State

ସରକାରୀ ଚାକିରି କରୁଥିବା ସ୍ୱାମୀ ସ୍ତ୍ରୀ, ପିଲାମାନଙ୍କର ଭରଣପୋଷଣ କରିବା ବାଧ୍ୟତାମୂଳକ: ଓଡ଼ିଶା ହାଇକୋର୍ଟ

କଟକ,୧୩।୩: ଓଡ଼ିଶା ହାଇକୋର୍ଟ ମନ୍ତବ୍ୟ ଦେଇଛନ୍ତି ଯେ ସରକାରୀ ଚାକିରି କରୁଥିବା ଜଣେ ସକ୍ଷମ ସ୍ୱାମୀଙ୍କୁ ତାଙ୍କ ସ୍ତ୍ରୀ ଏବଂ ପିଲାମାନଙ୍କର ଭରଣପୋଷଣ କରିବା ଆଇନଗତ ଭାବରେ ବାଧ୍ୟତାମୂଳକ। ଏପରିକି ସେମାନଙ୍କ ମଧ୍ୟରେ କୌଣସି ବୈବାହିକ କିମ୍ବା ଅନ୍ୟାନ୍ୟ ମତଭେଦ ଥିଲେ…

ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଦ୍ୱାଦଶ ଶ୍ରେଣୀ ପରେ ବି.ଏଡ୍ ପାଇଁ ନାମ ଲେଖାଇପାରିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର,୧୩ା୩: ଓଡ଼ିଶାରେ ଶିକ୍ଷକ ଶିକ୍ଷାରେ ସଂସ୍କାର ଆଣିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଉଚ୍ଚଶିକ୍ଷା ବିଭାଗ ବଡ ଘୋଷଣା କରିଛି। ଏଣିକି ଛାତ୍ରଛାତ୍ରୀମାନେ ଦ୍ୱାଦଶ ଶ୍ରେଣୀ ସମାପ୍ତ କରିବା ପରେ ତୁରନ୍ତ ଶିକ୍ଷା ସ୍ନାତକ (B.Ed) ପାଠ୍ୟକ୍ରମରେ ନାମ ଲେଖାଇପାରିବେ…

ପାଓ୍ବାର ଚେନାଲରେ ବୁଡ଼ି ଭିସୁଟର ଛାତ୍ରଙ୍କ ମୃତ୍ୟୁ

ବୁର୍ଲା: ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ବବିଦ୍ୟାଳୟ(ଭିସୁଟ୍)ର ଜଣେ ଛାତ୍ରଙ୍କ ପାଣିରେ ବୁଡ଼ି ମୃତ୍ୟୁ ହୋଇଛି। ଛାତ୍ର ଜଣକ ଅନ୍ୟ ବନ୍ଧୁଙ୍କ ସହ ହୀରାକୁଦ ନଦୀବନ୍ଧ ପାୱାର ଚେନାଲର ‘ଅଠରହଜାର’କୁ ଗାଧୋଇବାକୁ ଯାଇଥିଲେ। ଅସାବଧାନତା ଯୋଗୁଁ ପାଣିରେ ବୁଡ଼ି ଯାଇଥିଲେ।…

ଗତ ୫ ବର୍ଷରେ ଓଡ଼ିଶାରେ ସଡ଼କ ଦୁର୍ଘଟଣାରେ ୫୪୩୩ଜଣଙ୍କ ମୃତ୍ୟୁ

ଭୁବନେଶ୍ବର: ଗତ ୫ ବର୍ଷରେ ଓଡ଼ିଶାରେ ସଡ଼କ ଦୁର୍ଘଟଣାରେ ମୋଟ ୫୪୩୩ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ଆଜି ବିଧାନସଭାରେ ପରିବହନ ମନ୍ତ୍ରୀ ବିଭୂତିଭୂଷଣ ଜେନା ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସଡ଼କ ସୁରକ୍ଷା ମାସରେ ସଡ଼କ ଦୁର୍ଘଟଣାରେ ଯାଇଛି ୫୦୫ ଜୀବନ।…

କଟକ ବୟାଳିଶି ମୌଜାରେ ବେଆଇନ ବନ୍ଧୁକ କାରଖାନା ଠାବ: ବନ୍ଧା ହେଲେ ୪ ଅଭିଯୁକ୍ତ

କଟକ: କଟକ ବୟାଳିଶି ମୌଜାରୁ ଏକ ବେଆଇନ ବନ୍ଧୁକ କାରଖାନା ଠାବ କରିଛି କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍। ଏଠାରୁ ଶହ ଶହ ବନ୍ଧୁକ ଓ ମାଗାଜିନ୍ ବି ଜବତ କରାଯାଇଛି। ବନ୍ଧୁକ କାରଖାନା ଠାବ କରିବା ସହ ୪ଜଣଙ୍କୁ ଗିରଫ କରିଛି କ୍ରାଇମ୍ବ୍ରାଞ୍ଚ…

ଏମଏସଏମଇ ଏବଂ ଆଇଟି କ୍ଷେତ୍ରର ଅଭିବୃଦ୍ଧି ପାଇଁ ଓଡ଼ିଶା ସରକାର ନିର୍ମାଣ ନିୟମକୁ ସହଜ କଲେ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗ, ଓଡ଼ିଶା ନଗର ଯୋଜନା ଏବଂ ଉନ୍ନତି ଟ୍ରଷ୍ଟ (ଯୋଜନା ଏବଂ କୋଠା ମାନକ) ନିୟମ, ୨୦୨୧(ବିଜ୍ଞପ୍ତି ନମ୍ବର ୪୬୭, ତାରିଖ ୨୧.୦୨.୨୦୨୫) ଏବଂ ଓଡ଼ିଶା ଉନ୍ନୟନ କର୍ତ୍ତୃପକ୍ଷ (ଯୋଜନା ଏବଂ…

ନଦୀ ନାଳ ନିକଟରେ ରହୁଥିବା ଲୋକମାନଙ୍କ ପ୍ରତି ରହିଛି କର୍କଟ ରୋଗ ବିପଦ : ଆଇସିଏମ୍‌ଆର

ଭୁବନେଶ୍ୱର,୧୨।୩: ଦେଶର ସର୍ବୋଚ୍ଚ ମେଡିକାଲ ପ୍ୟାନେଲ୍, ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ICMR) ଦ୍ୱାରା ନିକଟରେ କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡିଛି ଯେ ନଦୀ ନାଳ ନିକଟରେ ରହୁଥିବା ଲୋକମାନେ କର୍କଟ ରୋଗରେ ପୀଡିତ ହେବାର ବିପଦର ସମ୍ମୁଖୀନ ହୁଅନ୍ତି।…

ମଦ ପିଇ ହୋଲି ଖେଳିଲେ ବନ୍ଧା ହେବେ

ଭୁବନେଶ୍ୱର,୧୨ା୩: ହୋଲି ପାଇଁ ଗାଇଡ୍‌ଲାଇନ୍‌ ଜାରି କଲା କମିଶନରେଟ୍‌ ପୋଲିସ। ମଦ ପିଇ ହୋଲି ଖେଳିଲେ ବନ୍ଧା ହେବେ ବୋଲି ପ୍ରେସ୍‌ମିଟ୍‌ କରି କହିଛନ୍ତି ଭୁବନେଶ୍ବର ଡିସିପି ଜଗମୋହନ ମୀନା। ମଦ୍ୟପାନ କରି କୌଣସି ନଦୀ, ପୋଖରୀରେ ଗାଧୋଇବା ଉପରେ ମଧ୍ୟ…

ଭୁବନେଶ୍ୱରର ପଳାସୁଣୀ ବ୍ରିଜ୍‌ର ୬-ଲେନିଂକୁ ଅନୁମୋଦନ କଲେ କେନ୍ଦ୍ର ସରକାର

ଭୁବନେଶ୍ୱର: ଓଡ଼ିଶା ରାଜଧାନୀ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ, କେନ୍ଦ୍ର ସରକାର ଜାତୀୟ ରାଜପଥ (ଏନଏଚ)-୧୬ରେ ପଳାସୁଣୀ ସେତୁର ଛଅ ଲେନ ନିର୍ମାଣ ପାଇଁ ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି। ବୁଧବାର ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏ ସମ୍ପର୍କରେ ସୂଚନା…

ଚଳିତ ବର୍ଷ ପ୍ରଥମ ଥର ଓଡ଼ିଶାରେ ୪୦ ଡିଗ୍ରୀ ଅତିକ୍ରମ କଲା ତାପମାତ୍ରା

ଭୁବନେଶ୍ୱର: ଚଳିତ ବର୍ଷ ୨୦୨୫ ମସିହାରେ ପ୍ରଥମ ଥର ପାଇଁ ଓଡ଼ିଶାର ତାପମାତ୍ରା ୪୦ ଡିଗ୍ରି ସେଲସିୟସ୍ ଅତିକ୍ରମ କରିଛି। ବୌଦ୍ଧର ତାପମାତ୍ରା ୪୦.୫ ଡିଗ୍ରି ସେଲସିୟସ୍ ଛୁଇଁଥିବ‌ା ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି। ଆଇଏମଡିର ସଦ୍ୟତମ ତଥ୍ୟ…