State

ତୀର୍ଥଯାତ୍ରୀ ବସ୍‌କୁ ପଛରୁ ପିଟିଲା କଣ୍ଟେନର୍‌, ୧୦ରୁ ଉର୍ଦ୍ଧ୍ୱ ଆହତ

ଭୁବନେଶ୍ୱର: ଟାଟାରୁ ପୁରୀ ଯାଉଥିଲା ତୀର୍ଥଯାତ୍ରୀ ବସ୍‌ । ରାସ୍ତାରେ ଟାୟାର୍‌ ବଦଳାଇବାକୁ ରହିଥିବା ବେଳେ ବସ୍‌କୁ ପଛରୁ ପିଟିଲା କଣ୍ଟେନର୍‌ । ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଆହତ । ଭଦ୍ରକ ଜିଲ୍ଲା ୧୬ ନମ୍ୱର୍ ଜାତୀୟ ରାଜପଥ ଭଣ୍ଡାରିପୋଖରୀ…

ରାଜଧାନୀରେ ଅଧ୍ୟାପିକାଙ୍କ ନ୍ୟୁଡ୍ କଲ୍

ଭୁବନେଶ୍ଵର: ରାଜଧାନୀରେ ଜଣେ ଅଧ୍ୟାପିକାଙ୍କ ନ୍ୟୁଡ୍ କଲ୍ ଚର୍ଚ୍ଚାର ବିଷୟ ପାଲଟିଛି। ହନିଟ୍ରାପରେ ପଡି ସ୍ଵାମୀ ଲକ୍ଷାଧିକ ଟଙ୍କା ହରାଇବା ପରେ ତାଙ୍କ ସ୍ତ୍ରୀ ଲକ୍ଷ୍ମୀସାଗର ଥାନାରେ ଏ ନେଇ ଅଭିଯୋଗ କରିଛନ୍ତି। ପୁଲିସ୍ ଘଟଣାରେ ତଦନ୍ତ ଜାରି ରଖିଛି। ଇନଫୋସିଟି…

ପୁଣି ଖୋଲିଲା ନବ ଦାସ ହତ୍ୟା ମାମଲା ଡାଏରୀ, ଦୀପାଳି ଓ ବିଶାଳଙ୍କୁ କ୍ରାଇମବ୍ରାଞ୍ଚର ନୋଟିସ

ଝାରସୁଗୁଡ଼ା: ୨୦୨୩ ମସିହା ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ପୁଣି କ୍ରାଇମବ୍ରାଞ୍ଚ ତନାଘନା ତଦନ୍ତ । ନବ ଦାସଙ୍କ ଝିଅ ଦୀପାଳି ଓ ପୁଅ ବିଶାଳଙ୍କୁ ହାଜର ହେବା ପାଇଁ ନୋଟିସ୍ କରିଛି କ୍ରାଇମବ୍ରାଞ୍ଚ । ମାର୍ଚ୍ଚ ପ୍ରଥମ…

ପାଚିକା ଓ ସହାୟିକାଙ୍କ ପାରିତୋଷିକ ୩ ହଜାରକୁ ବୃଦ୍ଧି

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନସ୍ଥ କାର୍ଯ୍ୟରତ ପାଚିକା ତଥା ସହାୟିକାଙ୍କ ମାସିକ ପାରିତୋଷିକ ୨ ହଜାର ଟଙ୍କାରୁ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଆସନ୍ତା ଏପ୍ରିଲ ୧ ତାରିଖରୁ ଏହି ବର୍ଦ୍ଧିତ ପାରିତୋଷିକ ଲାଗୁ ହେବ।…

ବୈଠକ ଚାଲିଥିବାବେଳେ ଚେୟାର ମାଡ଼, ଫାଟିଲା ସରପଞ୍ଚଙ୍କ ମୁଣ୍ତ

ବୈଠକ ଚାଲିଥିବାବେଳେ ହଠାତ ହୋହାଲ୍ଲା ହେଲା । ଯୁକ୍ତି ତର୍କରେ କମ୍ପିଲା ବ୍ଲକ ପରିସର । ଏହି ସମୟରେ ହଠାତ ସରପଞ୍ଚଙ୍କ ମୁଣ୍ଡରେ ଚେୟାର ମାଡ଼ ହେଲା । ଧାର ଧାର ହୋଇ ବହିଗଲା ରକ୍ତ । ସଙ୍ଗେ ସଙ୍ଗେ ତାଙ୍କୁ…

ଫରେଷ୍ଟ ରେଞ୍ଜ ଅଫିସରଙ୍କ ଘର ଓ ଅଫିସରେ ଇଡି ରେଡ୍

ଭବାନୀପାଟଣା: ଫରେଷ୍ଟ ରେଞ୍ଜ ଅଫିସରଙ୍କ ଘର ଓ ଅଫିସରେ ଇଡି ରେଡ୍। କଳାହାଣ୍ଡି ଜିଲ୍ଲା ଜୟପାଟଣା ଫରେଷ୍ଟ ରେଞ୍ଜ ଅଫିସର ଅଶୋକ ସାହୁଙ୍କ ଘରେ ଭୁବନେଶ୍ବର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ରେଡ୍ କରିଛି। ବେନାମୀ ଆକାଉଣ୍ଟ କାରବାର ନେଇ ରେଡ ହୋଇଥିବା ସୂଚନା…

ଦୁଇ IAS ଅଧିକାରୀ ମାନସୀ ନିମ୍ଭାଲ ଓ ସମର୍ଥ ବର୍ମାଙ୍କୁ ମିଳିଲା ନୂଆ ଦାୟିତ୍ବ

ଦୁଇ ଆଇଏଏସ୍ ଅଧିକାରୀଙ୍କୁ ନୂଆ ଦାୟିତ୍ବ ମିଳିଲା । ମାନସୀ ନିମ୍ଭାଲ ହେଲେ ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ । ରାଜ୍ୟ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ଭାବେ ମାନସୀ ନିମ୍ଭାଲଙ୍କୁ ନିଯୁକ୍ତି ମିଳିଛି । ଷ୍ଟଡି ଲିଭରୁ ଫେରିବା ପରେ ତାଙ୍କୁ ଏହି…

୩ ମାସ କଲବଲ କରିବ ଖରା, ରାତିରେ ମଧ୍ୟ ଗରମରୁ ମିଳିବନି ତ୍ରାହି

ଭୁବନେଶ୍ୱର: ଏଥର ରାଜ୍ୟରେ ପୁଣି କଲବଲ କରିବ ତାତି। ପ୍ରଚଣ୍ଡ ଗରମରୁ ମିଳିବନି ତ୍ରାହି। ଦେଶରେ ସ୍ବାଭାବିକଠାରୁ ଅଧିକ ତାତି ଅନୁଭୂତ ହେବ। ପ୍ରଚଣ୍ଡ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେବ। କେବଳ ଦିନ ନୁହେଁ ରାତିରେ ମଧ୍ୟ ଗରମରୁ ମିଳିବନି…

ଆଜିଠୁ ଖୋଲିବ ‘ରାସନ’ ପୋର୍ଟାଲ, ଆବେଦନ କରିପାରିବେ ନୂଆ ହିତାଧିକାରୀ

ଭୁବନେଶ୍ୱର : ନୂଆ ରାସନକାର୍ଡ ପାଇଁ ଆଜିଠୁ ଖୋଲିବ ପୋର୍ଟାଲ, ବାଦ ପଡିଥିବା ହିତାଧିକାରୀ କରିପାରିବେ ଆବେଦନ । ଶୁକ୍ରବାର ଖାଦ୍ୟ ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସମ୍ବଲପୁର ଗସ୍ତ ସମୟରେ ସମୀକ୍ଷା ବୈଠକରେ ଏହି ସୂଚନା ଦେଇଛନ୍ତି । ମାର୍ଚ୍ଚ ୩୧…

ସହିଦନଗର ସ୍ଥାୟୀ ହାଟ ପାଇଁ ମିଳିଲା ଜମି; ଉପକୃତ ହେବେ ପ୍ରାୟ ୫୦୦ ଦୋକାନୀ

ଭୁବନେଶ୍ବର: ଦୀର୍ଘଦିନର ଅପେକ୍ଷା ପରେ ସହିଦନଗର ବ୍ୟବସାୟୀମାନଙ୍କ ପାଇଁ ଉଦଭବ ହାଟ ଜମି ଜନିତ ସମସ୍ୟାର ସମାଧାନ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାରଙ୍କ ପକ୍ଷରୁ ନଗର ଉନ୍ନୟନ ବିଭାଗକୁ ୨ଏକର ଜମି ସହିଦନଗର ସ୍ଥାୟୀ ହାଟ ଉଦ୍ଦେଶ୍ୟରେ ପ୍ରଦାନ…