ବିଗିଡିଲା ଭେଟେରାନ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ୱାସ୍ଥ୍ୟବସ୍ଥା, ହସ୍ପିଟାଲରେ ଭର୍ତ୍ତି
ଭୁବନେଶ୍ୱର: ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ଭେଟେରାନ ଅଭିନେତା ଉତ୍ତମ ମହାନ୍ତି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍ରେ ଉତ୍ତମ ମହାନ୍ତିଙ୍କୁ ଭର୍ତ୍ତି କରାଯାଇଛି। ଏବେ ସେ ଆଇସିୟୁରେ ଥିବା ବେଳେ ତାଙ୍କର ଚିକିତ୍ସା ଚାଲିଥିବା ନେଇ ସୂଚନା ମିଳିଛି…