State

ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା; ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ୱସ୍ତି । ଆସୁଛି କାଳବୈଶାଖୀ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ୧୯ ତାରିଖରୁ ୨୨ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ଏବଂ ପବନ ପାଇଁ ସତର୍କତା ଜାରି କଲା…

ଆସନ୍ତାକାଲି ୫ ଘଣ୍ଟା ଜଗା ଦର୍ଶନ ବନ୍ଦ

ଭୁବନେଶ୍ବର: ଆସନ୍ତାକାଲି ବନ୍ଦ ରହିବ ଜଗା ଦର୍ଶନ । ସନ୍ଧ୍ୟା ପରଠାରୁ ୫ ଘଣ୍ଟା ଶ୍ରୀମନ୍ଦିରରେ ଜଗା ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆସନ୍ତାକାଲି, ୧୯.୩.୨୦୨୫ ରିଖ,ବୁଧବାର ଚୈତ୍ର:କୃଷ୍ଣ ପଞ୍ଚମୀ…

ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ ସାନି ତଦନ୍ତ ପ୍ରକ୍ରିୟା ଆରମ୍ଭ, ନବ ଦାସଙ୍କ ଘରେ କ୍ରାଇମବ୍ରାଞ୍ଚ ଟିମ : ଆଇନ ମନ୍ତ୍ରୀ

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ ସାନି ତଦନ୍ତ ହେବ। ବିଧାନସଭାରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏହି ସୂଚନା ଦେଇଛନ୍ତି । ନବ ଦାସ ହତ୍ୟା କାଣ୍ଡରେ ଯେଉଁଭଳି ତଦନ୍ତ ହେବା କଥା, ନ୍ୟାୟ ମିଳିବା…

ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ବୟସ ୬ କିମ୍ବା ଏହା ଠାରୁ ଅଧିକ ହୋଇଥିବା ଆବଶ୍ୟକ

ଭୁବନେଶ୍ୱର: ୨୦୨୫-୨୬ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ନେଇ ନିଷ୍ପତ୍ତି ହୋଇଛି। ଯାହାପରେ ଓଡ଼ିଶା ସରକାର ପ୍ରଥମ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ନାମଲେଖା ପାଇଁ ନୂଆ ବୟସ ସୀମା ସ୍ଥିର କରିଛନ୍ତି। ନୂଆ ବୟସ ମାନଦଣ୍ଡ ଅନୁଯାୟୀ, ପ୍ରଥମ ଶ୍ରେଣୀରେ…

ପ୍ରେମ ପାଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଦେହରେ ପେଟ୍ରୋଲ୍ ଢାଳି ନିଆଁ ଲଗାଇଦେଲେ

ନୟାଗଡ : ପ୍ରେମ ପାଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ । ପ୍ରେମ ପାଇଁ ଦେହରେ ପେଟ୍ରୋଲ୍ ଢାଳି ହୋଇ ନିଆଁ ଲଗାଇଦେଲେ ଯୁବକ । ଗୁରୁତର ଅବସ୍ଥାରେ ଯୁବକଙ୍କୁ ନୟାଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଯୁବକ ଜଣଙ୍କ କଟକ ଜିଲ୍ଲା…

୩ ବର୍ଷରେ ୧୪ଟି ବାଘ ଶିକାର, ଯାଇଛି ୪୧ ହାତୀଙ୍କ ଜୀବନ

ଭୁବନେଶ୍ୱର: ଜଙ୍ଗଲରେ ମାତିଛନ୍ତି ଶିକାରୀ। ୩ ବର୍ଷରେ ୧୪ଟି ବାଘ ଶିକାର କରିଛନ୍ତି। ୨ଟି ମହାବଳ ଓ ୧୨ଟି କଲରାପତରିଆ ବାଘ ଶିକାର ହୋଇଛନ୍ତି ବୋଲି ଗୃହରେ ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ସୂଚନା…

ଆଇଏଏସ ସ୍ତରରେ ଅଦଳବଦଳ, ସୁଦର୍ଶନ ଚକ୍ରବର୍ତ୍ତୀ ହେଲେ OSCSC ଏମଡି

ଭୁବନେଶ୍ୱର : ଆଇଏଏସ ସ୍ତରରେ ଅଦଳବଦଳ । ସୁଦର୍ଶନ ଚକ୍ରବର୍ତ୍ତୀ ହେଲେ OSCSC ଏମଡି । ୨୦୧୧ ବ୍ୟାଚର ଆଇଏଏସ ଅଧିକାରୀ କେ ସୁଦର୍ଶନ ଚକ୍ରବର୍ତ୍ତୀ । ଅପରପକ୍ଷରେ ଡିଟିଇଟି ଥିବା ସମର୍ଥ ବର୍ମାଙ୍କୁ ଲଘୁ ଖଣିଜ ବିଭାଗର ନିର୍ଦେଶକ ଭାବେ…

୬୦.୬୧ ସ୍କୋର୍‌ ସହ ପାରାଦୀପ ଶିଳ୍ପାଞ୍ଚଳ ସର୍ବାଧିକ ପ୍ରଦୂଷିତ: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ପାରାଦୀପ ଶିଳ୍ପାଞ୍ଚଳ ସବୁଠୁ ଅଧିକ ପ୍ରଦୂଷିତ ଭାବରେ ଉଭା ହୋଇଛି । ୬୦.୬୧ ସିଇପିଆଇ ସ୍କୋର୍‌ ସହ ଅତ୍ୟଧିକ ସହ ପାରାଦୀପ ପ୍ରଦୂଷିତ ଅଞ୍ଚଳ ଭାବେ ଟିହ୍ନଟ ହୋଇଛି । ଏନେଇ ଆଜି ଗୃହରେ ବିଜେଡି ବିଧାୟକ ଗଣେଶ୍ୱର…

ପାନୀୟ ଜଳ କାମରେ ବିଳମ୍ବ ହେଲେ ଠିକା କମ୍ପାନୀଙ୍କ ବିରୋଧରେ FIR: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର : ଏଣିକି ପାନୀୟ ଜଳ ଯୋଗାଣରେ ଅଵ୍ୟଵସ୍ଥା କଲେ ଠିକା କମ୍ପାନୀଙ୍କ ବିରୋଧରେ ହେବ କଡା କାର୍ଯ୍ୟାନୁଷ୍ଠାନ । ଆଜି ବିଧାନସଭାରେ ଏନେଇ ସୂଚନା ଦେଇଛନ୍ତି ପଂଚାୟତି ରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାୟକ । ସେ…

ମହାନଦୀ ଅବବାହିକାରେ ୭ଟି ବ୍ୟାରେଜ କରିବାକୁ ସରକାରଙ୍କ ନିଷ୍ପତ୍ତି: ମନ୍ତ୍ରୀ

ଭୁବନେଶ୍ୱର: ମହାନଦୀ ଅବବାହିକାରେ ନିର୍ମାଣ ହେବ ୭ଟି ବ୍ୟାରେଜ । ଏନେଇ ମୁଖ୍ୟମନ୍ତ୍ରୀ ମୋହମ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି । ଏହି ସମ୍ପର୍କରେ ଉଦୟପୁରରେ ହୋଇଥିବା ବୈଠକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ଛତିଶଗଡର ଜଳ ସମ୍ପଦ ମନ୍ତ୍ରୀ ଓ କମିଶନର ଉପସ୍ଥିତ…