କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା: ନେପାଳରେ ବିକ୍ଷୋଭ
ଭୁବନେଶ୍ଵର: କିଟ୍ ବିଶ୍ଵବିଦ୍ୟାଳୟରେ ଛାତ୍ରୀ ଆତ୍ମହତ୍ୟା ମାମଲାକୁ ନେଇ ନେପାଳରେ ପ୍ରତିବାଦ କରାଯାଇଛି। କାଠମାଣ୍ଡୁରେ ନେପାଳି କଂଗ୍ରେସ ଛାତ୍ର ସଂଘ ପକ୍ଷରୁ ପ୍ରତିବାଦ କରାଯାଇଛି। ଆତ୍ମହତ୍ୟା କରିଥିବା ନେପାଳି ଛାତ୍ରୀଙ୍କୁ ନ୍ୟାୟ ଦାବି କରି ସଂଘ ବିକ୍ଷୋଭ ପ୍ରଦର୍ଶନ କରିଛି। ବିଶ୍ଵବିଦ୍ୟାଳୟର…