ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସୁରକ୍ଷାରେ ୩୦ ପ୍ଲାଟୁନ ପୋଲିସ ଫୋର୍ସ
ଭୁବନେଶ୍ୱର : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ । ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୟାଗଡ ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସୁଛନ୍ତି । ଏନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ରାଷ୍ଟ୍ରପତିଙ୍କ…