State

ଠିକା ନିଯୁକ୍ତ ସରକାରୀ କର୍ମଚାରୀଙ୍କର କଟିବ ନାହିଁ ରାସନକାର୍ଡ

ଭୁବନେଶ୍ବର: ଠିକାରେ ନିଯୁକ୍ତ ହୋଇଥିବା ସରକାରୀ କର୍ମଚାରୀଙ୍କର କଟିବନି ରାସନ କାର୍ଡ। ଯେଉଁ କର୍ମଚାରୀଙ୍କର ମାସିକ ୧୫ହଜାର ଟଙ୍କାରୁ କମ୍ ଦରମା ପାଉଛନ୍ତି, ସେମାନଙ୍କ ରାସନକାର୍ଡ କଟିବ ନାହିଁ ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଏହି ଠିକା ସରକାରୀ…

କଣାସ ହଇଜା ସ୍ଥିତିକୁ ନେଇ ନବୀନଙ୍କ ଉଦବେଗ

ଭୁବନେଶ୍ବର : କଣାସ ହଇଜା ଘଟଣାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଉଦବେଗ। ପୁରୀ ଜିଲ୍ଲା କଣାସ ବ୍ଲକରେ ହଇଜା ଭୟାନକ ପରିସ୍ଥିତି ସୃଷ୍ଟି କରିଛି। ସ୍ଥିତି ନିୟନ୍ତ୍ରଣକୁ ଆସିବା ପରିବର୍ତ୍ତେ ଅଣାୟତ୍ତ ହେଉଛି। ଝାଡ଼ାବାନ୍ତିରେ ଲୋକଙ୍କ ପ୍ରାଣହାନୀ…

ହଂସିତାଙ୍କ ଦ୍ବିତୀୟ ସ୍ବାମୀ ମନୋଜଙ୍କ ଆଗୁଆ ଜାମିନ ଆବେଦନ ଖାରଜ

କଟକ: ହାଇପ୍ରୋଫାଇଲ ଠକ ଯୋଡ଼ି ହଂସିତା-ଅନୀଲ ମାମଲା । ତଥାକଥିତ ହଂସିତାଙ୍କ ଦ୍ବିତୀୟ ସ୍ବାମୀ ମନୋଜ ଆଚାର୍ଯ୍ୟଙ୍କ ଅଡ଼ୁଆ ବଢିଲା । ମନୋଜଙ୍କ ଆଗୁଆ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ । ଜଷ୍ଟିସ ଭି ନରସିଂହଙ୍କୁ ନେଇ ଗଠିତ ଜଣିକିଆ…

ସୁନ୍ଦରଗଡରେ ଫୁଟିଲା ଗୁଳି, ଯୁବକ ଗୁରୁତର

ସୁନ୍ଦରଗଡ: ସୁନ୍ଦରଗଡର ଲେଫ୍ରିପଡାରେ ଫୁଟିଲା ଗୁଳି । ଯୁବକଙ୍କୁ ଗୁଳିମାଡ କଲେ ଦୁର୍ବୁତ୍ତ । ଦର୍ଲ୍ଲିପାଲି ନିକଟରେ ଏହି ଗୁଳିମାଡ ହୋଇଛି । ଯୁବକଙ୍କ ଛାତିରେ ବାଜିଛି ଗୁଳି । ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହେଲେ ଯୁବକ । ତେବେ…

ପୂର୍ବତନ କୁଳପତିଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

ଝାରସୁଗୁଡ଼ା: ସମ୍ବଲପୁର ବିଶ୍ବବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଡ. ଧ୍ରୁବରାଜ ନାୟକଙ୍କ ହତ୍ୟା ମାମଲାରେ ଆସିଲା ଗୁରୁତ୍ବପୂର୍ଣ୍ଣ ରାୟ । ଏଥିରେ ଦୋଷୀ ସାବ୍ୟସ୍ତ ହୋଇଥିବା ପ୍ରବୀଣ ଧୂରିଆଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ଝାରସୁଗୁଡ଼ା ଏଡିଜେ କୋର୍ଟ । ସୂଚନାଯୋଗ୍ୟ, ୨୦୨୧…

ମ୍ୟାଚ ପୂର୍ବରୁ ବାରବାଟୀ ଷ୍ଟାଡିୟମରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

କଟକ: ବାରବାଟୀ ଷ୍ଟାଡିୟମରେ ଆଗାମୀ ଫେବୃଆରୀ ୯ ତାରିଖ ରେ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ଅନୁଷ୍ଠିତ ହେବ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମ୍ୟାଚ୍ ପାଇଁ ପ୍ରସ୍ତୁତ ଥିମ୍ ସଙ୍ଗ ଉନ୍ମୋଚନ କରିବା ପରେ ଷ୍ଟାଡିୟମର ପ୍ରସ୍ତୁତି ଅନୁଧ୍ୟାନ…

ଉଭୟ ଗୃହରେ ଦିବଂଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି, ଦିନକ ପାଇଁ ଗୃହ ମୁଲତବୀ

ସଂସଦର ମିଳିତ ଅଧିବେଶନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧିତ କରିବା ପରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଲୋକସଭା ଓ ରାଜ୍ୟସଭାରେ ଉପସ୍ଥାପିତ ହୋଇଥିଲା। ପରେ ଲୋକସଭାରେ ବାଚସ୍ପତି ଓମ୍ ବିର୍ଲା ଦେଶର ବିକାଶ ପାଇଁ ଡଃ ମନମୋହନ ସିଂହଙ୍କ ଅବଦାନ ଉପରେ ଆଲୋକପାତ…

୪ ଦିନ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାମ

ପୁରୀ: ଗତ ୨୭ ତାରିଖ ଠାରୁ ଆରମ୍ଭ ହୋଇଥିବା ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମକୁ ୪ ଦିନ ଯାଏଁ ବନ୍ଦ ରଖାଯିବ । ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବୃଆରୀ ୨, ୩, ୫ ଓ…

ସମର୍ଥ କେନ୍ଦ୍ରରୁ ସ୍ଥାନାନ୍ତର ହେଲେ ୪୨ ଜଣ ଦିବ୍ୟାଙ୍ଗ ଅନ୍ତେବାସୀ

ସମ୍ବଲପୁର: ସମର୍ଥରେ ନିର୍ଯାତିତ ୪୨ ଜଣ ମାନସିକ ଅନଗ୍ରସରଙ୍କୁ ସ୍ଥାନାନ୍ତରିତ କଲେ ସରକାର। ଅନ୍ତେବାସୀଙ୍କ ମଧ୍ୟରେ ଅଛନ୍ତି ୧୫ ମହିଳା ଓ ୨୭ ଜଣ ପୁରୁଷ। ସମ୍ବଲପୁର ସମର୍ଥ ଅନୁଷ୍ଠାନରେ ଦିବ୍ୟାଙ୍ଗଙ୍କୁ ନିର୍ୟାତନା ପରେ ପ୍ରଶାସନର ତତ୍ତ୍ବାବଧାନରେ ୪୨ଜଣ ଅନ୍ତେବାସୀଙ୍କୁ ସ୍ଥାନାନ୍ତରିତ…

ଗିରଫ ହେଲେ କୋଟିପତି ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁ

ବଣାଇ: ଗିରଫ ହେଲେ ବଣେଇ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ଏହାପରେ ତାଙ୍କୁ କୋର୍ଟ ଚାଲାଣ କରାଯିବ । ସୂଚନା ଅନୁସାରେ, ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…