State

ବିଜୁ ପଟ୍ଟନାୟକଙ୍କୁ ବିଜେଡି ନିଜର ପେଟେଣ୍ଟ ବୋଲି ବିଚାର କରୁଛି: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ବର: ଶୁକ୍ରବାର ଦିନ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆରମ୍ଭ ହେବା ମାତ୍ରେ ବିରୋଧୀ ଦଳ ସଦସ୍ୟମାନେ ହୋହଲ୍ଲା କରିବାରୁ ଓଡ଼ିଶା ବିଧାନସଭା ଅଚଳ ହୋଇପଡ଼ିଥିଲା। ବିଜୁ ଜନତା ଦଳର ବିଧାୟକମାନେ ପଞ୍ଚାୟତିରାଜ ଦିବସ ପାଳନକୁ ବିଜୁ ପଟ୍ଟନାୟକଙ୍କ ଜନ୍ମବାର୍ଷିକୀ…

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ

କଟକ : ଓଡିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ। ଜଷ୍ଟିସ ଟଣ୍ଡନଙ୍କୁ ମୁଖ୍ୟ ବିଚାରପତି ନିଯୁକ୍ତି ପାଇଁ ସୁପ୍ରିମକୋର୍ଟଙ୍କ କଲେଜିୟମ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଛନ୍ତି । ଏବେ କଲିକତା ହାଇକୋର୍ଟରେ ବରିଷ୍ଠ ବିଚାରପତି ଅଛନ୍ତି…

ମାର୍ଚ୍ଚ ୮ ଓ ୯ରେ ହେବାକୁ ଥିବା ଓଡ଼ିଶା ପୋଲିସ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ

ଭୁବନେଶ୍ବର: ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ । ମାର୍ଚ୍ଚ ୮ ଏବଂ ୯ ତାରିଖରେ ହେବାକୁ ଥିବା ଓଡ଼ିଶା ପୋଲିସର ଗ୍ରୁପ୍‌ ବି ପରୀକ୍ଷା ସ୍ଥଗିତ କରାଯାଇଛି । ଓପିଆରବି ଦ୍ୱାରା ହେବାକୁ ଥିବା…

ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କୁ ପିଟି ପିଟି ହତ୍ୟା

ପିପିଲି: ନିଶାରେ ଅଭ୍ୟସ୍ତଙ୍କୁ ନିଶାରୁ ଦୂରେଇବା ପାଇଁ ଖୋଲା ଯାଇଛି ନିଶା ନିବାରଣ କେନ୍ଦ୍ର । ହେଲେ ସେଠାରେ ନିଶାଗ୍ରସ୍ତଙ୍କୁ ଭଲ କରିବା ବଦଳରେ ଜୀବନ ଯାଉଛି । ପିଟି ପିଟି ଯୁବକକୁ ମାରି ଦେଇଥିବାର ପରିବାର ଲୋକେ ଅଭିଯୋଗ କରିଛନ୍ତି…

ତେନ୍ତୁଲି ପଦର ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ୩୦ ବଖରା ଧ୍ଵଂସ ସ୍ତୁପରେ ପରିଣତ

ଆଠମଲ୍ଲିକ : ଆଠମଲ୍ଲିକ ବ୍ଲକ ଲୁହାସିଙ୍ଗା ପଞ୍ଚାୟତ ତେନ୍ତୁଲି ପଦର ଗ୍ରାମରେ ଘଟିଯାଇଛି ଭୟାବହ ଅଗ୍ନିକାଣ୍ଡ । ଆଜି ଅପରାହ୍ନ ପ୍ରାୟ ୪ ଟା ବେଳେ ଅଗ୍ନିକାଣ୍ଡ ଘଟିଥିଲା । ୯ ଟି ପରିବାର ସର୍ବସ୍ବାନ୍ତ ହୋଇଥିବାବେଳେ ୩୦ ବଖରା ଧ୍ଵଂସ…

ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କ ସହ ୫ ସଦସ୍ୟଙ୍କୁ ବହିଷ୍କାର କଲେ ସରକାର

ଭୁବନେଶ୍ବର: ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ରାଜ୍ୟ ସରକାର । ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କୁ କାର୍ଯ୍ୟରୁ ବିଦା କଲେ ସରକାର । ଗୁରୁବାର ମନ୍ଦାକିନୀ କରଙ୍କୁ ଅଧ୍ୟକ୍ଷ ପଦରୁ ବହିଷ୍କାର କରାଯାଇଛି । ଏଥିସହିତ ଆୟୋଗର ୫ ଜଣ…

ସର୍ଚ୍ଚ ଅପରେସନ ବେଳେ ବଡ଼ ଧରଣର ମାଓ ଡ଼ମ୍ପ ଉଦ୍ଧାର

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ପୋଲିସକୁ ପୁଣି ମିଳିଛି ଆଉ ଏକ ବଡ଼ ସଫଳତା । ସର୍ଚ୍ଚ ଅପରେସନ ବେଳେ ବଡ଼ ଧରଣର ମାଓ ଡ଼ମ୍ପ ଉଦ୍ଧାର କରାଯାଇଛି । ଜବାଗାଟା ଜଙ୍ଗଲ ସୁରକ୍ଷାକର୍ମୀ ମାନେ ସର୍ଚ୍ଚ…

ନେହେରୁବଙ୍ଗଳା ମାଛଧରା ବନ୍ଦରରେ ଅଗ୍ନିକାଣ୍ଡ, ଜଳିଗଲା ୧୨ ଟି ବଡ଼ ବୋଟ୍ ଓ ୮ ରୁ ଉର୍ଦ୍ଧ୍ବ ଟାପା

ପାରାଦୀପ : ପାରାଦୀପ ନେହେରୁବଙ୍ଗଳା ମାଛଧରା ବନ୍ଦରରେ ଅଗ୍ନିକାଣ୍ଡ । ୧୨ ଟି ବଡ଼ ବୋଟ୍ ଓ ୮ ରୁ ଉର୍ଦ୍ଧ୍ବ ଟାପା ଜଳି ଯାଇଛି । ମାଛଧରା ବନ୍ଦରରେ ରହିଛି ୬୫୦ ବଡ଼ ବୋଟ୍ ୪୦୦ ଟାପା । ଅଗ୍ନିକାଣ୍ଡ…

ତଳକୁ ଖସିଲା ଶ୍ରୀମନ୍ଦିର ନୀଳଚକ୍ର ବାନା

ପୁରୀ: ପୁରୀ ଶ୍ରୀମନ୍ଦିରରେ ଅଘଟଣ । ତଳକୁ ଖସିଲା ଶ୍ରୀମନ୍ଦିର ନୀଳଚକ୍ର ବାନା । ଆଜି ବାନା ବାନ୍ଧିବାକୁ ଚୂନରା ସେବାୟତ ନୀଳଚକ୍ର ଉପରକୁ ଯାଉଥିବା ବେଳେ ଅସାବଧାନତା ହେତୁ ନୂଆ ବାନାଗୁଡିକ ଖସିପଡି କାଞ୍ଚି ଗଣେଶ ମନ୍ଦିର ସମ୍ମୁଖ ନୃସିଂହ…

ବାଣ ଭିଡ଼ିବାବେଳେ ବିସ୍ଫୋରଣ; ୪ ଗୁରୁତର

ଯାଜପୁର: ବାଣ ଭିଡ଼ିବାବେଳେ ବିସ୍ଫୋରଣ । ଏଭଳି ଘଟଣା ଘଟିଛି ଯାଜପୁର ଜିଲ୍ଲା ବାସୁଦେବପୁର ପଞ୍ଚାୟତ ଜାଲପୁର ଗାଁରେ । ଗୁରୁବାର ବାଣଭିଡ଼ିବା ବେଳେ ହଠାତ୍‌ ବିସ୍ଫୋରଣ ଘଟି ଜଣଙ୍କ ଘର ଛାତ ଉଡିଯାଇଛି । ବିସ୍ଫୋରଣରେ ବାଣ ତିଆରି କରୁଥିବା…