State

ପ୍ରଭୁ ଜଗନ୍ନାଥଙ୍କ ଆଦିପୀଠ ନୀଳମାଧଵ ପୀଠର ଅବହେଳା ନେଇ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନୟାଗଡ଼ କଣ୍ଟିଲୋ ସ୍ଥିତ ନୀଳମାଧଵ ଗସ୍ତରେ ଯାଇ ବିଶ୍ୱାବସୁ ସମାଜ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ରାଷ୍ଟ୍ରପତି ଏହି ଗସ୍ତକୁ ଏକ ସୁଯୋଗ ଭାବେ ବର୍ଣ୍ଣନା କରିଛନ୍ତି। ରାଷ୍ଟ୍ରପତି ପ୍ରଭୁ ଜଗନ୍ନାଥଙ୍କ ଆଦିପୀଠ କୁହାଯାଉଥିବା…

ଉପଭୋକ୍ତାଙ୍କୁ ଆଶ୍ବସ୍ତି: ସ୍ମାର୍ଟ ମିଟର ଭଡାରେ ରିହାତି,ବିଦ୍ୟୁତ ଶୁଳ୍କ ଅପରିବର୍ତ୍ତିତ

ଭୁବନେଶ୍ବର: ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି) ସୋମବାର ରାଜ୍ୟର ବିଦ୍ୟୁତ୍ ଗ୍ରାହକମାନଙ୍କୁ ଆର୍ଥିକ ଆଶ୍ୱସ୍ତି ପ୍ରଦାନ କରିବା ଉଦ୍ଦେଶ୍ୟରେ ଅନେକ ଗ୍ରାହକ ଅନୁକୂଳ ପଦକ୍ଷେପ ଘୋଷଣା କରିଛି। ସଦ୍ୟତମ ଘୋଷଣା ଅନୁଯାୟୀ, ୨ କିଲୋୱାଟ…

ଯେଉଁ ଗାଁକୁ ଗଲେ ବି ପ୍ରଧାନମନ୍ତ୍ରୀ ଆବାସ ଘର ଦେଖିବାକୁ ପାଇଲିନି: ମନ୍ତ୍ରୀ

ଭୁବନେଶ୍ଵର: ମୟୂରଭଞ୍ଜରେ କ୍ଷୟକ୍ଷତି ଆକଳନକୁ ନେଇ ରୋଚକ ତଥ୍ୟ ଦେଲେ ରାଜସ୍ବ ମନ୍ତ୍ରୀ ସୁରେଷ ପୂଜାରୀ । ଯେଉଁ ଗାଁକୁ ଗଲେ ବି ଦେଖିବାକୁ ପାଇଲେନି ଗୋଟେ ହେଲେ ବି ପ୍ରଧାନମନ୍ତ୍ରୀ ଆବାସ ଘର । ଯଦି ସରକାରୀ ଆବାସ ଘର…

ଚାଲିପାରୁନି ବିଧାନସଭା, ବିରୋଧୀଙ୍କୁ ଆଲୋଚନା ପାଇଁ ଆହ୍ବାନ କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର : ଚାଲିପାରୁନି ବିଧାନସଭା । ବିରୋଧୀଙ୍କ ପ୍ରବଳ ହଟ୍ଟଗାଳ । ବାରମ୍ବାର ଗୃହ ମୁଲତବୀ । ବିଧାନସଭା ଅଚଳାବସ୍ଥା ନେଇ ବିରୋଧୀଙ୍କୁ ଦାୟୀ କଲା ବିଜେପି । ବିରୋଧୀଙ୍କ ହୋହଲ୍ଲା ଯୋଗୁ ବିଧାନସଭା ଚାଲିପାରୁନି ବୋଲି କହିଛନ୍ତି ମନ୍ତ୍ରୀ ସୁରେଶ…

ଶୁଣୁନାହାନ୍ତି ସରକାର, ୨୭ରେ ବିଧାନସଭା ଘେରାଉ କରିବ କଂଗ୍ରେସ

ଭୁବନେଶ୍ବର: ଶୁଣୁନାହାନ୍ତି ସରକାର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଖି, କାନ, ପାଟି ସବୁ ଖୋଲନ୍ତୁ । ନାରୀ ସୁରକ୍ଷା ନେଇ ପ୍ରତିଶ୍ରୁତି ଦିଅନ୍ତୁ । ଗୃହ କମିଟି କରାଯାଉ ବୋଲି ଦାବି କରି କିଛି ଏପରି କହିଛନ୍ତି କଂଗ୍ରେସ ବିଧାୟକ…

ଜଙ୍ଗଲରୁ ମିଳିଲା ନାବାଳିକାର କଙ୍କାଳ, ହତ୍ୟା ଅଭିଯୋଗ

ଗଞ୍ଜାମ: ମିଳିଲା ଜବତ କଙ୍କାଳର ପରିଚୟ । କଙ୍କାଳଟି ଜଣେ ନାବାଳିକାର ହୋଇଥିବା ବେଳେ ଗତ କିଛି ଦିନ ଧରି ନାବାଳିକା ଜଣଙ୍କ ନିଖୋଜ ଥିଲେ । ତେବେ କେହି ଜଣେ ନାବାଳିକାଙ୍କୁ ହତ୍ୟା କରି ଜଙ୍ଗଲରେ ଫୋପାଡି ଦେଇଥିବା ଅଭିଯୋଗ…

କାଳବୈଶାଖୀ ପାଇଁ ୨୦ କୋଟି, ମୟୂରଭଞ୍ଜ ଜିଲ୍ଲାରେ କ୍ଷୟକ୍ଷତି ପାଇଁ ସହାୟତା ଘୋଷଣା

ମୟୂରଭଞ୍ଜ : କାଳବୈଶାଖୀ ପାଇଁ ୨୦ କୋଟି । ମୟୂରଭଞ୍ଜ ଜିଲ୍ଲାରେ କ୍ଷୟକ୍ଷତି ପାଇଁ ସହାୟତା ଘୋଷଣା କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । କାଳବୈଶାଖୀରେ ମୟୂରଭଞ୍ଜର ବାଙ୍ଗିରିପୋଷି ଏବଂ ବିଷୋୟୀ ଅଧିକ ପ୍ରଭାବିତ ହୋଇଛି। ଏନେଇ ପ୍ରାଥମିକ ଆକଳନ…

ଜମାକାରୀ ଫେରିପାଇବେ ଚିଟଫଣ୍ଡ ଟଙ୍କା

ଭୁବନେଶ୍ବର: ଚିଟଫଣ୍ଡ କ୍ଷତିଗ୍ରସ୍ତ ଫେରିପାଇବେ ଟଙ୍କା । ଯେଉଁ ଯେଉଁମାନେ ଚିଟଫଣ୍ଡ ସଂସ୍ଥାର ଶିକାର ହୋଇ ନିଜର ଟଙ୍କା ହରାଇଛନ୍ତି, ସେମାନେ ଖୁବଶୀଘ୍ର ସେମାନଙ୍କ ଟଙ୍କା ଫେରିପାଇବେ । ଏନେଇ ଆଜି ବିଧାନସଭାରେ ଦମ୍ଭୋକ୍ତି ଦେଖାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।…

ରାଜଧାନୀରୁ ଧରାପଡିଲେ ନକଲି ପୋଲିସ୍

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ବି ଚାଲିଥିଲା ନକଲି ପୋଲିସଙ୍କ କାର୍ଣ୍ଣାମା । ଏସଆଇ ଏବଂ କନେଷ୍ଟବଳ ସାଜି ଲୋକଙ୍କ ଆଖିରେ ଦେଇଚାଲିଥିଲେ ଧୂଳି । ଶେଷରେ ନକଲି ପୋଲିସକୁ ଧରିଛି ଅସଲି ପୋଲିସ । ଏଥିସହିତ ସେମାନଙ୍କ ଠାରୁ ପ୍ରାୟ ଲକ୍ଷେ…

ନୀଳମାଧବଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମର୍ମୁ

ନୟାଗଡ: ନୟାଗଡରେ ମହାମହିମ । କଣ୍ଟିଲୋ ଯାଇ ନୀଳମାଧବଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମର୍ମୁ । ନୀଳମାଧବଙ୍କୁ ଦର୍ଶନ ପରେ ବିଶ୍ବାବସୁଙ୍କ ଗାଁ କାଳିଆପଲ୍ଲୀ ଯାଇଛନ୍ତି। କାଳିଆପଲ୍ଲୀରେ ଶବର ସମାଜର ଯଜ୍ଞରେ ଆହୂତି ଦେଇ ଶବର ରାଜା ବିଶ୍ୱାବସୁଙ୍କ ପ୍ରତିମୂର୍ତ୍ତି…