State

ବାରବାଟୀରେ ପୂର୍ବ ସରକାର ଖାଲି ନଡ଼ିଆ ବାଡ଼େଇଥିଲେ: କ୍ରୀଡାମନ୍ତ୍ରୀ

ଭୁବନେଶ୍ବର: ବାରବାଟୀ ବିଭ୍ରାଟ ନେଇ ଏବେ ରାଜ୍ୟ ରାଜନୀତି ସରଗରମ ରହିଛି। ଏନେଇ ବିରୋଧୀ ଏବଂ ଶାସକ ଦଳ ପରସ୍ପର ମୁଣ୍ଡରେ ଅଠା ବୋଳିବାରେ ଲାଗିଛନ୍ତି। ଅଭିଯୋଗର ବାକ୍‌ଯୁଦ୍ଧ ଜାରି ରହିଛି। ଏନେଇ କ୍ରୀଡାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି, ବାରବାଟୀ ଏକ…

ବାରବାଟୀ ବିଭ୍ରାଟ: କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ବିଜେଡ଼ି, ପୂର୍ବ ସରକାରଙ୍କୁ ଦାୟୀ କଲା ବିଜେପି

ଭୁବନେଶ୍ବର: ବାରବାଟୀ ବିଭ୍ରାଟ ନେଇ ବିରୋଧୀ ଦଳ ବିଜେଡ଼ି ଏବଂ ଶାସକ ଦଳ ବିଜେପି ମୁହାଁମୁହିଁ ହୋଇଛନ୍ତି। ବିଜେଡ଼ି ପକ୍ଷରୁ କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା ଦାବି କରାଯାଇଛି। ବିଜେଡ଼ି କହିଛି ଯଦି ନୈତିକତା ଅଛି ତେ‌ବେ କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ…

କାହିଁକି ଗଲା ଲାଇଟ୍?, ଓସିଏକୁ ୧୦ ଦିନ ଭିତରେ ଉତ୍ତର ମାଗିଲେ ମନ୍ତ୍ରୀ

କଟକ: ବାରବାଟୀ ଷ୍ଟାଡିୟମରେ ଲାଇଟ ବନ୍ଦ ହେବା ପ୍ରସଙ୍ଗକୁ ନେଇ ଏବେ ଓସିଏକୁ ଜାରି ହେଲା କାରଣ ଦର୍ଶାଅ ନୋଟିସ୍ । କାହିଁକି ଲାଇଟ ବନ୍ଦ ହେଲା?, ଏନେଇ ସୋ କଜ୍ ନୋଟିସ୍ ଜାରି କରିଛି କ୍ରୀଡା ବିଭାଗ । ଏଭଳି…

ଟ୍ୱିନ ସିଟିରେ ଗାଡି ଚେକିଂ କଡାକଡି

ଭୁବନେଶ୍ବର: ଆଜିଠୁ ଟ୍ୱିନ ସିଟିରେ ପୁଣି ଆରମ୍ଭ ହେବ ଗାଡି ଚେକିଂ। ଗାଡି ଚେକିଂ କଡାକଡି ହେବ ବୋଲି କମିଶନରେଟ୍ ପୋଲିସ ପୂର୍ବରୁ ସଚେତନ କରିଛି। ଚେକିଂ ପୂର୍ବରୁ ବିକଟାଳ ହର୍ଣ୍ଣ, କଳା କାଚ ନଲଗାଇବାକୁ ତାଗିଦ କରିଛି କମିଶନରେଟ୍ ପୋଲିସ।…

ବାରବାଟୀରେ ମ୍ୟାଚ୍‌ ସହ ସିରିଜ୍‌ ଜିତିଲା ଭାରତ

କଟକ : ଭାରତ ଇଂଲଣ୍ଡକୁ ଦ୍ବିତୀୟ ଦିନିକିଆରେ ୪ ଓ୍ବିକେଟରେ ହରାଇଛି । ଏହା ସହିତ ଟିମ୍ ୩ ମ୍ୟାଚର ସିରିଜରେ ୨-୦ରେ ଆଗୁଆ ରହିଛି । ଭାରତ ଓ ଇଂଲଣ୍ଡ ମଧ୍ୟରେ ରବିବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ତିନି ମ୍ୟାଚ୍…

ସୁଧ ଟଙ୍କା ପାଇଁ ୯ବର୍ଷର ନାବାଳକ ପୁଅକୁ ଅପହରଣ !

କାକଟପୁର: ଥାନା ସମ୍ମୁଖରେ କାନ୍ଦି କାନ୍ଦି ଗୁହାରୀ କରୁଛନ୍ତି ବାପା ମାଆ । କହୁଛନ୍ତି ଆମ ପୁଅକୁ ଫେରାଇ ଆଣ । ସେ ସକାଳୁ କିଛି ଖାଇନି । ତାକୁ ଭାରି ଡର ଲାଗୁଥିବ । ହେଲେ କୁଆଡେ ଯାଇଛି ୟାଙ୍କ…

BCAC ଦ୍ୱାରା ଗୋଲ୍ଡେନ ଟ୍ରାଙ୍ଗେଲ୍ ସାଇକିଲିଂ ଚାମ୍ପିଅନଶିପ୍ ଅନୁଷ୍ଠିତ

ଭୁବନେଶ୍ୱର: ଭୁବନେଶ୍ୱର ସାଇକିଲିଂ ଆଣ୍ଡ ଆଡଭେଞ୍ଚର କ୍ଲବ୍ (ବିସିଏସି)ର ଗୋଲ୍ଡେନ ଟ୍ରାଙ୍ଗେଲ୍ ସାଇକିଲିଂ ଚାମ୍ପିଅନଶିପର ସପ୍ତମ ସଂସ୍କରଣ ସଫଳତାର ସହ ଶେଷ ହୋଇଛି । ପ୍ରତିଯୋଗିତାରେ ଭାଗ ନେଇଥିବା ପ୍ରତିଯୋଗୀମାନେ ଭୁବନେଶ୍ୱରରୁ ସାଇକଲେ ଚଲାଇ ପୁରୀ ଯାଇଥିଲେ ଏବଂ ସେଠାରୁ ଫେରିଥିଲେ…

ଫ୍ଲଡ ଲାଇଟରେ ଗୁରୁତର ସମସ୍ୟା, ପ୍ୟାଭିଲିୟନକୁ ଫେରିଲେ ଉଭୟ ଦଳର ଖେଳାଳି

କଟକ: ଭାରତ ଓ ଇଂଲଣ୍ଡ ମଧ୍ୟରେ ଅନୁଷ୍ଠିତ ଦ୍ବିତୀୟ ଦିନିକିଆରେ ବାରବାଟୀ ଷ୍ଟାଡିୟମର ଅବ୍ୟବସ୍ଥା ସାମ୍ନାକୁ ଆସିଛି। ମ୍ୟାଚର ଦ୍ବିତୀୟ ଇନିଂସରେ ଭାରତ ବ୍ୟାଟିଂ କରୁଥିବା ବେଳେ ଏଭଳି ଘଟଣା ଦେଖିବାକୁ ମିଳିଥିଲା। ୩୦୫ ରନ ଲକ୍ଷ୍ୟର ପିଛା କରୁଥିବା ଭାରତୀୟ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ଶାଶୁଘର ଲୋକ ଫେରାର

ଖଲ୍ଲିକୋଟ: ଗଞ୍ଜାମ ଖଲ୍ଲିକୋଟ ଥାନା ଅନ୍ତର୍ଗତ ନୂତନ ଗୁରୁଣ୍ଠି ଗ୍ରାମରେ ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ । ଗତକାଲି ରାତିରେ ବୋହୁର ମୃତଦେହ ଉଦ୍ଧାର କରିଛି ପୋଲିସ । ଝିଅ ପରିବାର ଲୋକେ ଶ୍ୱଶୁର ଘର ଆଗରେ ଧାରଣାରେ ବସିଛନ୍ତି…

ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ନିଆଁ

ଜଗତସିଂହପୁର: ଜଗତସିଂହପୁର ସହର ଦୁର୍ଗା ବଜାରରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ଅଗ୍ନିକାଣ୍ଡ। ଆଜି ସକାଳୁ ବ୍ୟାଙ୍କର ସଟର ବାଟଦେଇ ଧୂଆଁ ବାହାରୁଥିବାର ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ଏହା ପରେ ତୁରନ୍ତ ପୁଲିସ ଓ ଅଗ୍ନିଶମ ବାହିନୀ…