ଶାରିରୀକ ପରୀକ୍ଷା ବେଳେ ଚାଲିଗଲା ଦୁଇ ଜୀବନ, ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର/ସୁନ୍ଦରଗଡ଼: ରାଜ୍ୟର ବିଭିନ୍ନ ସ୍ଥାନରେ ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଲାଇଭ୍ ଷ୍ଟକ ଇନ୍ସ୍ପେକ୍ଟର ପଦବୀ ନିଯୁକ୍ତି ପାଇଁ ଶାରିରୀକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡ଼ର ପ୍ରବୀଣ କୁମାର ପଣ୍ଡାଙ୍କ ଦେହାନ୍ତ ହୋଇଛି। ଏହି ଘଟଣାରେ…