State

୨୪ ବର୍ଷରେ ନବୀନ ସରକାର ସ୍ଲୋଗାନରେ ସୀମିତ ଥିଲା: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ସୁଭଦ୍ରା’ ଯୋଜନାର ୨ୟ କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗଞ୍ଜାମ ଜିଲା ବ୍ରହ୍ମପୁର ବିବେକ ବିହାରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ସୁଭଦ୍ରା ଟଙ୍କା ରିଲିଜ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।…

ମାର୍ଚ୍ଚରେ ତାପମାତ୍ରା ୪୦ ଡିଗ୍ରି ଛୁଇଁବ: ୨ ସପ୍ତାହରେ ତାପମାତ୍ରା ୩ ରୁ ୪ ଡିଗ୍ରି ବୃଦ୍ଧି ପାଇବା ପୂର୍ବାନୁମାନ

ଭୁବନେଶ୍ୱର: ମାର୍ଚ୍ଚ ୯ ତାରିଖ ଠାରୁ ତାପମାତ୍ରା ୩ ରୁ ୪ ଡିଗ୍ରି ସେଲସିୟସ୍ ବୃଦ୍ଧି ପାଇବାର ସମ୍ଭାବନା ରହିଛି ବୋଲି ଆଇଏମଡି ପୂର୍ବାନୁମାନ କରିଛି। ପାଣିପାଗ ବିଶେଷଜ୍ଞମାନେ ଏହା ମଧ୍ୟ ସତର୍କ କରାଇ ଦେଇଛନ୍ତି ଯେ, ଆଗାମୀ ୨ ସପ୍ତାହ…

ମା’ ମାନଙ୍କୁ ବିଭ୍ରାନ୍ତ କରିବାକୁ ବିଜେପିର ଅପଚେଷ୍ଟାକୁ ବିରୋଧୀ କରିବାକୁ ନବୀନଙ୍କ ଆହ୍ୱାନ

ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ବିଶ୍ୱ ମହିଳା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଜୁ ମହିଳା ଜନତା ଦଳର କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଥିଲେ ଯେ, ମାଆ…

ସାଇବର ଠକେଇ: ୮୭ ଲକ୍ଷ ଟଙ୍କା ଠକିଥିବା ଅଭିଯୋଗରେ ଦିଲ୍ଲୀ ମହିଳା ଗିରଫ

ଭୁବନେଶ୍ୱର : ୮୭ ଲକ୍ଷ ଟଙ୍କାର ଅନଲାଇନ୍ ଠକେଇ ଅଭିଯୋଗରେ ଦିଲ୍ଲୀରୁ ଜଣେ ମହିଳାଙ୍କୁ ଗିରଫ କଲା ଓଡ଼ିଶା କ୍ରାଇମବ୍ରାଞ୍ଚ୍‌ । ଗିରଫ ମହିଳା ଜଣକ ଦକ୍ଷିଣ ଦିଲ୍ଲୀର ବନ୍ଦନା ବାୱା ବୋଲି ଚିହ୍ନଟ କରାଯାଇଛି । ତେବେ ମହିଳାଙ୍କ ନିକଟରୁ…

ଖାତାକୁ ଆସିଲା ‘ସୁଭଦ୍ରା’ ଦ୍ବିତୀୟ କିସ୍ତି

ବ୍ରହ୍ମପୁର: ଖାତାକୁ ଆସିଲା ‘ସୁଭଦ୍ରା’ ଦ୍ବିତୀୟ କିସ୍ତି ଟଙ୍କା । ପ୍ରାୟ ୧ କୋଟି ମହିଳାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ଟଙ୍କା । ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଜ୍ୟର ପ୍ରାୟ ୧କୋଟି ହିତାଧିକାରୀ ପାଇଛନ୍ତି ସୁଭଦ୍ରା ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା…

ଖରିଫ ଋତୁରେ ୧୫.୬୫ ଲକ୍ଷ ଚାଷୀଙ୍କଠାରୁ ୭୦ ଲକ୍ଷ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଲୋକସେବା ଭବନରେ ବିଭାଗର ବିଭିନ୍ନ କାର୍ଯ୍ୟକଳାପ ଏବଂ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ଏହି ବୈଠକରେ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ସଚିବ ସଞ୍ଜୟ…

ଗୋଷ୍ଠି ସଂଘର୍ଷ, ୫ ଆହତ, ଜଣେ ଗୁରୁତର

ଖୋର୍ଦ୍ଧା: ରଣକ୍ଷେତ୍ର ପାଲଟିଲା ଗୁଣ୍ଡୁରପୁର ଛକ । ଖୋର୍ଦ୍ଧା ଗୁଣ୍ଡୁରପୁର ଛକରେ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ । ଗତକାଲି ବିଳମ୍ବିତ ରାତିରେ ଗଣ୍ଡଗୋଳ ହୋଇଥିବା ନେଇ ସୂଚନା ମିଳିଛି । ତେବେ ଗଣ୍ଡଗୋଳ ବେଳେ ୨ଟି ବାଇକ୍‌ ପୋଡ଼ିଦେବା ସହ…

ବିବାହ ଶୋଭାଯାତ୍ରା ବେଳେ ଗଣ୍ଡଗୋଳରୁ ଛୁରାମାଡ଼, ୩ ଆହତ

ବ୍ରହ୍ମପୁର : ବିବାହ ଶୋଭାଯାତ୍ରା ବେଳେ ଗଣ୍ଡଗୋଳରୁ ଛୁରାମାଡ଼ ଯୋଗୁ ୩ ଜଣ ଆହତ ହୋଇଛନ୍ତି । ଗଞ୍ଜାମ ଜିଲା ଖଲ୍ଲିକୋଟ ଅନ୍ତର୍ଗତ ଚଣ୍ଡୀପୀଠ ଗ୍ରାମରେ ଶୁକ୍ରବାର ରାତିରେ ଏହି ଘଟଣା ଘଟିଛି । ଚଣ୍ଡୀପୀଠ ଗ୍ରାମକୁ ବିବାହ ଉତ୍ସବରେ ଯୋଗଦେବା…

ସରିଲା ଅନୁଭବ- ଜାଗୃତିଙ୍କ ନିର୍ବନ୍ଧ; ଆସନ୍ତା ୧୧ରେ ପଡିବ ହାତଗଣ୍ଠି !

ଭୁବନେଶ୍ଵର: ଦୀର୍ଘ ଦିନର ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ । ସରିଲା ନିର୍ବନ୍ଧ ପଡିବ ହାତଗଣ୍ଠି । ଶେଷରେ ଜାଗ୍ରତିଙ୍କ ହାତ ଧରିଲେ ଅନୁଭବ ମହାନ୍ତି । ନିର୍ବନ୍ଧ କଲେ, ମୁଦି ଦିଆନିଆ ହେଲେ। ଆଉ ଦିନ କେଇଟା ପରେ ପଡ଼ିବ ଉଭୟଙ୍କର…

ଖେଳୁ ଖେଳୁ ଷ୍ଟିଲ ଗରାରେ ପଶିଲା ୪ ବର୍ଷର ଶିଶୁର ମୁଣ୍ଡ

ବଣାଇ: ଖେଳୁ ଖେଳୁ ଷ୍ଟିଲ ଗରାରେ ପଶିଲା ୪ ବର୍ଷର ଶିଶୁର ମୁଣ୍ଡ। ଡାକ୍ତରଖାନାରେ କଟରରେ ଗରାକୁ କାଟି ବାହାର ଗଲା ଶିଶୁରୁ ମୁଣ୍ଡ । ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଜାଙ୍ଗଳା ଗାଁରେ ଘଟିଛି ଏପରି ଘଟଣା । ସୂଚନା…