍ରୀମାନେ ଆତଙ୍କିତ…

ଆଗାମୀ ୫ ଦିନରେ ତାପମାତ୍ରା ଧୀରେଧୀରେ ବଢ଼ିବ: ପାଣିପାଗ ବିଭାଗ

ଭୁବନେଶ୍ବର: କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାଧାରଣ ଥିବା ବେଳେ ଚଳିତ ସପ୍ତାହର ଶେଷ ବେଳକୁ ଏହା ଧୀରେଧୀରେ ବଢ଼ିବାର ସମ୍ଭାବନା ରହିଛି। ଆସନ୍ତା ୨୯ ତାରିଖ ବେଳକୁ ହିଟ୍‌ ୱେଭ୍‌ ଫେରିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି…

କଂଗ୍ରେସର ୧୨ ବିଧାୟକ ବିଧାନସଭାରୁ ନିଲମ୍ବିତ

ଭୁବନେଶ୍ବର: ଗୃହ ଭିତରେ ବାରମ୍ବାର ବିଶୃଙ୍ଖଳିତ ଆଚରଣ କରିବା ନେଇ କଂଗ୍ରେସର ୧୨ ବିଧାୟକଙ୍କୁ ୭ ଦିନ ପାଇଁ ବିଧାନସଭାରୁ ନିଲମ୍ବନ କରାଯାଇଛି । ବାଚସ୍ପତିଙ୍କ ପ୍ରତି ଅସମ୍ମାନ, ବିଧାନସଭାରେ ଅଶୋଭନୀୟ ଆଚରଣ ଓ ବିଧାନସଭାର ନିୟମ ଉଲ୍ଲଘଂନ ପାଇଁ ଶାସକ…

ଘରୋଇ ହସ୍ପିଟାଲରେ ହେଉଛି ଅଧିକ ଅସ୍ତ୍ରୋପଚାର ଡେଲିଭରୀ: ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର: ସରକାରୀ ହସ୍ପିଟାଲ ତୁଳନାରେ ଘରୋଇ ହସ୍ପିଟାଲରେ ସବୁଠୁ ଅଧିକ ହେଉଛି ସିଜରିଆନ୍ ଡେଲିଭରୀ । ବିଧାନସଭାରେ ଏଭଳି ଚିନ୍ତାଜନକ ତଥ୍ୟ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ତଥ୍ୟ ମୁତାବକ, ୨୦୨୨-୨୩ରେ ଘରୋଇ ହସ୍ପିଟାଲରେ ୧…

ଏକା ସଙ୍ଗେ ଚାଲିଗଲେ ବାପା ପୁଅ, ବାପାଙ୍କ ମୃତ୍ୟୁ ଖବର ଶୁଣି ପୁଅକୁ ଆସିଲା ହାର୍ଟଆଟାକ୍

ଆନନ୍ଦପୁର: ଘର ଆଗରେ ବନ୍ଧା ହେଉଛି ଦୁଇ ଦୁଇଟି କୋକେଇ । ଦୁଆରେ ଥୁଆ ହୋଇଛି ମାଠିଆ । ରୁଣ୍ଡ ହୋଇଛନ୍ତି ଗାଁ ଲୋକେ । କାନ୍ଦ ବୋବାଳିରେ ଫାଟିପଡୁଛି ସମଗ୍ର ଅଞ୍ଚଳ । କିଏ ବା ଜାଣିଥିଲା ଦଇବ ଏମିତି…

୩ ମାସରେ ଜଳିଲାଣି ୩ ହଜାର ହେକ୍ଟର ଜଙ୍ଗଲ

ଭୁବନେଶ୍ବର: ଓଡ଼ିଶାରେ ପ୍ରତିବର୍ଷ ବଢିଚାଲିଛି ଜଙ୍ଗଲ ନିଆଁ । ୪ ବର୍ଷରେ ପାଉଁଶ ହେଲାଣି ୫୩ ହଜାର ହେକ୍ଟରରୁ ଅଧିକ ଜଙ୍ଗଲ । ସେହିପରି ଗତ ୩ ମାସରେ ଜଳିଲାଣି ୩ ହଜାର ହେକ୍ଟର ଜଙ୍ଗଲ । ବିଧାନସଭାରେ ଏପରି ସାଂଘାତିକ…

ନିଆଁରେ ପୋଡି ହୋଇ ନାବାଳକ ଜୀବନ୍ତ ଦଗ୍ଧ

ରାଉରକେଲା: ରାଉରକେଲାର ଏକ ପୂଜା ମଣ୍ଡପରେ ଆଜି ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ଜଣେ ୧୨ ବର୍ଷୀୟ ବାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ସୂଚନା ଅନୁଯାୟୀ, ନିଆଁ ଲାଗିବା ସମୟରେ ବାଦଲ ମହାରଣା ନାମକ ଜଣେ ପିଲା ସେକ୍ଟର-୭ ସ୍ଥିତ ମଣ୍ଡପରେ ଖେଳୁଥିଲେ।…

ଜଟଣୀ ଅନୁପ ବେହେରା ହତ୍ୟାକାଣ୍ଡ ମାମଲା, ୪ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ଜଟଣୀ ହତ୍ୟାକାଣ୍ଡ ଘଟଣାରେ ୪ ହତ୍ୟାକରୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ଏଡିଜେ କୋର୍ଟ-୨ । ଆଜି ୨୦୧୭ ମାର୍ଚ୍ଚ ୨ ତାରିଖରେ ଘଟିଥିବା ଜଟଣୀ ଅନୁପ ବେହେରା ହତ୍ୟାକାଣ୍ଡ ମାମଲାରେ ରାୟ ପ୍ରକାଶ ପାଇଛି…

ଏସ୍‌ସିବିରେ ଶିଶୁ ବଦଳ ମାମଲା: ଅଧୀକ୍ଷକଙ୍କୁ ଜବାବ ଦାଖଲ ଲାଗି ହାଇକୋର୍ଟଙ୍କ ନୋଟିସ୍

କଟକ: କଟକ ବଡ଼ ମେଡିକାଲ (ଏସ୍‌ସିବି)ରେ ଶିଶୁ ବଦଳକୁ ନେଇ ରୁଜୁ ହୋଇଥିବା ମାମଲାକୁ ନେଇ ହାଇକୋର୍ଟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ହାଇକୋର୍ଟ କହିଛନ୍ତି, ସରକାରୀ ମେଡିକାଲ୍‌ ଉପରେ ଲୋକଙ୍କ ଅଖଣ୍ଡ ବିଶ୍ୱାସ ରହିଥାଏ। କିନ୍ତୁ ଯେତେବେଳେ ଏହି ଭରସା ତୁଟିଯାଏ…