State

ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ମଧୁସୂଦନ ପାଢ଼ୀ

ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ମଧୁସୂଦନ ପାଢ଼ୀ। ଭୁବନେଶ୍ୱର ତୋଷାଳି ଭବନରେ ଥିବା କାର୍ଯ୍ୟାଳୟରେ ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ମଧୁସୂଦନ ପାଢ଼ୀ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରଛନ୍ତି। ପୂର୍ବତନ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ…

କଣାସରେ ଝାଡ଼ାବାନ୍ତି ନେଲା ଆଉ ଏକ ଜୀବନ; ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି

ଭୁବନେଶ୍ୱର: ପୁରୀ ଜିଲ୍ଲାର କଣାସ ବ୍ଲକରେ ପ୍ରଦ୍ୟୁଷିତ ଜଳ ପିଇ ଡ଼ାଇରିଆ ବ୍ୟାପିବା ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି । ଫଳରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ମୃତକ ହେଲେ କଣାସ ବ୍ଲକର ଜାଗୁଳେଇପଦର ଗ୍ରାମର ବାସିନ୍ଦା…

ଅଲିଭରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ, ପ୍ରଥମ ଦିନରେ ୧୮୫ ଅଣ୍ଡା ସଂଗ୍ରହ

କୋଣାର୍କ: ଆରମ୍ଭ ହୋଇଛି ବିରଳ ପ୍ରଜାତି ଅଲିଭ ରିଡଲେ କଇଁଛଙ୍କ ଅଣ୍ଡାଦାନ ପ୍ରକିୟା । କୋଣାର୍କ ଚନ୍ଦ୍ରଭାଗା ସମୁଦ୍ର ଉପକୂଳରୁ ଗୁରୁବାର ବିଲମ୍ବିତ ରାତିରେ ପ୍ରଥମ କରି ଦୁଇଟି ଅଲିଭରିଡଲେ ୧୮୫ଟି ଅଣ୍ଡା ଦେଇଥିବା ଦେଖିବାକୁ ମିଳିଛି । ଏହି ସମସ୍ତ…

ଛାତ୍ରାବାସରୁ ୧୫ ଛାତ୍ର ପଳାଇଯିବା ଘଟଣାରେ ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ

ରାଉରକେଲା: ସୁନ୍ଦରଗଡ ଜିଲ୍ଲା ବଣାଇ ଉପଖଣ୍ଡ ମହୁଲପଦା ଥାନା ଅନ୍ତର୍ଗତ ସିହିଡିଆ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟ ଛାତ୍ରାବାସରୁ ୧୫ ଜଣ ଛାତ୍ର ଫେରାର ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ବଣାଇ ବିଇଓ ସୁନୀଲ ମୁଣ୍ଡୁ । ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ…

କ୍ରିକେଟ୍‌ ଦେଖି ଘରକୁ ଫେରୁଥିଲେ, ବ୍ରିଜ୍‌ ଉପରେ ୩ବାଇକ୍‌ ଆରୋହୀଙ୍କ ମୃତ୍ୟୁ

ପଦ୍ମପୁର: ମହୁଲପାଲି ବ୍ରିଜରେ ବାଇକ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।ବଦେନବାହାଲ ଗାଁରୁ କ୍ରିକେଟ ମ୍ୟାଚ ଦେଖି ଫେରିବାବେଳେ ଘଟିଥିବା ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୩ ଜଣଙ୍କ ଜୀବନ ଯାଇଛି । ଭାରସାମ୍ୟ ହରାଇ ବାଇକ ସହ ଘୋଷାଡ଼ି ହୋଇପଡ଼ିବାରୁ…

ଡିଜିଟାଲ ଆରେଷ୍ଟର ଦେଖାଇ ନେଇଗଲେ ୩୪ ଲକ୍ଷ

ବ୍ରହ୍ମପୁର : ସାଇବର ଗ୍ୟାଙ୍ଗ ସବୁବର୍ଗର ଯୁବତୀଯୁବକଙ୍କଠାରୁ ଆରମ୍ଭ କରି ଉଚ୍ଚଶିକ୍ଷିତ ଲୋକଙ୍କୁ ମଧ୍ୟ ଠକିବାକୁ ପଛେଇନାହାନ୍ତି। ଏଥିପାଇଁ ସେମାନେ ନୂଆନୂଆ ତରିକା ଅପଣାଉଛନ୍ତି। ପୋଲିସ ମଧ୍ୟ ସେମାନଙ୍କ ଟେର ପାଇପାରୁନି। ପୋଲିସ ପକ୍ଷରୁ ଏନେଇ ଯେତେ ସଚେତନ କଲେ ମଧ୍ୟ…

‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ଗାଇଡଲାଇନକୁ ନେଇ ତେଜିଲା ରାଜନୀତି

ଭୁବନେଶ୍ୱର,୩୦।୧: ଗୁରୁବାର ଗ୍ରାମୀଣ ବିକାଶକୁ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପଦକ୍ଷେପ ଅଧୀନରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିବା ପରେ ଓଡ଼ିଶାରେ ରାଜନୈତିକ ପାଣିପାଗ ଉଷ୍ମ ହୋଇଛି। ସରକାରରେ ପରିବର୍ତ୍ତନ ପରେ ପୂର୍ବ ସରକାରଙ୍କ…

ଭୁବନେଶ୍ବରରେ ମୋହନ ଭାଗବତ

ଭୁବନେଶ୍ବର: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆରଏସଏସ) ପ୍ରମୁଖ ମୋହନ ଭାଗବତ ଭୁବନେଶ୍ବରରେ ପହଞ୍ଚିଛନ୍ତି। ସେ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସଂଘର ବିଭିନ୍ନ କାର୍ଯ୍ୟକ୍ରମରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ବିଜେପି ସଭାପତିଙ୍କ ନାମ ଘୋଷଣା ହେବା ପୂର୍ବରୁ…

ପ୍ରଦର୍ଶନୀରେ ଟୁଲକିଟ ଓ ଯନ୍ତ୍ରାଂଶ ବିତରଣ କଲା କେଭିଆଇସି

କଟକ: ଭାରତ ସରକାରଙ୍କ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରାଳୟ ପକ୍ଷରୁ ଖଦି ଓ ଗ୍ରାମୋଦ୍ୟୋଗ କମିସନ (କେଭିଆଇସି)ଙ୍କ ପକ୍ଷରୁ ଗ୍ରାମୋଦ୍ୟୋଗ ବିକାଶ ଯୋଜନା (ଜିଭିବାଇ) ଯୋଜନା ଅନ୍ତର୍ଗତ କଟକସ୍ଥିତ ଜବାହରଲାଲ ଇନଡୋର ଷ୍ଟାଡିୟମରେ ହିତାଧିକାରୀମାନଙ୍କୁ ଯନ୍ତ୍ରାଂଶ ଓ ଟୁଲକିଟ…

୧୫ ଫେବ୍ରୁଆରି ପର୍ଯ୍ୟନ୍ତ ବଢ଼ିଲା ରାସନ କାର୍ଡ ଇ-କେୱାଇସି ସମୟ ସୀମା: ଯୋଗାଣ ମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ୧୫ ଫେବ୍ରୁଆରି ପର୍ଯ୍ୟନ୍ତ ବଢ଼ିଛି ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ପୂର୍ବରୁ ଜାନୁଆରି ୩୧ ସୁଦ୍ଧା ଇ-କେୱାଇସି ଅପଡେଟ୍ ଲାଗି ଶେଷ ତାରିଖ ଭାବେ ସରକାର…