State

ଆରମ୍ଭ ହେଲା ଦେବରକୁଣ୍ଡ ମେଳା, ଦେବରକୁଣ୍ଡରେ ବୁଡ଼ ପକାଇ ଆଶିଷ ଲାଭ କରୁଛନ୍ତି ଶ୍ରଦ୍ଧାଳୁ

ଭଦ୍ରକ: ଆରମ୍ଭ ହୋଇଛି ଭଦ୍ରକର ପ୍ରସିଦ୍ଧ ଦେବରକୁଣ୍ଡ ମେଳା । କାଉପୁର ସ୍ଥିତ ଥିବା ଦେବରକୁଣ୍ଡଠାରେ ପବିତ୍ର ଭୈମୀ ଏକାଦଶୀରୁ ଆରମ୍ଭ ହୋଇଛି ଏହି ମେଳା। ଧାର୍ମିକ ଦୃଷ୍ଟି କୋଣରୁ ଏହି ମେଳା ବହନ କରୁଛି ସ୍ବତନ୍ତ୍ର ମାହାତ୍ମ୍ୟ। କିମ୍ବଦନ୍ତୀ କହେ…

ଛତିଶଗଡ଼ରେ ୩୧ ନକ୍ସଲ ନିପାତ ଘଟଣା ଏକ ବଡ଼ ସଫଳତା: ଅମିତ ଶାହ

ଭୁବନେଶ୍ୱର: ଛତିଶଗଡ଼ର ବିଜାପୁରରେ ରବିବାର ସକାଳୁ ସୁରକ୍ଷାକର୍ମୀ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏହି ଏନକାଉଣ୍ଟରରେ ୩୧ ଜଣ ନକ୍ସଲ ନିହତ ହୋଇଥିବା ବେଳେ ୨ଜଣ ଯବାନ ସହିଦ ହୋଇଥିଲେ। ନକ୍ସଲ ନିପାତ ଘଟଣାକୁ ଏକ ବଡ଼ ସଫଳତା ବୋଲି…

ଯାଜପୁରରେ ବୀଭତ୍ସ ହତ୍ୟା, ଷ୍ଟୁଡିଓ ଭିତରୁ ମାଲିକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର

ଯାଜପୁର : ଷ୍ଟୁଡ଼ିଓ ମାଲିକଙ୍କୁ ବିଭତ୍ସ ଭାବେ ହାଣି ହତ୍ୟା । ଯାଜପୁର ରୋଡ ଥାନା ସୋବରାରେଏହି ବିଭତ୍ସ୍ୟ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି କ୍ଷତାକ୍ତ ମୃତଦେହକୁ ଉଦ୍ଧାର କରିଛି । ପୂର୍ବ ଶତ୍ରୁତାରୁ ଗତକାଲି ବିଳମ୍ବିତ…

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଏନ୍‌କାଉଣ୍ଟରରେ ୩୧ ମାଓବାଦୀ ନିହତ

ମାଲକାନଗିରି ୦୯।୦୨ : ମାଓ ସଂଗଠନକୁ ଜୋରଦାର ଝଟ୍‌କା । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩୧ ମାଓବାଦୀ । ଛତିଶଗଡ଼ ବିଜାପୁର ଜଙ୍ଗଲରେ ଘଟିଛି ଏହି ଏନ୍‌କାଉଣ୍ଟର । ଏବେବି ଜଙ୍ଗଲରେ ଚାଲିଛି ସର୍ଚ୍ଚ ଅପରେସନ । ଖବର ଅନୁଯାୟୀ, ବିଜାପୁର…

ଫେବୃଆରୀ ୧୬ରେ ବିଧାନସଭା ଘେରିବେ ଶିକ୍ଷକ

ଭୁବନେଶ୍ବର: ଆସନ୍ତା ୧୬ରେ ବିଧାନସଭା ଘେରିବେ ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକ । ୩ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବେ ଶିକ୍ଷକ । ଯାହା ଅନିର୍ଦ୍ଧିଷ୍ଟ କାଳ ପାଇଁ ଚାଲିବ ବୋଲି ଚେତାବନୀ ଦେଇଛି ସଂଘ । ଉକ୍ତ ଦାବି…

ତିନିଯୁବକଙ୍କ ଆକ୍ରମଣରେ ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

ଛେଣ୍ଡିପଦା ନିଶା ଶିଳ୍ପାଞ୍ଚଳ ଥାନା ଗୋଳାବନ୍ଧରେ ସ୍ଥାନୀୟ ତିନିଯୁବକଙ୍କ ଆକ୍ରମଣରେ ଜିନ୍ଦଲ କମ୍ପାନୀର ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉଜଣେ ଗୁରୁତର ଆହତ ହୋଇଛନ୍ତି। ପୁଲିସ ସୂତ୍ରରୁ ପ୍ରକାଶ ଗତକାଲି ରାତି ୮ ଟାରେ ଜିନ୍ଦଲ ପ୍ଲାଣ୍ଟରେ କାମ…

ଏଫଆଇଏଚ୍ ପ୍ରୋ ଲିଗ୍: ଭୁବନେଶ୍ୱରରେ ପହଞ୍ଚିଲେ ଇଂଲଣ୍ଡ ମହିଳା ହକି ଦଳ, ୧୫ରୁ ହକି ଫାଇଟ୍

ଭୁବନେଶ୍ବର: ଇଂଲଣ୍ଡ ମହିଳା ହକି ଦଳ ରବିବାର ଦିନ ଓଡ଼ିଶାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ର ସମସ୍ତ ମ୍ୟାଚ୍ ରାଜଧାନୀ ଭୁବନେଶ୍ବର ସ୍ଥିତ କଳିଙ୍ଗ ହକି ଷ୍ଟାଡିୟମରେ ଆୟୋଜିତ ହେବ ।…

ଦିଲ୍ଲୀରେ ଉତ୍ତମ ମହାନ୍ତି, ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚାଲିଛି ଚିକିତ୍ସା

ଦିଲ୍ଲୀରେ ଉତ୍ତମ ମହାନ୍ତି । ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚାଲିଛି ଚିକିତ୍ସା । ଗତକାଲି ଘରୋଇ ହସ୍ପିଟାଲରୁ ମେଦାନ୍ତ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଛି । ଗ୍ରୀନ କରିଡରରେ ହସ୍ପିଟାଲରୁ ଏୟାରପୋର୍ଟକୁ ନିଆଯାଇଥିଲା । ଲିଭର ସିରୋସିସରେ ପୀଡ଼ିତ ହୋଇ କିମ୍ସ ସୁପର…

୧୫ ପରେ ଆଉ ବଢ଼ିବନି ରାସନ କାର୍ଡ ଇ-କେୱାଇସି ଅବଧି

ଭୁବନେଶ୍ଵର: ରାସନ କାର୍ଡ ଧାରକଙ୍କ ପାଇଁ ବଡ ଖବର । ୧୫ରେ ସରିବ ରାସନ କାର୍ଡ ଇ-କେୱାଇସି ଅବଧି । ୧୫ ପରେ ଆଉ ବଢ଼ିବନି ଇ-କେୱାଇସି ଅବଧି । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର…

ଧରଣୀଧର ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ରାଜ୍ୟର ୧ନଂ ହେବ: ମୁଖ୍ୟମନ୍ତ୍ରୀ

କେନ୍ଦୁଝରଗଡ଼: ଭାରତୀୟ ଚିକିତ୍ସକ ସଂଘ କେନ୍ଦୁଝର ଓ ବଡବିଲ ଶାଖା ମିଳିତ ସହଯୋଗରେ ଭାରତୀୟ ଚିକିତ୍ସକ ସଂଘ ଓଡ଼ିଶା ଶାଖାର ୭୪ତମ ବାର୍ଷିକ ଅଧିବେଶନ ଧରଣୀଧର ଭେଷଜ ମହାବିଦ୍ୟାଳୟ ଅଡିଟୋରିୟମଠାରେ ରବିବାର ଉଦ୍‌‌ଯାପିତ ହୋଇଯାଇଛି। ସଂଘର ରାଜ୍ୟ ସଭାପତି ଡାକ୍ତର ଶ୍ୟାମ…