State

କଟକରେ ଖୋଲିଲା ସର୍ବ ବୃହତ ବିଜୁ ପଟ୍ଟନାୟକ ପାର୍କ, ଅଛି ଦେଢ଼ କିଲୋମିଟରର ସିନ୍ଥେଟିକ୍ ରନିଂ ଟ୍ରାକ୍

କଟକ: କଟକରେ ଖୋଲିଲା ସର୍ଵ ବୃହତ ବିଜୁ ପଟ୍ଟନାୟକ ପାର୍କ । ୨୬ କୋଟି ଟଙ୍କା ବ୍ୟୟରେ ପୁନଃନିର୍ମାଣ ପରେ ସୋମବାର ଦିନ ଏହି ପାର୍କକୁ ଲୋକାର୍ପିତ କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ମନ୍ତ୍ରୀ କହିଛନ୍ତି ଯେ…

୨ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ, ଗଜଉଦ୍ଧାରଣ ନୀତି ପାଇଁ କାର୍ଯ୍ୟ ସ୍ଥଗିତ

ପୁରୀ : ୨ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ । ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ସମ୍ପର୍କିତ ବିଶେଷ ନୀତି ଥିବାରୁ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ଯ ବନ୍ଦ ରହିବ । ଠିକ ସମୟରେ ଶ୍ରୀମନ୍ଦିରରେ ଗଜଉଦ୍ଧାରଣ…

ଉତ୍ତମ ମହାନ୍ତିଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ଵର: ସୁଧୁରୁଛି ଓଲିଉଡ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟବସ୍ଥା । ଅନେକ କଳାକାରଙ୍କ ସମେତ ରାଜନେତା ମାନେ ମଧ୍ୟ ଉତ୍ତମଙ୍କୁ ଭେଟିବାକୁ ହସ୍ପିଟାଲରେ ପହଞ୍ଚିଛନ୍ତି । ଏଥିସହ ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛନ୍ତି । ଏହରି ଭିତରେ ବର୍ଷିୟାନ ଅଭିନେତା…

ବିବାହ କରିବାକୁ ପୁଅର ଜିଦ୍, ବିରୋଧ କରିବାରୁ ବାପାର ନେଇଗଲା ଜୀବନ

ବଡ଼ବିଲ : କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ବାଂଶପାଣି ଅଞ୍ଚଳରେ ହତ୍ୟାକାଣ୍ଡ । ପୁଅର କାଠ ଫାଳିଆ ମାଡ଼ରେ ବାପାର ମୃତ୍ୟୁ ହୋଇଯାଇଛି । ମୃତକ ଯୋଡ଼ା ଥାନା ବାଂଶପାଣି ଅଞ୍ଚଳର ଅଜୟ ସେଠୀ ବୋଲି ଜଣାପଡିଛି । ହତ୍ୟାକାଣ୍ଡ ସଂପର୍କରେ…

ଆସିଲା ଦଶମ ଆଡମିଟ୍‌ କାର୍ଡ

କଟକ: ଆସନ୍ତ ୨୧ ତାରିଖରୁ ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏଥିପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଆଡମଟି କାର୍ଡ ଜାରି କରାଯାଇଛି। ଛାତ୍ରଛାତ୍ରୀମାନେ www.bseodisha.ac.in ୱେବସାଇଟକୁ ଯାଇ ନିଜର ଆଡମିଟ କାର୍ଡ ଡାଉନଲୋଡ କରିପାରିବେ। ମାଟ୍ରିକ ସମେତ ଏସଓଏସସି ଏବଂ…

ବାରବାଟୀରେ ଲାଇଟ କଟିବା-ଟିକେଟ କଳାବଜାରୀ ପ୍ରସଙ୍ଗ: ସରକାରଙ୍କୁ ଦାୟୀ କଲେ ତାରା ବାହିନୀପତି

ଭୁବନେଶ୍ବର: ବାରବାଟୀରେ ଭାରତ ଏବଂ ଇଂଲଣ୍ଡ ମ୍ୟାଚ୍ ସମୟରେ ଲାଇଟ କଟିବା ପ୍ରସଙ୍ଗରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ସରକାର ଏଥିପାଇଁ ଦାୟୀ। ମୁଁ ଏହାକୁ ନିନ୍ଦା କରୁଛି। ଓଡ଼ିଶାର କଥା ବାହାରେ…

ଷଣ୍ଢ ଆକ୍ରମଣରେ ମହିଳାଙ୍କ ଜୀବନ ଗଲା

ଭୁବନେଶ୍ୱର: ଭୁବନେଶ୍ୱର ମଞ୍ଚେଶ୍ୱର ଅଞ୍ଚଳରେ ସୋମବାର ଦିନ ଏକ ଷଣ୍ଢ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସହରର ମଞ୍ଚେଶ୍ୱର ଥାନା ଅଧୀନସ୍ଥ ବାରିମୁଣ୍ଡା ଅଞ୍ଚଳରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ ରବିବାର ମହିଳାଙ୍କୁ ଷଣ୍ଢ ଆକ୍ରମଣ କରିଥିଲା…

ନବବଧୂଙ୍କ ସଂନ୍ଦେହ ଜନକ ମୃତ୍ୟୁ, ଯୌତୁକ ଜନିତ ହତ୍ୟା ଅଭିଯୋଗ

ଗୁଣୁପୁର: ଗୁଣୁପୁର ଥାନା ଅନ୍ତର୍ଗତ ଗଣେଷ ବିହାର ଠାରେ ଭଡାଟିଆ ଘରେ ନବବଧୂଙ୍କ ସଂନ୍ଦେହ ଜନକ ମୃତ୍ୟ ହୋଇଛି । ମୃତକ ହେଲେ ରଶ୍ମୀ ରଂଞ୍ଜନୀ ବଡକୁମାର । ଯୌତୁକ ଜନିତ ହତ୍ୟା ଅଭିଯୋଗ ଆଣିଲେ ମୃତ ମହିଳାଙ୍କର ବାପା କୁଞ୍ଜ…

ପାନୀୟ ଜଳ ଯୋଗାଇବେ ସରକାର; ୭୦ରୁ ଅଧିକ ଜନସଂଖ୍ୟା ଥିବା ଗାଁରେ ଖୋଳାଯିବ ୨ଟି ନଳକୂପ

ଭୁବନେଶ୍ବର: ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବେ ରାଜ୍ୟ ସରକାର। ଗାଁ ଗାଁରେ ନଳକୂପ ଦେବେ ବିଜେପି ସରକାର। ଖରାଦିନକୁ ଆଖି ଆଗରେ ରଖି 70 ଜନସଂଖ୍ୟା ଥିବା ଗାଁରେ ଖୋଳାଯିବ ନଳକୂପ । ଯେଉଁ ଗାଁରେ 70ରୁ ଅଧିକ ଜନସଂଖ୍ୟା ଥିବ…

ମାଓବାଦୀଙ୍କୁ ନେଇ ଓଡ଼ିଶା ସୀମାବର୍ତ୍ତୀ ଅଞ୍ଚଳରେ ହାଇଆଲର୍ଟ ଜାରି

ମାଲକାନଗିରି: ଧ୍ବଂସ ହେଉଛି ମାଓଗଡ଼। ଗତକାଲି ୩୧ ମାଓବାଦୀଙ୍କ ନିପାତ ପରେ ଆହୁରି ଜୋରଦାର କରାଯାଇଛି ଅପରେସନ। ତେବେ ଏନେଇ ଓଡ଼ିଶା ସୀମାବର୍ତ୍ତୀ ଅଞ୍ଚଳରେ ହାଇଆଲର୍ଟ ଜାରି କରାଯାଇଛି। ଏହି ସୀମାବର୍ତ୍ତୀ ଅଞ୍ଚଳରେ ମୁତୟନ ହୋଇଛନ୍ତି ଅଧିକ ଫୋର୍ସ। ସୀମାନ୍ତ ଅଞ୍ଚଳକୁ…