State

ପିଜି ପାଇଁ ମାର୍ଚ୍ଚ ୧୦ରୁ ନାମଲେଖା ଆବେଦନ

ଭୁବନେଶ୍ଵର: ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟା । ଏନେଇ ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିନିମନ୍ତେ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ମାର୍ଚ୍ଚ ୧୦ ତାରିଖ ଠାରୁ Common…

ରାଜ୍ୟରେ ହ୍ୱାଟ୍ସଆପ୍-ଭିତ୍ତିକ ନାଗରିକ ସେବା ଆରମ୍ଭ ହେବ: ଓଡ଼ିଶା ସରକାର ଏବଂ ମେଟା ମଧ୍ୟରେ ଚୁକ୍ତି

ଭୁବନେଶ୍ୱର: ଓଡ଼ିଶା ସରକାର ଏବଂ ମେଟା ଏକ ଏକୀକୃତ ହ୍ୱାଟ୍ସଆପ୍ ଚାଟବଟ୍ ଆରମ୍ଭ କରିବାକୁ ଚୁକ୍ତି କରିଛନ୍ତି ଯାହା ରାଜ୍ୟର ୪୫ ନିୟୁତରୁ ଅଧିକ ଲୋକଙ୍କୁ ସମସ୍ତ ସାର୍ବଜନୀନ ସେବା ପ୍ରଦାନ କରିବାକୁ ସକ୍ଷମ ହେବ। ଏହି ଚାଟବଟ୍ ମାଧ୍ୟମରେ, ନାଗରିକମାନେ…

ବ୍ରହ୍ମପୁରରେ ସୁଭଦ୍ରା ଦ୍ବିତୀୟ କିସ୍ତି ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଛତ୍ରପୁର : ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଶନିବାର ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ଗଞ୍ଜାମ ଜିଲାର ବ୍ରହ୍ମପୁର ବିବେକ ବିହାରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭାରମ୍ଭ କରିବେ। ବିବେକ ବିହାରରେ ସକାଳ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି…

ମାର୍ଚ୍ଚ ୧୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର – ମାର୍ଚ୍ଚ ୧୦ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଚାଲିଥିବାରୁ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଛି। ପରବର୍ତ୍ତୀ ଅଭିଯେଗ ଶୁଣାଣିର ତାରିଖ ସମ୍ପର୍କରେ ଖବରକାଗଜ ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ…

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୨୩୩ ସଙ୍ଗୀତ ଶିକ୍ଷକ ପଦବୀ ଖାଲି ରହିଛି

ଭୁବନେଶ୍ବର: ରାଜ୍ୟର ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୨୩୩ଟି ସଙ୍ଗୀତ ଶିକ୍ଷକ ପଦବୀ ଖାଲି ରହିଛି। ବିଭିନ୍ନ ନ୍ୟାୟାଳୟରେ ନିଯୁକ୍ତି ପ୍ରକ୍ରିୟା ଉପରେ ମାମଲା ବିଚାରାଧୀନ ଥିବାରୁ ଖାଲିଥିବା ପଦବୀଗୁଡ଼ିକରେ ୨୦୧୯ ମସିହାରୁ ନିଯୁକ୍ତି ପ୍ରକ୍ରିୟା ହୋଇପାରି ନାହିଁ ବୋଲି ଶୁକ୍ରବାର ବିଧାନସଭାରେ…

ପାଚିକା ସଂଘର ହାଣ୍ଡିଛାଡ ଆନ୍ଦୋଳନ

ଭୁବନେଶ୍ୱର,୭।୩: ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ପାଚିକା ସଂଘର ହାଣ୍ଡିଛାଡ ଆନ୍ଦୋଳନ। ରାଜ ରାସ୍ଥାରେ ନିଖିଳ ଓଡ଼ିଶା ମଧ୍ୟାହ୍ନ ଭୋଜନ ପାଚିକା ମହାସଂଘ ୧୦ ଦଫା ଦାବିରେ ବିକ୍ଷୋଭ କରିଛନ୍ତି। ଦୈନିକ ୪୫୨ ଟଙ୍କା ହିସାବରେ ମାସିକ ଦରମା ଦେବାକୁ ଦାବି କରିଛନ୍ତି।…

ଭାଇରାଲ ହେଉଛି ବିଧାୟକଙ୍କ ନିଆଁ ଲିଭାଇବା ଫଟୋ

ଭୁବନେଶ୍ୱର,୭।୩: ବଡ଼ପଣ ଦେଖାଇଲେ ବଡ଼ଚଣା ବିଧାୟକ ଅମର ନାୟକ। ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଳମ୍ବିତ ରାତିରେ ସେ ଭୁବନେଶ୍ୱର ଫେରୁଥିବା ସମୟରେ ଚଣ୍ଡିଖୋଲ ନେଳିଆ ଛକରେ କାଳିଆ ଜଳଖିଆ ଦୋକାନରେ ସର୍ଟସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଦେଖିବାକୁ ପାଇଥିଲେ।…

ପ୍ରିୟଙ୍କା ଗାନ୍ଧୀଙ୍କୁ ଭେଟିଲେ ପିସିସି ସଭାପତି

ନୂଆଦିଲ୍ଲୀ/ ଭୁବନେଶ୍ୱର,୭।୩: କଂଗ୍ରେସ ମହା ସଚିବ ପ୍ରିୟଙ୍କା ଗାନ୍ଧୀଙ୍କୁ ଶୁକ୍ରବାର ଶନୂଆଦିଲ୍ଲୀ ସ୍ଥିତ ଇନ୍ଦିରା ଭବନରେ ପିସିସି ସଭାପତି ଭକ୍ତ ଚରଣ ଦାସ ସାକ୍ଷାତ କରିଛିନ୍ତି। ଏହି ସମୟରେ ରାଜ୍ୟରେ ମହିଳା ନିର୍ଯ୍ୟାତନା ସମ୍ପର୍କରେ ଆଲୋଚନା କରିଛନ୍ତି । ଅନ୍ୟପକ୍ଷେ ,୧୦ରୁ…

ବାରବାଟୀ କ୍ରିକେଟ ଷ୍ଟାଡିୟମର ନବୀକରଣ ପାଇଁ ସରକାରଙ୍କ କୌଣସି ପ୍ରସ୍ତାବ ନାହିଁ: ମନ୍ତ୍ରୀ

ଭୁବନେଶ୍ବର: ବାରବାଟୀ କ୍ରିକେଟ ଷ୍ଟାଡିୟମର ନବୀକରଣ ନେଇ ଓଡ଼ିଶା ବିଧାନସଭାରେ ପ୍ରଶ୍ନ ଉଠାଇଲେ କଟକ ବିଧାୟିକା ସୋଫିଆ ଫିରଦୋସ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇ କହିଛନ୍ତି ଯେ, ବାରବାଟୀ କ୍ରିକେଟ ଷ୍ଟାଡିୟମର ନବୀକରଣ ପାଇଁ ସରକାରଙ୍କ କୌଣସି ପ୍ରସ୍ତାବ…

ପୁଲିସ ବିଭାଗର ଆଧୁନିକୀକରଣ ଓ ସଂସ୍କାର ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:: ପୁଲିସ ଚାକିରିରେ ନିଜର ବ୍ୟକ୍ତିଗତ ଜୀବନରେ ଅନେକ ତ୍ୟାଗ ଦେବାକୁ ପଡିଥାଏ । ସାଧାରଣତ ଗରିବ, ମହିଳା ଏବଂ ପିଲାମାନଙ୍କର ସୁରକ୍ଷା ପୁଲିସ ଉପରେ ନିର୍ଭର କରେ। ୟୁନିଫର୍ମ ସର୍ଭିସ୍‌କୁ ଗର୍ବ ଏବଂ ଜନସାଧାରଣଙ୍କ ସେବାର ଏକ ମାଧ୍ୟମ ଭାବେ…