State

ତାରା ବାହିନୀପତି ବିଧାନସଭାରୁ ୭ ଦିନ ପାଇଁ ସସ୍‌ପେଣ୍ଡ

ଭୁବନେଶ୍ବର: ଗୃହରୁ ସସପେଣ୍ଡ ହୋଇଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି। ବିଶୃଙ୍ଖଳିତ ଆଚରଣ ପାଇଁ ୭ ଦିନ ପାଇଁ ଗୃହରୁ ସସପେଣ୍ଡ ହେଲେ ତାରା। ତାଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ସୂଚନା ମୁତବକ, ମଙ୍ଗଳବାର ବିଧାନସଭା ଅଧିବେଶନ ଚାଲିଥିବା…

ଲଣ୍ଠନ ଧରି ମୁଖ୍ୟମନ୍ତ୍ରୀଙ୍କୁ ଖୋଜିଲେ ବିଜେଡି ବିଧାୟକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ହଜି ଯାଇଛନ୍ତି । ତେଣୁ ତାଙ୍କୁ ଖୋଜିବାକୁ ବାହାରିଛନ୍ତି ବିଜେଡି ବିଧାୟକ । ହାତରେ ଧରିଛନ୍ତି ଲଣ୍ଠନ । ବିଧାନସଭାରେ କୋଠରୀରୁ କୋଠରୀ ବୁଲି ଖୋଜୁଛନ୍ତି ମୁଖ୍ୟମନ୍ତ୍ରୀଙ୍କୁ ।ଆଜି ଗୃହରେ ବିଜେପି ବିଧାୟକଙ୍କ ଗୁଣ୍ଠାରାଜ ଦେଖିବାକୁ…

ସିବିଏସଇ ଦ୍ୱାଦଶ ଶ୍ରେଣୀର ଇଂରାଜୀ ପ୍ରଶ୍ନପତ୍ର ପରିବର୍ତ୍ତନ

ମୟୂରଭଞ୍ଜ: ଓଡ଼ିଶାରେ ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଏକ ବଡ଼ ଅନିୟମିତତା ସାମ୍ନାକୁ ଆସିଛି। ମଙ୍ଗଳବାର ମୟୂରଭଞ୍ଜ ଜିଲ୍ଲାର ବଡ଼ସାହି ଆଦର୍ଶ ବିଦ୍ୟାଳୟର ୩୨ ଜଣ ଛାତ୍ରଛାତ୍ରୀଙ୍କ ସିବିଏସଇ ଦ୍ୱାଦଶ ଶ୍ରେଣୀ ପ୍ରଶ୍ନପତ୍ର ପରିବର୍ତ୍ତନ ହେବା ପରେ ସେମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।…

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ସୃଷ୍ଟି ହେଲେ ୮ ଲକ୍ଷରୁ ଅଧିକ ଲକ୍ଷପତି ଦିଦି

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ନିର୍ଦ୍ଦେଶକ୍ରମେ ଆଜି ସମଗ୍ର ରାଜ୍ୟରେ ଲକ୍ଷପତି ଦିଦି ଯୋଜନା ଉପରେ ଏକ ଦିବସୀୟ ଜିଲ୍ଲାସ୍ତରୀୟ କର୍ମଶାଳା ଆୟୋଜିତ ହୋଇଯାଇଛି । ସମନ୍ୱୟ ଓ ସହଭାଗିତା ମାଧ୍ୟମରେ ବିଭିନ୍ନ ଜୀବନ ଜୀବିକା କାର୍ଯ୍ୟକଳାପକୁ ତ୍ୱରାନ୍ୱିତ କରିବା ଏବଂ…

ଦୁଇ ବିଧାୟକଙ୍କ ବିରୋଧରେ ଚାଲିବ ନିର୍ବାଚନୀ ଅନିୟମିତତା ମାମଲା

କଟକ: ଜଳେଶ୍ଵର ବିଜେଡି ବିଧାୟକ ଅଶ୍ୱିନୀ ପାତ୍ର ଓ ନର୍ଲା ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କୁ ହାଇକୋର୍ଟରୁ ଝଟକା ମିଳିଛି । ବିଧାନସଭା ନିର୍ବାଚନୀ ଅନିୟମିତତା ଅଭିଯୋଗ ମାମଲାରେ ଏହି ଦୁଇ ବିଧାୟକଙ୍କୁ ନିରାଶ ହେବାକୁ ପଡିଛି । ନିର୍ବାଚନ ଅନିୟମିତତା…

କାହିଁକି ‘ବନ୍ଦେ ଉତ୍କଳ ଜନନୀ’ ଗାଇବେ? ‘ବନ୍ଦେ ଓଡିଶା ଜନନୀ’ ଗାଇଲେ ଆପତ୍ତି ନାହିଁ

ଭୁବନେଶ୍ବର: ‘କାହିଁକି ବନ୍ଦେ ଉତ୍କଳ ଜନନୀ ଗାଇବେ? ବନ୍ଦେ ଓଡିଶା ଜନନୀ ଗାଇଲେ ମୋର କିଛି ଆପତ୍ତି ନାହିଁ ।’ କିଛି ଏଭଳି କହି ଉତ୍କଳ ଏବଂ କୋଶଳ ଓ କଳିଙ୍ଗ ପ୍ରସଙ୍ଗ ଉଠାଇଥିବା ଜୟନାରାୟଣ ଏବେ ଏନେଇ ସ୍ପଷ୍ଟିକରଣ ଦେଇଛନ୍ତି…

୧୦ ବର୍ଷରେ ହାତୀ ନେଲାଣି ହଜାରରୁ ଅଧିକ ମୁଣ୍ଡ

ଭୁବନେଶ୍ବର: ବଢି ଚାଲିଛି ହାତୀଙ୍କ ଉପଦ୍ରବ । ଜଙ୍ଗଲ ଛାଡି ଗାଁ ଏବଂ ସହର ମୁହାଁ ହେଉଛନ୍ତି ହାତୀପଲ । ପ୍ରତିଦିନ ହାତୀ ଆତଙ୍କରେ ଧନଜୀବନ କ୍ଷତି ହେଉଛି । ଯାହାକୁ ନେଇ ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ଜଙ୍ଗଲ ପରିବେଶ…

ଭୁବନେଶ୍ବର ଏମ୍ସ ନିକଟରେ ବୁଲୁଛି ହାତୀ, ଘଉଡ଼ାଇବାକୁ ବନ ବିଭାଗ ପକ୍ଷରୁ ଉଦ୍ୟମ

ଭୁବନେଶ୍ବର : ରାଜଧାନୀରେ ବୁଲୁଛି ହାତୀ। ଭୁବନେଶ୍ବର ଏମ୍ସ ନିକଟ କାଜୁ ବଗିଚାରେ କାଲି ରାତିରୁ ଫସି ରହିଛି ଦନ୍ତାହାତୀ । ଲୋକଙ୍କୁ ସତର୍କ ରହିବା ସହ ହାତୀ ପାଖକୁ ନଯିବାକୁ ସଚେତନ କରାଯାଉଛି। ଡାକବାଜି ଯନ୍ତ୍ର ଦ୍ବାରା ଲୋକଙ୍କୁ ସଚେତନ…

ରାଜ୍ୟରେ ବର୍ତ୍ତମାନ ମୋଟ ୮୫୫ ଟି ଆମ୍ବୁଲାନ୍ସ କାର୍ଯ୍ୟକ୍ଷମ ଅଛି: ମନ୍ତ୍ରୀ

ଭୁବନେଶ୍ୱର: ବିଧାନସଭାରେ ବିଧାୟକ ମାନସ କୁମାର ଦତ୍ତ ପ୍ରଶ୍ନ କରିଥିଲେ ଯେ, ଓଡିଶାରେ ୧୦୮ ଆମ୍ବୁଲାନ୍ସ ସେବା ଉପଲବ୍ଧ କରାଇବା କେତେଗୋଟି ଆମ୍ବୁଲାନ୍ସ ବର୍ତ୍ତମାନ କାର୍ଯ୍ୟକ୍ଷମ ଅଛି; କେତେଗୋଟି ନୂଆ ଆମ୍ବୁଲାନ୍ସ ଆଣିବାର ଯୋଜନା ରହିଛି ? ଯାହାର ଉତ୍ତର ଦେଇ…

ଆରୁହା ପାହାଡ଼ରେ ବେଆଇନ ଖନନ ଓ କଳାପଥର ଚୋରା ଚାଲାଣକୁ ବିରୋଧ, ମାଫିଆଙ୍କ ଛତ୍ରଭଙ୍ଗ

ଯାଜପୁର: ଦିନରାତି ପାହାଡ଼ରେ ଚାଲିଛି ୱାଗନ ବ୍ଲାଷ୍ଟିଂ । ବେଆଇନ ଭାବେ ବ୍ଲାଷ୍ଟିଂ ଦ୍ୱାରା ସମଗ୍ର ଅଞ୍ଚଳରେ ମୃଦୁ ଭୂମିକମ୍ପ ସୃଷ୍ଟି । ପାହାଡ଼ରୁ ବେଆଇନ ଭାବେ ଖନନ ସହ ଶହ ଶହ ଟ୍ରିପ୍ କଳାପଥର ଚୋରା ଚାଲାଣ କରାଯାଉଛି ।…