State

ସିବିଏସଇ ୧୦ମ ବୋର୍ଡ ପରୀକ୍ଷାରେ ଓଡ଼ିଆ ସହ ରହିବ ଅନ୍ୟ ଆଞ୍ଚଳିକ ଭାଷା

ନୂଆଦିଲ୍ଲୀ: ୨୦୨୫-୨୬ ମସିହାରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଅନ୍ୟାନ୍ୟ ଭାଷା ସହିତ ଓଡ଼ିଆ ଭାଷା ରହିବ ବୋଲି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ବୁଧବାର ଦିନ ସୂଚନା ଦେଇଛି। ବର୍ଷକୁ ଦୁଇଥର ସିବିଏସଇ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା…

ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିରରେ ଉଠିଲା ମହାଦୀପ

ଭୁବନେଶ୍ୱର: ଏକାମ୍ର କ୍ଷେତ୍ର ଶ୍ରୀ ଲିଙ୍ଗରାଜଙ୍କ ପୀଠରେ ଉଠିଲା ମହାଦୀପ। ପ୍ରଭୁ ଲିଙ୍ଗରାଜଙ୍କ ନୀତି କାନ୍ତି ଶେଷ ପରେ ମହାଦୀପ ଉଠିଥିଲା। ଦୀପ ଉଠିବା ବେଳେ ଉପସ୍ଥିତ ଶ୍ରଦ୍ଧାଳୁ ଓ ସେବାୟତଙ୍କ ହର ହର ମହାଦେବ ଧ୍ୱନିରେ କମ୍ପି ଉଠିଥିଲା ମନ୍ଦିର…

ପ୍ରେମ ପ୍ରତାରଣା କରି ଗିରଫ ହେଲେ ବ୍ୟବସାୟୀ ଆକାଶ ଅଗ୍ରୱାଲ

ବରଗଡ: ବରଗଡର ଜଣେ ଜଣଶୁଣା ବ୍ୟବସାୟୀ ଆକାଶ ଅଗ୍ରୱାଲଙ୍କ ପ୍ରେମ କାହାଣୀ ଚର୍ଚ୍ଚାରେ ରହିଛି । ନିଜେ ବିବାହିତ ହୋଇଥିଲେ ବି ଅନ୍ୟ ଜଣେ ମହିଳାଙ୍କ ସହ ଦୀର୍ଘ ବର୍ଷ ହେଲା ପ୍ରେମ ସଂପର୍କ ରଖିଥିଲେ । ଶେଷରେ ବିବାହର ପ୍ରତିଶ୍ରୁତି…

ସର୍ଚ୍ଚ ଅପରସନ ବେଳେ ମାଓ ଡମ୍ପରୁ ମେଡିକାଲ ସାମଗ୍ରୀ ଜବତ

ମାଲକାନଗିରି: ଛତିଶଗଡ-ମାଲକାନଗିରି ସୀମାନ୍ତ ସୁକୁମା ଜିଲ୍ଲାର ମିନାଭଟ୍ଟା ଜଙ୍ଗଲରେ ସୁରକ୍ଷା କର୍ମୀଙ୍କ ସର୍ଚ୍ଚ ଅପରେସନ ବେଳେ ଠାବ ହୋଇଛି ମାଓ ଡମ୍ପ । ଏହି ମାଓ ଡମ୍ପରୁ ବିପୁଳ ପରିମାଣର ମେଡ଼ିକାଲ ସାମଗ୍ରୀ ଜବତ କରାଯାଇଛି। ଏଥିରେ ଚକ୍ଷୁ ପରୀକ୍ଷଣ ମେସିନ…

ସୋରରେ ପ୍ରେମିକାର ଗଳାକାଟି ହତ୍ୟା ଘଟଣା; ଧରାପଡ଼ିଲା ଅଭିଯୁକ୍ତ ପ୍ରେମିକ

ସୋର: ବାଲେଶ୍ବର ଜିଲ୍ଲା ସୋର ଥାନା ଅଞ୍ଚଳରେ ପ୍ରେମିକାର ଗଳାକାଟି ହତ୍ୟା ଘଟଣାର ଅଭିଯୁକ୍ତ ପ୍ରେମିକକୁ ବାସୁଦେବପୁର ଧଳସାହିରୁ ଗିରଫ କରିଛି ପୁଲିସ। ହତ୍ୟାକାଣ୍ଡ ଘଟାଇବା ପରେ ଅଭିଯୁକ୍ତ ବିଶ୍ବରଂଜନ ପୁହାଣ ଫେରାର ଥିଲେ। ପୁଲିସ ଚାରୋଟି ଟିମ ଗଠନ କରି…

ମହୁମାଛି ଆକ୍ରମଣରେ ମହିଳା ମୃତ, ୨ ଗୁରୁତର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା କିଞ୍ଜିରକେଲା ଥାନା ତିଲଡେଗା ନିକଟରେ ଅଘଟଣ । ଶିବ ମନ୍ଦିର ଯାଉଥିବାବେଳେ ଜଣେ ମହିଳା ଓ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ବାଘୁଆ ମହୁମାଛି । ଏଥିରେ ମହିଳା ଜଣଙ୍କର ମୃତ୍ୟୁ ହୋଇଛି । ଏହା…

ଟାୱାର ଉପରେ ୬ ଘଣ୍ଟା ଧରି ଯୁବକଙ୍କ ହାଇଡ୍ରାମା

ବଲାଙ୍ଗୀର: ଟାୱାର ଉପରେ ୬ ଘଣ୍ଟା ଧରି ଯୁବକଙ୍କ ହାଇଡ୍ରାମା । ୧୦୦ ଫୁଟ ଇଲେକ୍ଟ୍ରି ଟାୱାର ଉପରେ ଚଢି ଜୀବନ ହାରିବାକୁ ଧମକ ଦେଲେ ଯୁବକ । ବଲାଙ୍ଗୀର ଖମାରମୁଣ୍ଡା ଗାଁରେ ଏପରି କିଛି ଦୃଶ୍ୟ ଦେଖିବାକୁ ମିଳିଛି ।…

ପୁରୀ ଲୋକନାଥ ମନ୍ଦିରରେ ବାଉନ୍ସର ନିୟୋଜିତ ଘଟଣାରେ ତଦନ୍ତ ଆରମ୍ଭ

ପୁରୀ: ପୁରୀ ଲୋକନାଥ ମନ୍ଦିର ପରିସରରେ ପାଳିଆ ସେବାୟତ କିଛି ବାଉନ୍ସର ମୁତୟନ କରିଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ଅନ୍ୟ ସେବାୟତ ଓ ଭକ୍ତ ବିରୋଧ କରିବାରୁ ସେମାନଙ୍କୁ ଅଟକ ରଖିଛି ପୋଲିସ। ଏନେଇ ତଦନ୍ତ ଆରମ୍ଭ ହୋଇଥିବା ବେଳେ…

ବିଚାରାଧୀନ ବନ୍ଦୀଙ୍କ ସନ୍ଦେହଜନକ ମୃତ୍ୟୁ, ଆମ୍ବୁଲାନ୍ସ ଛାଡ଼ିଲେନି ଉତ୍ୟକ୍ତ ଲୋକ

କଟକ : ବିଚାରାଧୀନ ବନ୍ଦୀଙ୍କ ସନ୍ଦେହଜନକ ମୃତ୍ୟୁ । ଆଠଗଡ଼ ଖୁଣ୍ଟୁଣୀ ରାଣୀ ବଣିଆ ସ୍ଥିତ ଆଦର୍ଶ କାରାଗାରରେ ଜଣେ ଅଭିଯୁକ୍ତଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଛି । ମୃତକ ଜଣକ ତିଗିରିଆ ଥାନା ଅନ୍ତର୍ଗତ ପଙ୍କାଳ ଗାଁର ତୟାବ ଖାଁ…

ସୁପାରୀ ଦେଇ ବରକୁ ହତ୍ୟା ଉଦ୍ୟମ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ବଲାଙ୍ଗିର: ସୁପାରୀ ଦେଇ ବରକୁ ହତ୍ୟା ଉଦ୍ୟମ ଘଟଣା। ମୁଖ୍ୟ ଅଭିଯୁକ୍ତ ଦେଓଗାଁ ଥାନା ମହଲେଇ ଗାଁର ସୁଶାନ୍ତ ବିଶ୍ବାଳ ଗିରଫ। କଳାହାଣ୍ଡି ଜିଲ୍ଲାର ମୋହନଗିରିରୁ ଗିରଫ କଲା ଦେଓଗାଁ ପୋଲିସ।ପୂର୍ବରୁ ଏହି ଘଟଣାରେ ଜଣେ ନାବାଳକ ସହ ୮ ଜଣ…