State

ବେଆଇନ ସମ୍ପତ୍ତି ଠୁଳ ଅଭିଯୋଗ, ରାଜା ଚକ୍ରଙ୍କ ସହଯୋଗୀ ସୁଶାନ୍ତ ସାମଲ ଗିରଫ

କେନ୍ଦୁଝର: ରାଜା ଚକ୍ରଙ୍କ ସହଯୋଗୀ ଗିରଫ । ସୁଶାନ୍ତ ସାମଲକୁ କେନ୍ଦୁଝରରୁ ଗିରଫ କଲା କ୍ରାଇମବ୍ରାଞ୍ଚ EOW । ସୁଶାନ୍ତ ରାଜା ଚକ୍ରଙ୍କ କୋଟି କୋଟି ଟଙ୍କା ବିଭିନ୍ନ ସ୍ଥାନରେ ଲୁଚାଇ ରଖିବାରେ ସହଯୋଗ କରିଥିଲେ । ବେନାମୀ ସମ୍ପତ୍ତି ବିନିଯୋଗ…

ଭୋଟର ପରିଚୟପତ୍ର ସହିତ ସଂଯୋଗ ହେବ ଆଧାର କାର୍ଡ

ସମ୍ବଲପୁର: ଭୋଟର ପରିଚୟପତ୍ର ସହିତ ଆଧାର ନମ୍ବର ସଂଯୋଗ କରାଯିବ। ଏଥିପାଇଁ ଭାରତ ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ କରାଯାଇଛି ବୋଲି ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ମର୍ମରେ ବୁଧବାର ନିର୍ବାଚନ କମିଶନ…

ନାରୀ ସୁରକ୍ଷା ନେଇ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ: ଅପରାହ୍ଣ ୪ଟା ଯାଏଁ ଗୃହକାର୍ଯ୍ୟ ମୁଲତବି

ଭୁବନେଶ୍ବର: ଅପରାହ୍ଣ ୪ଟା ଯାଏଁ ଗୃହକାର୍ଯ୍ୟକୁ ମୁଲତବି । ନାରୀ ସୁରକ୍ଷା ନେଇ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ। କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁଁଁ ବାରମ୍ବାର ଗୃହ ମୁଲତବି ହୋଇଛି। ଶୂନ୍ୟକାଳରେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁଁ ଅପରାହ୍ଣ ୪ଟା ଯାଏଁ ବାଚସ୍ପତି ବିଧାନସଭାକୁ…

ଓସ୍ତ ଗଛଡାଳ ଭାଙ୍ଗି ବାଇକ୍ ଉପରେ ପଡ଼ିଯିବାରୁ ଛାତ୍ରଙ୍କ ମୃତ୍ୟୁ, ଦୁଇ ଗୁରୁତର

ବୈପାରିଗୁଡ଼ା: ଏମିତି ବି ମୃତ୍ୟୁ ଆସେ। ଅଧାରେ ରହିଗଲା ପରୀକ୍ଷା। ବାଟରେ ଜଗିଥିଲା ଯମ। ଜୟପୁର ଅଞ୍ଚଳର ତିନି ଛାତ୍ର ପରୀକ୍ଷା ଦେବାକୁ ବାଇକରେ ବୈପାରିଗୁଡ଼ାର ସହିଦ୍ ଲକ୍ଷ୍ମଣ ନାୟକ ଡିଗ୍ରି କଲେଜକୁ ଆସୁଥିବା ବେଳେ ମହୁଲି ଘାଟିରେ ଓସ୍ତ ଗଛର…

‘ନବ ଦାସ ହତ୍ୟା ମାମଲାରେ ପ୍ରକୃତ ଦୋଷୀଙ୍କୁ ଧରାଯାଇ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ ହେବ’

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ। ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ ଭରସା ଦେଇଛନ୍ତି।…

ଏହି ଜିଲାରେ ପ୍ରତିଷ୍ଠା ହେବ ଆୟୁର୍ବେଦିକ ମେଡିକାଲ କଲେଜ

ଭୁବନେଶ୍ୱର, ୧୯।୩: ଓଡ଼ିଶାର ମୟୂରଭଞ୍ଜ ଜିଲାରେ ରାଜ୍ୟ ସରକାର ଏକ ଆୟୁର୍ବେଦିକ ମେଡିକାଲ କଲେଜ ସ୍ଥାପନ କରିବେ। ବୁଧବାର ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହା ପ୍ରକାଶ କରିଛନ୍ତି। “ଓଡିଶାର ମୟୂରଭଞ୍ଜ ଜିଲାରେ ଏକ ଆୟୁର୍ବେଦିକ ମେଡିକାଲ କଲେଜ ପ୍ରତିଷ୍ଠା ହେବ।…

ଗଞ୍ଜାମ ଜିଲ୍ଲାର ଖାରିପଲ୍ଲୀ ଟ୍ରିପଲ ମଡର ଘଟଣାରେ ସମ୍ପୃକ୍ତି ଥିବା ଅଭିଯୋଗ ରେ ୧୩ ଗିରଫ

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାର ଧରାକୋଟ ବ୍ଲକ ର ବାହାରପୁର ପଞ୍ଚାୟତର ବଡଗଡ ଥାନା ଅନ୍ତର୍ଗତ ଖାରିପଲି ଗାଁରେ ଗତକାଲି ରାତିରେ ଘଟିଥିବା ଗୋଷ୍ଠି ସଂଘର୍ଷ ଘଟଣା ରେ ଖଦାଳ ବେହେରା, ରତ୍ନାକର ବେହେରା ଓ ରମେଶ ବେହେରାଙ୍କ ମୃତ୍ୟୁ ଘଟିଥିଲା…

ତପି ମିଶ୍ର ଗିରଫ

ଭୁବନେଶ୍ବର : ଗିରଫ ହେଲେ ତପି ମିଶ୍ର । ୨୦୨୩ ମସିହାରେ ଲେଖିକା ବନସ୍ମିତାଙ୍କ ଓଡ଼ିଆ ପୁସ୍ତକ ଅଗ୍ନିପରୀକ୍ଷାରେ ପ୍ରକାଶିତ ହୋଇଥିବା ସଂସ୍କୃତ ଶିବ ତାଣ୍ଡବର ଓଡ଼ିଆ ଅନୁବାଦକୁ ନିଜର ଲେଖା କହି ତପି ମିଶ୍ର ଅନେକ ଦିନ ହେବ ବିବାଦରେ…

ପିଏମ୍‌ ସୂର୍ଯ୍ୟଘର ଯୋଜନା ପାଇଁ ବଢୁଛି ଆଗ୍ରହ-ଶକ୍ତିମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ପାଇଁ ଆଗ୍ରହ ବୃଦ୍ଧି ପାଉଥିବା ବେଳେ ଏଯାଏଁ ପ୍ରାୟ ୯୩ ହଜାର ୩୬୭ ଜଣ ଲୋକେ ପଞ୍ଚୀକରଣ କରିଥିବା ନେଇ ବୁଧବାର ଜଣାପଡିଛି। ପଞ୍ଚୀକରଣ କରିଥିବା ହିତାଧିକାରୀଙ୍କ ମଧ୍ୟରୁ ୨୭୪୦ ଜଣ ଏହାର…

ମାର୍ଚ୍ଚ ୩୧ ପରେ ସୁଭଦ୍ରା ସର୍ଭେ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ପୁଣି ସୁଭଦ୍ରାକୁ ନେଇ ବଡ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି ରାସନ କାର୍ଡ ଏବଂ ଆୟରେ ତାଳମେଳ ଅଭାବରୁ ୧ ଲକ୍ଷ ମହିଳା ସୁଭଦ୍ରା ଟଙ୍କା ପାଇବାରୁ ବଞ୍ଚିତ ହୋଇଛନ୍ତି। ପ୍ରଥମ କିସ୍ତି ପାଇଛନ୍ତି ମାତ୍ର…