State

ଆପାର୍ଟମେଣ୍ଟ ପଞ୍ଜିକରଣ ବିଜ୍ଞପ୍ତି: ହାଇକୋର୍ଟଙ୍କ ରହିତାଦେଶ

କଟକ: ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ଗୃହ ଓ ନଗର ନିର୍ମାଣ ବିଭାଗ ଦ୍ବାରା ଅଣାଯାଇଥିବା ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ପକ୍ଷରୁ ରହିତାଦେଶ ଜାରି ହୋଇଛି । ଗତ ଫେବ୍ରୁଆରି ପହିଲାରେ ବିଭାଗ…

ଶିକ୍ଷିତ ପତ୍ନୀ ରୋଜଗାର ନ କରି ଭରଣପୋଷଣ ଦାବି କରିପାରିବେ ନାହିଁ: ଓଡ଼ିଶା ହାଇକୋର୍ଟ

ଭୁବନେଶ୍ୱର,୧୨।୨: ନିକଟରେ ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ ଉପଯୁକ୍ତ ଲାଭଦାୟକ ଚାକିରିରେ ଅଭିଜ୍ଞତା ଥିବା ଜଣେ ସୁଶିକ୍ଷିତ ପତ୍ନୀ କେବଳ ତାଙ୍କ ସ୍ୱାମୀଙ୍କଠାରୁ ଭରଣପୋଷଣ ଦାବି କରିବା ପାଇଁ ବେରୋଜଗାର ରହିପାରିବେ ନାହିଁ। ଏକ ମାମଲାର ଶୁଣାଣି କରି, ହାଇକୋର୍ଟ…

ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଭିତ୍ତିଭୂମିର ବିକାଶ ପାଇଁ ୧୦୪ କୋଟି ଟଙ୍କା ଅନୁମୋଦନ

ଭୁବନେଶ୍ୱର,୧୨।୨: ରାଜ୍ୟର ୯୦ ଗୋଟି ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର (ଏଡ଼େଡ଼ କେଲଜ) ଭିତ୍ତିଭୂମି ବିକାଶ ପ୍ରକଳ୍ପ ନିମନ୍ତେ ସରକାରଙ୍କ ତରଫରୁ ୧୦୪ କୋଟି ଟଙ୍କା ଅର୍ଥରାଶି ଅନୁମୋଦନ କରାଯାଇଛି। ଏହି ପ୍ରକଳ୍ପରେ ରାଜ୍ୟର ୯୦ଟି ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଭିତ୍ତିଭୂମିକୁ…

ନବ ଦାସ ହତ୍ୟା: ଜନସ୍ବାର୍ଥ ମାମଲାକୁ ଗୁରୁତ୍ବର ସହ ଗ୍ରହଣ କଲେ ହାଇକୋର୍ଟ

କଟକ: ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ପ୍ରସଙ୍ଗ ନେଇ ଦାୟର ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ନବ ଦାସଙ୍କୁ ଗୁଳି ମାରି ହତ୍ୟା କରାଯିବା ଘଟଣା ସଂପର୍କିତ ଫୌଜଦାରୀ ମାମଲା…

ଶିକ୍ଷକ ଅପହରଣ ଘଟଣା: ୩୬ ଘଣ୍ଟା ମଧ୍ୟରେ ଉଦ୍ଧାର, ୩ ଗିରଫ

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲାର ବହୁ ଚର୍ଚ୍ଚିତ ଶିକ୍ଷକ ଅପହରଣ ଘଟଣାର ପର୍ଦ୍ଦାlଫାସ କରିଛି କରଞ୍ଜିଆ ପୁଲିସ। ଅପହରଣ କରାଯାଇଥିବା ଶିକ୍ଷକଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଏହି ଘଟଣା ସହିତ ସଂପୃକ୍ତ ୩ ଜଣ ଅଭିଯୁକ୍ତଙ୍କୁ ପୁଲିସ ଅଟକ ରଖିଛି। ଅଭିଯୁକ୍ତମାନେ ହେଲେ…

କ୍ଷମତାକୁ ଫେରିଲେ ବି ମୁଖ୍ୟମନ୍ତ୍ରୀ ହେବିନି – ଭକ୍ତ ଦାସ

ଭୁବନେଶ୍ୱର,୧୨ା୨: ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସ ବୁଧବାର ଏକ ବଡ଼ ବୟାନ ଦେଇଛନ୍ତି। ଯେଉଁମାନେ କଂଗ୍ରେସକୁ ଫେରିବେ ଗ୍ରହଣ କରିବୁ। ବିନା ସର୍ତ୍ତରେ ସେମାନଙ୍କୁ ଗ୍ରହଣ କରାଯିବ। ଆସନ୍ତା ୧୮ରେ ଭୁବନେଶ୍ବର ଫେରିବି ବୋଲି ଭକ୍ତ କହିଛନ୍ତି। ସେ…

ମହାପ୍ରସାଦରେ ବ୍ୟବହାର ହେବ ଜୈବିକ ଚାଉଳ: ‘ଅମୃତ ଅନ୍ନ’ ନାମରେ ସ୍ବତନ୍ତ୍ର ପ୍ରକଳ୍ପ ପାଇଁ ପ୍ରସ୍ତାବ

ଭୁବନେଶ୍ୱର,୧୨।୨: ଶ୍ରୀମହାପ୍ରସାଦ ପ୍ରସ୍ତୁତିରେ ଜୈବିକ ଚାଉଳର ବ୍ୟବହାର ନେଇ ଏକ ପରାମର୍ଶ ବୈଠକ କୃଷି ଭବନ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ.…

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର: କନିଷ୍ଠ ଶିକ୍ଷକ (ସ୍କିମାଟିକ୍) ପାଇଁ ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ ସ୍ୱରୂପ ଓଡ଼ିଶା ସରକାର ଶିକ୍ଷକମାନଙ୍କ ମାସିକ ଦରମାରେ ୪,୯୦୦ ଟଙ୍କା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫେବ୍ରୁଆରି ୧୨ ତାରିଖରେ ଏକ ପ୍ରସ୍ତାବରେ, ଓଡ଼ିଶା ସରକାରଙ୍କ ସ୍କୁଲ ଏବଂ ଗଣଶିକ୍ଷା…

ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ର ସପ୍ତଦଶ ପ୍ରତିଷ୍ଠା ଦିବସ ମହାସମାରୋହ

ଭୁବନେଶ୍ୱର: ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ଏହାର ସପ୍ତଦଶ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳନ କରିଛି। ଏହି ଅବସରରେ ବୁଧବାର ଅରଗୁଳରେ ଅନୁଷ୍ଠାନର କ୍ୟାମ୍ପସର ଭିତ୍ତିପ୍ରସ୍ତର ସ୍ଥାପନର ସ୍ମୃତିଚାରଣ କରାଯାଇଥିଲା। ଏହି ଉତ୍ସବରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ମୁଖ୍ୟ…

ବିବାହ ବିଚ୍ଛେଦ ରୋକିବାକୁ ପଦକ୍ଷେପ ନେବେ ରାଜ୍ୟ ସରକାର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ବର: ଦିନକୁ ଦିନ ରାଜ୍ୟରେ ବଢ଼ୁଛି ବିବାହ ବିଚ୍ଛେଦ ଘଟଣା। ଏହାକୁ ହ୍ରାସ କରିବା ଲାଗି ରାଜ୍ୟ ସରକାର ଯୋଜନା କରୁଛନ୍ତି। ବିଚ୍ଛେଦ ରୋକିବାକୁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…