State

ରାଜ୍ୟର ୨,୬୦୩ଟି ଗାଁରେ ମୋବାଇଲ ସଂଯୋଗ ନାହିଁ

ଭୁବନେଶ୍ୱର: ଡିଜିଟାଲ୍ ପ୍ରଯୁକ୍ତିର ପ୍ରସାର ସତ୍ତ୍ୱେ, ଓଡ଼ିଶାର ୨,୬୦୩ ଗାଁରେ ମୋବାଇଲ୍ ସଂଯୋଗ ନାହିଁ ବୋଲି ସୋମବାର ରାଜ୍ୟ ବିଧାନସଭାରେ ସୂଚନା ଦିଆଯାଇଛି। ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ମୁକେଶ…

ପୁଲିସ ଷ୍ଟେସନରେ ୮ ମାସରେ ୧.୩୫ ଲକ୍ଷ ମାମଲା ରୁଜୁ: ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ୱର: ଗତ ଆଠ ମାସ ମଧ୍ୟରେ ଓଡ଼ିଶାର ବିଭିନ୍ନ ଥାନାରେ ମୋଟ ୧,୩୫,୦୭୪ଟି ମାମଲା ରୁଜୁ ହୋଇଛି ବୋଲି ସୋମବାର ରାଜ୍ୟ ବିଧାନସଭାରେ ସୂଚନା ଦିଆଯାଇଛି। ଗୃହରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ…

ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଓ ବିରୋଧୀଦଳର ନେତାଙ୍କ ଶୋକପ୍ରକାଶ

ଭୁବନେଶ୍ୱର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ ।…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭ା୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ପରଲୋକ ହୋଇଛି। ତାଙ୍କର ବିୟୋଗରେ ସମଗ୍ର ରାଜନୈତିକ ମହଲରେ ଶୋକର ଛାୟା ଖେଳାଇ ଦେଇଛି। ଦେବେନ୍ଦ୍ରଙ୍କ ନିଧନ ଖବର ପାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିବା ସହ ଦିବଙ୍ଗତ ନେତାଙ୍କ…

ଆରପାରିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡ଼.ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ | ୮୩ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି | ମିଳିଥିବା ସୂଚନା ମୁତାବକ ଆଜି ସକାଳେ ୧୦ଟା ୩୦…

ଆଜି ୪୩.୬ ଡିଗ୍ରୀ ତାପମାତ୍ରା ସହ ଜଳିଛି ବୌଦ୍ଧ

ମାର୍ଚ୍ଚ ଅଧାରୁ ଜଳିଲାଣି ଅଧାରୁ ଅଧିକ ଓଡ଼ିଶା । ପଶ୍ଚିମ ଓଡ଼ିଶାରେ ନିଇତି ରେକର୍ଡ କରିଚାଲିଛି ପାରଦ । ମାର୍ଚ୍ଚ ଅଧାରୁ ଯେଭଳି ଦାଉ ସାଧିଛି ଗ୍ରୀଷ୍ମ ପ୍ରବାହ । କିଛିଦିନ ହେଲା ବୌଦ୍ଧ ଓ ଝାରସୁଗୁଡ଼ା କ୍ରମାଗତ ପାରଦ ଉପରମୁହାଁ…

ଭୁବନେଶ୍ୱରରେ ସ୍ଥାପନ ହେବ ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ

ନୂଆଦିଲ୍ଲୀ : ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ) ଏକ ଶାଖା ଭୁବନେଶ୍ୱରରେ ସ୍ଥାପନ ହେବ। ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ)ର ଏକ ଶାଖା ଭୁବନେଶ୍ୱରରେ ସ୍ଥାପନ ପାଇଁ ଦେଇଥିବା…

ମାର୍ଚ୍ଚ ୩୧ ଶେଷ ତାରିଖ: ତା’ପରେ ଆଉ ଧାନ ନେବେନି ସରକାର

ଭୁବନେଶ୍ଵର: ମାର୍ଚ୍ଚ ୩୧ ଧାନ କିଣା ପାଇଁ ଶେଷ ତାରିଖ । ମାର୍ଚ୍ଚ ୩୧ ପରେ ଆଉ ଧାନ ନେବେନାହିଁ ସରକାର । ଧାନ କିଣା ଡେଡଲାଇନ୍ ବତାଇ କିଛି ଏପରି ସୂଚନା ଦେଇଛନ୍ତି ଖାଦ୍ୟ ଏବଂ ଯୋଗାଣ ମନ୍ତ୍ରୀ କୃଷ୍ଣ…

ମୋର ଯୋଗ୍ୟତା ନାହିଁ ବୋଲି ଭାବିଲି, ଗଲିନି: ଜୟ ନାରାୟଣ

ଭୁବନେଶ୍ବର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ନେଇ ପ୍ରସ୍ତୁତି ବୈଠକରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର କ୍ଷୋଭ ପ୍ରକାଶ କରିଛନ୍ତି। ପ୍ରସ୍ତୁତି ବୈଠକରେ ପଛରେ ବସିବା ପ୍ରସଙ୍ଗରେ ସେ ନିଜର ମତ ରଖି ତେରଛା ବାଣ ମାରିଛନ୍ତି। ସେ…

କ୍ୟାରମ ଖେଳକୁ କେନ୍ଦ୍ର କରି ହତ୍ୟାକାଣ୍ଡ: ଡିସିପି

କଟକ: ହୋଲିରେ କଟକ ଶ୍ରୀକୃଷ୍ଣ ବିହାର ଅଞ୍ଚଳରେ ଯୁବକଙ୍କୁ ଗୁଳି କରି ହତ୍ୟା ଘଟଣା । କ୍ୟାରମ୍ ଖେଳକୁ କେନ୍ଦ୍ରକରି ଯୁବକଙ୍କୁ ଗୁଳି କରି ହତ୍ୟା କରିଥିଲେ ଦୁର୍ବୃତ୍ତ । ପ୍ରେସମିଟ୍ କରି ଏନେଇ ସୂଚନା ଦେଇଛନ୍ତି କଟକ ଡିସିପି ।…