State

ମହିଳାଙ୍କୁ ଗାଁ ଦାଣ୍ଡରେ ଉଲଗ୍ନ କରି ମାଡ ମାରିଲେ ଯୁବକ

କେନ୍ଦ୍ରାପଡା : ବର୍ବରତାର ସବୁ ସୀମା ପାର୍ କରିଦେଲେ । ମହିଳାଙ୍କୁ ଗାଁ ଦାଣ୍ଡରେ ଉଲଗ୍ନ କରି ମାଡ ମାରିଲେ କିଛି ଯୁବକ। ଏ ଦୃଶ୍ୟ ଦେଖିଲାରୁ ଦେହ ଶିତେଇ ଯାଉଛି ଲୋମ ଟାଙ୍କୁରି ଉଠୁଛି । କି ମାଡ଼ !…

ପ୍ରେମ ଫ୍ରେମ କିଛି ନାହିଁ, ମୋ ପୁଅ ଆରେଞ୍ଜଡ୍ ମ୍ୟାରେଜ୍ କରିଛି

ଭୁବନେଶ୍ଵର: ‘ପୂର୍ବରେ ତ ଫାଟିଗଲା, ଆଉ ସଂପର୍କ ନଫାଟୁ, ତାଙ୍କ ଜୀବନ ଶାନ୍ତିରେ କଟୁ । ମୋ କୁଟୁମ୍ବ ବଡ଼ କୁଟୁମ୍ବ, ୫ଶହରୁ ୧ହଜାର ଭିତରେ ମୋ କୁଟୁମ୍ବ। ତେବେ ପ୍ରେମ ଫ୍ରେମ କିଛି ନାହିଁ, ମୋ ପୁଅ ଆରେଞ୍ଜଡ୍ ମ୍ୟାରେଜ୍…

ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟାଟୁ ବିବାଦ: ଦୋକାନୀ ଓ ଚିତ୍ରକର ଗିରଫ

ଭୁବନେଶ୍ୱର: ଜଣେ ବିଦେଶିନୀଙ୍କ ଜଙ୍ଘରେ ମହାପ୍ରଭୁଙ୍କ ଟାଟୁ ଆଙ୍କିବା ଘଟଣାରେ କମିସନରେଟ ପୁଲିସ ଆଜି ୨ ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଦୁଇ ଜଣଙ୍କ ମଧ୍ୟରୁ ଜଣେ ସମ୍ପୃକ୍ତ ଟାଟୁ ଦୋକାନର ମାଲିକ ହୋଇଥିବା ବେଳେ ଅନ୍ୟ ଜଣେ ହେଉଛନ୍ତି…

ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ: ୮୪ ପ୍ରତିଶତ ଅଭିଯୋଗର ସମାଧାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫ସ୍ଥିତ ନିଜ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବ୍ରୁଆରି ୨୮ତାରିଖ ପୂର୍ବାହ୍‌ଣ ୧୧ଟାରୁ ଆରମ୍ଭ ହୋଇଥିଲା। ଆଜି ୪ ଜଣଙ୍କୁ ତତ୍‌କାଳ…

ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ

ଭୁବନେଶ୍ବର: ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ । ଏନେଇ ରାଜସ୍ବ ବିଭାଗକୁ ନଗର ଉନ୍ନୟନ ବିଭାଗ ଡ୍ରାଫ୍ଟ ଦେଇଛି । ମାର୍ଚ୍ଚ ସୁଦ୍ଧା ବିଚାର ବିମର୍ଷ କରି ଏହାକୁ ଏପ୍ରିଲରୁ କାର୍ଯ୍ୟକାରୀ କରାଯିବ । ଏନେଇ ନିଷ୍ପତ୍ତି…

ନିର୍ମାଣାଧୀନ ଘରର ସ୍ଲାବ ଭୁଶୁଡି ଦୁଇ ଶ୍ରମିକଙ୍କ ମୃତ୍ୟୁ

ଭଞ୍ଜନଗର : ନିର୍ମାଣାଧୀନ ଘରର ସ୍ଲାବ ଭୁଶୁଡି ଦୁଇ ଶ୍ରମିକଙ୍କ ମୃତ୍ୟୁ । ଗଂଜାମ ଜିଲ୍ଲା ଆସିକା ଥାନା କର୍ପୁର ନୁଆଁ ଗାଁରେ ଘଟିଛି ଏଭଳି ଘଟଣା । ଘଟଣାସ୍ଥଳରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଅନ୍ୟ ଜଣେ ଶ୍ରମିକ । ଘରର ଛାତ…

ହେଡ୍ କୋଚ୍ ପଦରୁ ହଟିଲେ ଅଲମ୍ପିଆନ ସ୍ବିମର

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ଥିବା ହାଇ ପରଫର୍ମାନ୍ସ ସନ୍ତରଣ କେନ୍ଦ୍ରର ଅନ୍ତେବାସୀଙ୍କୁ ଶାରୀରିକ ଏବଂ ମାନସିକ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଥିଲା। ଯାହାର ତଦନ୍ତ ପାଇଁ ଓଡ଼ିଶା ସରକାର ଏକ ତଦନ୍ତ କମିଟି ଗଠନ କରିଛନ୍ତି। କ୍ରୀଡ଼ା ଏବଂ ଯୁବ ସେବା…

ହତ୍ୟା ପରେ ଯୁବକଙ୍କୁ ରାସ୍ତାରେ ଫିଙ୍ଗି ଦେଇଗଲେ ଦୁର୍ବୃତ୍ତ

ମୋହନା : କୋହ ସମ୍ଭାଳି ହେଉନି କି ଆଖିର ଲୁହ ବୋଲମାନୁନି । କାନ୍ଦ ବୋବାଳିରେ ଫାଟିପଡୁଛି ଗାଁ ଦାଣ୍ଡ । ଧର୍ଯ୍ୟହରା ପରିବାର ଲୋକେ । ତୁହାକୁ ତୁହା ଚେତାବୁଡି ଯାଉଛି ମହିଳାମାନଙ୍କର । ଏପଟେ ରାସ୍ତାଟା ସାରା ଜମିଛି…

ମୃତ୍ୟୁ ପରେ ବି ଅମର କୁନି ପୁଅ ଜନ୍ମେଶ

ଭୁବନେଶ୍ଵର: ଛୋଟିଆ ଜୀବନ ଦେଇଗଲା ମହାନତାର ଉଦାହରଣ । ମୃତ୍ୟୁ ପରେ ବି ଅମର ହୋଇଗଲା କୁନି ପୁଅ ଜନ୍ମେଶ । କିଡନୀ, ଲିଭର ଦାନ କରି ଅନ୍ୟ ୨ ଜଣଙ୍କ ଜୀବନ ବଞ୍ଚାଇ ଅମର ହୋଇଗଲା ଭୁବନେଶ୍ଵରର ଜନ୍ମେଶ ଲେଙ୍କା…

ସୀମାରେ ଅନୁପ୍ରବେଶ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ କଡା ଚେତାବନୀ ଦେଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗ ସରକାରଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ନାଲି ଆଖି । ସୀମାରେ ଅନୁପ୍ରବେଶ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ କଡା ଚେତାବନୀ ଦେଲେ ରାଜସ୍ବ ମନ୍ତ୍ରୀ । କହିଲେ ପଶ୍ଚିମବଙ୍ଗ ଅସଭ୍ୟ ସରକାର । ଆବଶ୍ୟକ ପଡିଲେ ପଶ୍ଚିମବଙ୍ଗକୁ ପାଠ ପଢାଇ…